ନିର୍ବାଚନ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କର

ଭୁବନେଶ୍ୱର,୩୦୯(ଅନିଲ ଦାସ): ସାଧାରଣ ନିର୍ବାଚନକୁ ଆଉ ଅଳ୍ପ କିଛି ମାସ ରହିଛି। ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଗଲାଣି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅନ୍ୟ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ନ ଦେବା ଲାଗି ଭାରତର ନିର୍ବାଚନ କମିଶନ(ଇସିଆଇ) ଶୁକ୍ରବାର ଦେଶର ସମସ୍ତ ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ଚିଠି ଲେଖି ଜଣାଇଛନ୍ତି। ଯେଉଁମାନେ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ସେମାନଙ୍କୁ ସେହି ଦାୟିତ୍ୱରୁ ଅବ୍ୟାହତି ଦେବାକୁ କମିଶନ କହିଛନ୍ତି। ନିର୍ବାଚନ ପାଖେଇ ଆସୁଥିବାରୁ ସେମାନେ କେବଳ ନିର୍ବାଚନ ସମ୍ପର୍କିତ କାର୍ଯ୍ୟ ଉପରେ ଅଧିକ ଫୋକସ କରିବାକୁ ନିର୍ବାଚନ କମିଶନ ମୁଖ୍ୟ ଶାସନ ସଚିବଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ତାଙ୍କ କାର୍ଯ୍ୟାଳୟର ଅନ୍ୟ ଅଫିସରମାନଙ୍କୁ ବଦଳି କରିବା କିମ୍ବା ସେମାନଙ୍କୁ ଅତିରିକ୍ତ ଦାୟିତ୍ୱ ଦେବା ପୂର୍ବରୁ କମିଶନଙ୍କ ଅନୁମତି ଆଣିବାକୁ କୁହାଯାଇଛି। ଏହି ଚିଠି ପାଇବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଥିବା ନିକୁଞ୍ଜ ଧଳଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱରୁ ସରକାର ମୁକ୍ତ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri