ଅନିଲ ଅମ୍ବାନୀଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ,୨୬।୯: ୪୨୦ କୋଟି ଟଙ୍କା ଟିକସ ଛାଡ ମାମଲାରେ ବ୍ୟବସାୟୀ ଅନିଲ ଅମ୍ବାନୀଙ୍କୁ ବମ୍ବେ ହାଇକୋର୍ଟ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ନଭେମ୍ବର ୧୭ ପର୍ଯ୍ୟନ୍ତ ଅନିଲ ଅମ୍ବାନୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ଆୟକର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।
ଅଗଷ୍ଟ ୮, ୨୦୨୨ରେ ଆୟକର ବିଭାଗ ଅନିଲ ଅମ୍ବାନୀଙ୍କ ଦୁଇଟି ସ୍ବିସ ବ୍ୟାଙ୍କ ଆକାଉଣ୍ଟରେ ରଖାଯାଇଥିବା ୮୧୪ କୋଟିରୁ ଅଧିକ ଟଙ୍କା ଉପରେ ୪୨୦ କୋଟି ଟଙ୍କା ଟ୍ୟାକ୍ସ ଚୋରି ଅଭିଯୋଗ କରି ନୋଟିସ ଜାରି କରିଥିଲା। ଅମ୍ବାନୀ ଚଳିତ ମାସ ଆରମ୍ଭରେ ବମ୍ବେ ହାଇକୋର୍ଟଙ୍କ ନିକଟକୁ ଯାଇ ଏହି ନୋଟିସକୁ ଚ୍ୟାଲେଞ୍ଜ କରିଥିଲେ। ୬୩ ବର୍ଷିୟ ଅନିଲ ଅମ୍ବାନୀ ଜାଣିଶୁଣି ଟ୍ୟାକ୍ସ ଫାଙ୍କିଥିବା ଅଭିଯୋଗରେ ଦର୍ଶାଇଛି। ସେ ତାଙ୍କ ବିଦେଶୀ ବ୍ୟାଙ୍କ ଆକାଉଣ୍ଟ ବିବରଣୀ ଭାରତୀୟ ଟିକସ କର୍ତ୍ତୃପକ୍ଷଙ୍କ ନିକଟରେ ପ୍ରକାଶ କରି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ମାଗଣା କରୋନା ଟିକା ଦେବାକୁ ଘୋଷଣା କଲେ ଏହି ମୁଖ୍ୟମନ୍ତ୍ରୀ

ଚେନ୍ନାଇ, ୨୨।୧୦: ବିହାର ପରେ ଏବେ ତାମିଲନାଡ଼ୁ ସରକାର ଲୋକଙ୍କୁ ମାଗଣା କରୋନା ଟିକା ଦେବାକୁ ଘୋଷଣା କରିଛନ୍ତି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କହିଛନ୍ତି,...

ମମତା ବାନାର୍ଜୀଙ୍କୁ ୬୦୦ କିଲୋଗ୍ରାମ ଆମ୍ବ ଉପହାର ଦେଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

କୋଲକାତା/ଢାକା, ୧୩।୬: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଉପହାର ସ୍ବରୂପ ୬୦୦ କିଲୋଗ୍ରାମ ଆମ୍ବ ପଠାଇଛନ୍ତି। ଅଧିକାରୀମାନେ ସୋମବାର ଏହି...

ରାଜ୍ୟରେ ଏନ୍‌ଆଇଏ ଚଢ଼ାଉ

ନୂଆଦିଲ୍ଲୀ,୧୪ା୮(ପି.ଟି.) : ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ବିଭେଦ ବଢ଼ାଇ ଦେଶରେ ଅସ୍ଥିରତା ସୃଷ୍ଟି ମାଧ୍ୟମରେ ଶାନ୍ତି ଭଙ୍ଗ କରିବା ପାଇଁ ପିପୁଲ୍ସ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ...

ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ନିଜ ପାପ ପାଇଁ ରାହୁଲଙ୍କୁ କ୍ଷମା ମାଗିବାକୁ ପଡିବ: ନଡା

ନୂଆଦିଲ୍ଲୀ,୧୭।୩: ଭାଜପା ସଭାପତି ଜେପି ପଡା ଶୁକ୍ରବାର ପୁଣି କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଲଣ୍ଡନରେ ଦେଇଥିବା ଜାତୀୟ ବିରୋଧୀ ବିବୃତ୍ତିକୁ ନେଇ...

ଗାଈ ଖୁରାକୁ ଭ୍ରୁକ୍ଷେପ ନକରି ମାଟିରେ ଶୋଇଲେ ଶହ ଶହ ଶ୍ରଦ୍ଧାଳୁ: ପାଳିତ ହେଲା ପୁରାତନ ପରମ୍ପରା

ଉଜ୍ଜୟିନୀ,୨୮।୧୦: ମଧ୍ୟପ୍ରଦେଶ ଉଜ୍ଜୟିନୀ ନିକଟବର୍ତ୍ତୀ ବଡ଼ନଗର ତହସିଲ୍‌ରେ ଥିବା ଭିଡ଼ାବଦ୍‌ ଗାଁରେ ପୁରାତନ ପରମ୍ପରା ସୋମବାର ପାଳିତ ହୋଇଛି। ଏଠାରେ ଶହ ଶହ ଶ୍ରଦ୍ଧାଳୁ ଗାଈ...

କୋଭିଡ-୧୯: ଏସିପି ଅନିଲ କୋହଲିଙ୍କ ପରଲୋକ

ଚଣ୍ଡିଗଡ଼,୧୮।୪: ପଞ୍ଜାବରେ ବେଳକୁ ବେଳ କରୋନା ଭାଇରସ ସଂକ୍ରମଣ ବଢିବାରେ ଲାଗିଛି। ଶନିବାର ଲୁଧିଆନାର ଆସିଷ୍ଟାଣ୍ଡ କମିଶନର ଅଫ୍‌ ପୋଲିସ ଅନିଲ କୋହଲିଙ୍କର କରୋନା ସଂକ୍ରମଣରେ...

ୟୁକ୍ରେନକୁ ମାନବୀୟ ସହାୟତା ଯୋଗାଇବ ଭାରତ

ନୂଆଦିଲ୍ଲୀ,୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଭାରତ ୟୁକ୍ରେନକୁ ମାନବୀୟ ସହାୟତା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛି । ମଙ୍ଗଳବାର ଏହା ପଠାଯିବ । ଦୁଇ...

Advertisement
Archives

Model This Week