Posted inUncategorized

ମାଇଗ୍ରେନ୍‌ରୁ ମିଳିବ ମୁକ୍ତି

ମୁଣ୍ଡର ଏକ ନିର୍ଦ୍ଦିଷ୍ଟ ଭାଗ ବିନ୍ଧାହେଲେ ତାହା ମାଇଗ୍ରେନ୍‌ ବୋଲି କୁହାଯାଏ। ଏହି ସମସ୍ୟା କିଛି ମିନିଟ୍‌ କିମ୍ବା କିଛି ଘଣ୍ଟାରେ ଭଲ ହୋଇ ନ ଥାଏ। ବେଳେବେଳେ ୨ଦିନ ପର୍ଯ୍ୟନ୍ତ ଏହା ଭଲ ହୋଇ ନ ଥାଏ। ତେବେ ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ଜାଣି ରଖନ୍ତୁ କିଛି ଘରୋଇ ଉପାୟ…
ଏକ ଗ୍ଲାସ ଉଷୁମ ପାଣିରେ କିଛି ଲବଙ୍ଗ ଗୁଣ୍ଡ ପକାଇ ରାତିରୁ ଭିଜାଇ ଦିଅନ୍ତୁ। ଏହି ପାଣିକୁ ସକାଳୁ ପିଇବା ଫଳରେ ମୁଣ୍ଡବିନ୍ଧା ସମ୍ପୂର୍ଣ୍ଣ ଭଲ ହୋଇଯିବ।
ଠିକ୍‌ ସମୟରେ ଖାଆନ୍ତୁ ଓ ରାତିରେ ଠିକ୍‌ ସମୟରେ ଶୁଅନ୍ତୁ। କାରଣ ଏହି ଲାଇଫ୍‌ଷ୍ଟାଇଲ୍‌ରେ ଅନିୟମିତତା ହିଁ ମାଇଗ୍ରେନ୍‌ର ମୁଖ୍ୟ କାରଣ ହୋଇଥାଏ।
କୌଣସି ଚିନ୍ତା କିମ୍ବା ହରମୋନ୍‌ ପରିବର୍ତ୍ତନ ହେଲେ ମାଇଗ୍ରେନ୍‌ ହୋଇଥାଏ। ତେଣୁ ଏଥିପ୍ରତି ସତର୍କ ରୁହନ୍ତୁ।
ବେଳେବେଳେ କିଛି ଦୁର୍ଗନ୍ଧ ପାଇଁ ମଧ୍ୟ ମୁଣ୍ଡବିନ୍ଧା ହୋଇଥାଏ। ଏଥିପ୍ରତି ଧ୍ୟାନ ଦେଇ ଏହାର ନିରାକରଣ କରନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ-ରଶ୍ମିକାଙ୍କ ଗ୍ଲୋବାଲ ରେକର୍ଡ: ମେସି-ରୋନାଲ୍ଡୋଙ୍କୁ ପକାଇଲେ ପଛରେ

ସାଉଥ୍‌ ଇଣ୍ଡଷ୍ଟ୍ରିର ମୋଷ୍ଟ ଲଭେବଲ୍‌ କପଲ୍‌ ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ଗତ କିଛି ମାସ ହେବ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେମାନଙ୍କ ବିବାହକୁ…

ଚେତନାର ପାଠଶାଳା

ପୁସ୍ତକ ଦ୍ବାରା କମ୍‌ ବରଂ ଅଭିଜ୍ଞତା ଦ୍ବାରା ମାନବର ବିକାଶ ଅଧିକ ହୋଇଥାଏ। ”ପ୍ରଥମେ ନିଜେ ଶିଖ, ପରେ ଶିକ୍ଷା ଦିଅ।“ -ଏହି ବାକ୍ୟାଂଶ ଗଭୀର ସତ୍ୟ…

ଆଇପିଏଲ୍‌: ଖେଳାଳିଙ୍କ ପ୍ରକୋଷ୍ଠରେ ଲାଗିଲା ପ୍ରବେଶ କଟକଣା

ନୂଆଦିଲ୍ଲୀ,୮ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ହନି ଟ୍ରାପ୍‌, ଆଇନଗତ ଦାୟିତ୍ୱ ଓ ସୁରକ୍ଷାଗତ ବିପଦ ସମ୍ଭାବନା ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

ବିବାହ ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ, ଷଷ୍ଠ ଶ୍ରେଣୀର ଛାତ୍ରୀ ଜଣଙ୍କ ଗର୍ଭବତୀ ହେବାରୁ…

ବ୍ରହ୍ମପୁର,୩୦ା୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ରୋହିତଲାଲ ପଣ୍ଡା ବୁଧବାର ଜଣେ ନାବାଳିକା ବଳାତ୍କାର ମାମଲାର ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି। ଏଥିସହ ୫୦…

ଭୂମିକମ୍ପ ପରେ ମାଡ଼ି ଆସୁଛି ସମୁଦ୍ର

ଟୋକିଓ,୨୦।୪: ଜାପାନରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର ଜାପାନର ଉପକୂଳରେ ଏହି…

ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ; ୧୬ମୃତ, ବଢ଼ିପାରେ ମୃତ୍ୟୁ ସଂଖ୍ୟା

ଚେନ୍ନାଇ,୧୯ା୪: ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ…

ଟ୍ରମ୍ପଙ୍କ ଚାଇନା ଗସ୍ତ ପୂର୍ବରୁ ବଡ଼ ଗେମ୍‌ ଖେଳିଲେ ପୁଟିନ୍‌, ବେଜିଂକୁ ପଠାଇଲେ ‘ଚାଣକ୍ୟ’, ଜାଣନ୍ତୁ ସେ କିଏ…

ବେଜିଂ,୧୪।୪: ଦୁଇ ସପ୍ତାହ ପୂର୍ବରୁ ଆମେରିକା ଘୋଷଣା କରିଥିଲା ଯେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ’ରେ ଚାଇନା ଗସ୍ତ କରିବେ। ଠିକ୍‌ ଏହି ସମୟରେ ଇରାନ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri