ଅନିଲ ଅମ୍ବାନୀଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ,୨୬।୯: ୪୨୦ କୋଟି ଟଙ୍କା ଟିକସ ଛାଡ ମାମଲାରେ ବ୍ୟବସାୟୀ ଅନିଲ ଅମ୍ବାନୀଙ୍କୁ ବମ୍ବେ ହାଇକୋର୍ଟ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ନଭେମ୍ବର ୧୭ ପର୍ଯ୍ୟନ୍ତ ଅନିଲ ଅମ୍ବାନୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ଆୟକର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।
ଅଗଷ୍ଟ ୮, ୨୦୨୨ରେ ଆୟକର ବିଭାଗ ଅନିଲ ଅମ୍ବାନୀଙ୍କ ଦୁଇଟି ସ୍ବିସ ବ୍ୟାଙ୍କ ଆକାଉଣ୍ଟରେ ରଖାଯାଇଥିବା ୮୧୪ କୋଟିରୁ ଅଧିକ ଟଙ୍କା ଉପରେ ୪୨୦ କୋଟି ଟଙ୍କା ଟ୍ୟାକ୍ସ ଚୋରି ଅଭିଯୋଗ କରି ନୋଟିସ ଜାରି କରିଥିଲା। ଅମ୍ବାନୀ ଚଳିତ ମାସ ଆରମ୍ଭରେ ବମ୍ବେ ହାଇକୋର୍ଟଙ୍କ ନିକଟକୁ ଯାଇ ଏହି ନୋଟିସକୁ ଚ୍ୟାଲେଞ୍ଜ କରିଥିଲେ। ୬୩ ବର୍ଷିୟ ଅନିଲ ଅମ୍ବାନୀ ଜାଣିଶୁଣି ଟ୍ୟାକ୍ସ ଫାଙ୍କିଥିବା ଅଭିଯୋଗରେ ଦର୍ଶାଇଛି। ସେ ତାଙ୍କ ବିଦେଶୀ ବ୍ୟାଙ୍କ ଆକାଉଣ୍ଟ ବିବରଣୀ ଭାରତୀୟ ଟିକସ କର୍ତ୍ତୃପକ୍ଷଙ୍କ ନିକଟରେ ପ୍ରକାଶ କରି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର 

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍‌ ଓ ସ୍କୁଟି ମଧ୍ୟରେ…

ସେମିଫାଇନାଲରେ କେଉଁ ଦଳ ସହିତ ମୁକାବିଲା କରିବ ଭାରତ? ସମ୍ପୂର୍ଣ୍ଣ ସମୀକରଣ ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ଭାରତୀୟ ଦଳ ମାର୍ଚ୍ଚ ୧ ତାରିଖରେ ଜିମ୍ବାୱେ ବିପକ୍ଷରେ ଟି-୨୦ ବିଶ୍ୱକପ ୨୦୨୬ ସୁପର ୮ରେ ତାର ଶେଷ ମ୍ୟାଚ ଖେଳିବ। ଯଦି ଭାରତୀୟ ଦଳ…

The Kerala Story 2 Release: ଫିଲ୍ମ ଉପରେ ଥିବା ସ୍ଥଗିତାଦେଶ ଉଠାଇଲେ କେରଳ ହାଇକୋର୍ଟର ଡିଭିଜନ ବେଞ୍ଚ

ମୁମ୍ବାଇ,୨୭।୨: ଶୁକ୍ରବାର କେରଳ ହାଇକୋର୍ଟ ‘ଦି କେରଳ ଷ୍ଟୋରି 2’ ଚଳଚ୍ଚିତ୍ରର ନିର୍ମାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ କେରଳ ହାଇକୋର୍ଟର ଏକକ ବିଚାରପତି…

ଏହି ୩ ରାଶିଙ୍କ ପାଇଁ ମାର୍ଚ୍ଚ ମାସ ଅତ୍ୟନ୍ତ ଭାଗ୍ୟଶାଳୀ, ଖୋଲିଯବ ଉନ୍ନତିର ରାସ୍ତା

ବର୍ଷର ଦ୍ୱିତୀୟ ମାସ ଫେବୃଆରୀ ଶେଷ ହେବ। ବର୍ଷର ତୃତୀୟ ମାସ ଅର୍ଥାତ୍‌ ମାର୍ଚ୍ଚର ଆଗମନ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାର୍ଚ୍ଚ ମାସ ବହୁତ ସ୍ବତନ୍ତ୍ର ହେବାକୁ…

ଭାଜପା ଇଚ୍ଛାଧାରୀ ନାଗ, ମୋଦିଙ୍କୁ ନେଇ କ’ଣ କହିଲେ ପବନ ଖେରା ଜାଣନ୍ତୁ

ନୂଆଦିଲ୍ଲୀ,୨୭।୨: ଶୁକ୍ରବାର (୨୭ ଫେବୃଆରୀ) ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ନୀତି ସହିତ ଜଡିତ ଏକ CBI ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ…

୧ ମାର୍ଚ୍ଚରୁ ବନ୍ଦ ହୋଇଯିବ ଏମାନଙ୍କର ହ୍ବାଟ୍ସଆପ! ଲକ୍ଷ ଲକ୍ଷ ବ୍ୟବହାରକାରୀଙ୍କୁ ପ୍ରଭାବିତ କରିବ ନୂଆ ନିୟମ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୭।୨: SIM-Binding ନିୟମ ସମ୍ପର୍କରେ ଚିତ୍ର ଏବେ ସ୍ପଷ୍ଟ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ମେସେଜିଂ ଆପ…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ।…

ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍‌ଡୋଜର

ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍‌ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri