Posted inଜାତୀୟ

ରାସ୍ତାରେ ଧର୍ମୀୟ ଉତ୍ସବକୁ ମିଳିବନି ଅନୁମତି

ଝାନ୍ସି,୯।୫: ରାସ୍ତାରେ ଧର୍ମୀୟ କାର୍ଯ୍ୟକ୍ରମ ଆୟୋଜନକୁ ଅନୁମତି ନ ଦେବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି କାର୍ଯ୍ୟକ୍ରମ କେବଳ ଧର୍ମସ୍ଥଳୀ ପରିସରରେ କରାଯିବା ଆବଶ୍ୟକ ବୋଲି ଜଣେ ସରକାରୀ ମୁଖପାତ୍ର କହିଛନ୍ତି।

ଲଲିତପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାକୁ ମୁଖ୍ୟମନ୍ତ୍ରୀ ଗମ୍ଭୀରତାର ସହ ନେଇ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଜିଲାପାଳ ଓ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ କାର୍ଯ୍ୟାନୁଷ୍ଠାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶକୁ ଏକଘରିଆ କରିବା ଆବଶ୍ୟକ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୫: ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶକୁ ଏକଘରିଆ କରିବାର ଆବଶ୍ୟକତା ରହିିଛି। ଏନେଇ ପୃଥିବୀର ସମସ୍ତ ଦେଶ ଏକତ୍ରିତ ହେବା ଉଚିତ ବୋଲି ଉପରାଷ୍ଟ୍ରପତି ଭେଙ୍କିୟା...

୩ ଦିନରେ ୧୧୫୬ ଭାରତୀୟ ଏୟାର ଲିଫ୍ଟ…

ନୂଆଦିଲ୍ଲୀ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୫ ଦିନ ଧରି ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନରେ ଥିବା ଭାରତୀୟଙ୍କୁ ଅପରେଶନ୍‌ ଗଙ୍ଗା...

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି।...

ଅରୁଣାଚଳର ୧୧ ସ୍ଥାନର ନୂଆ ନାମ ଦେଲା ଚାଇନା, ରାଗିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୪: ଅରୁଣାଚଳ ପ୍ରଦେଶରେ ନିଜର ଉପସ୍ଥିତି ଜାହିର କରିବାକୁ ସମୟ ସମୟରେ ଚାଇନା ତା’ର ପୁରୁଣା ଚେଷ୍ଟା ଦେଖାଇ ଆସୁଛି। ପୁଣିଥରେ ଚାଇନା ଅରୁଣାଚଳ ସହ...

ଭଉଣୀଙ୍କ ହାତ ଛାଡିଲେ ସୋନୁ!

ମୁମ୍ବାଇ: ବଲିଉଡ୍ ଅଭିନେତା ସୋନୁ ସୁଦଙ୍କ ଭଉଣୀ ମାଳବିକା ସୁଦ ସଚ୍ଚର ରାଜନୀତି ମଇଦାନକୁ ଓହ୍ଲାଇଛନ୍ତି । ମଙ୍ଗଳବାର ସେ କଂଗ୍ରେସରେ ଯୋଗ ଦେଇଛନ୍ତି ।...

ଖୋଲା ସ୍ଥାନରେ ବିବାହ , ଅନ୍ୟ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮ ।୯: କରୋନା ମହାମାରୀ ସଂକ୍ରମର ଯୋଗୁ ସାରା ଦେଶରେ ବିବାହ ଓ ଅନ୍ୟ କାର୍ଯ୍ୟକ୍ରମ ପାଇଁ ପ୍ରତିବନ୍ଧକ ଲଗାଯାଇଥିଲା । ହେଲେ ବେଳକୁ ବେଳ...

ଦେଶୀ ଗାଈ ପାଳିଲେ ମିଳିବ ବଡ ଲାଭ: ଏମ୍‌ବିଏ,ବିଟେକ୍‌ ଛାତ୍ରୀଛାତ୍ର ଶିଖିବେ କୌଶଳ

ଦେଶୀଗାଈ ପାଳିଲେ ଗୋଟିଏ ନୁହେଁ, ଅନେକ ଲାଭ ଅଛି। ଦେଶୀ ଗାଈ ବ୍ୟବସାୟ କରି ଆପଣ ଏକ ବଡ଼ ଲାଭ ମଧ୍ୟ କରିପାରିବେ। କେବଳ ଏତିକି...

ବିହାର କଂଗ୍ରେସରେ ଫାଟ: ବାଡ଼ ଡେଇଁବାକୁ ୧୧ ବିଧାୟକ ପ୍ରସ୍ତୁତ !

ପାଟନା,୬।୧: ବିହାରରେ କଂଗ୍ରେସରେ ଫାଟ ବଢ଼ିବାରେ ଲାଗିଛି। ଦଳର ୧୯ ଜଣ ବିଧାୟକଙ୍କ ମଧ୍ୟରୁ ଖୁବ୍‌ ଶୀଘ୍ର ୧୧ ଜଣ ଦଳ ଛାଡ଼ିବାକୁ ପ୍ରସ୍ତୁତ ହେଉଥିବା...

Advertisement
Archives

Model This Week