ଖୋଲିଲା ଧାର୍ମିକ ସ୍ଥଳ

ମୁମ୍ବାଇ,୧୬।୧୧: ମହାରାଷ୍ଟ୍ରରେ ସୋମବାର ଠାରୁ ଧାର୍ମିକ ସ୍ଥଳଗୁଡ଼ିକୁ ଖୋଲାଯାଇଛି। ତେବେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି। ଧାର୍ମିକସ୍ଥଳରେ ୬୫ ବର୍ଷ ବୟସରୁ ଅଧିକ ବୟସ୍କ ବ୍ୟକ୍ତି, ଗର୍ଭବତୀ ମହିଳା, ୧୦ ବର୍ଷରୁ କମ୍‌ ବୟସ୍କ ଛୋଟ ପିଲା ଏବଂ କୌଣସି ରୋଗ ଗ୍ରସ୍ତ ବ୍ୟକ୍ତିଙ୍କୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ଧାର୍ମିକ ସ୍ଥଳ ମଧ୍ୟରେ ଦୁଇ ଜଣଙ୍କ ମଧ୍ୟରେ ୬ ଫୁଟ ଦୂରତା ବଜାୟ ରଖିବା ଲାଗି ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ସେହିପରି ମାସ୍କ୍‌ ପିନ୍ଧିବା ଏବଂ ମୁହଁକୁ ଢାଙ୍କି ରଖିବାକୁ କୁହାଯାଇଛି। ହ୍ୟାଣ୍ଡ୍‌ଓ୍ବାଶ ବ୍ୟବହାର ସମୟରେ ଦୁଇହାତକୁ ୪୦ରୁ ୬୦ ସେକେଣ୍ଡ ପର୍ଯ୍ୟନ୍ତ ଏବଂ ସାନିଟାଇଜର ବ୍ୟବହାର ସମୟରେ ୨୦ ସେକେଣ୍ଡ ପର୍ଯ୍ୟନ୍ତ ଘଷିବା ଲାଗି ପରାମର୍ଶ ଦିଆଯାଇଛି। ପ୍ରତି ଧାର୍ମିକସ୍ଥଳ ଗେଟ୍‌ ନିକଟରେ ସାନିଟାଇଜର ଏବଂ ସ୍କ୍ରିନିଂ ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କୁ ଆପଣାଇଲେ ଅମରିନ୍ଦର

ଚଣ୍ଡିଗଡ଼, ୨।୩: ଆସନ୍ତା ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପୁଣି ଥରେ ରାଜନୈତିକ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ ପ୍ରମୁଖ...

ହୋଲିରେ ନଜର ଆସିଲା କକା-ପୁତୁରାଙ୍କ ମଧ୍ୟରେ ଫାଟ

ଇଟାଓ୍ବା,୧୮।୩: ଚଳିତ ବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ କକା ଶିବପାଲ ଯାଦବ ଏବଂ ପୁତୁରା ଅଖିଳେଶ ଯାଦବଙ୍କ ଦଳ ଏକତ୍ର ହୋଇଥିଲେ। କିନ୍ତୁ ପ୍ରକୃତରେ କ’ଣ...

ମନ୍ଦିର ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଚେନ୍ନାଇ,୨୭।୪: ତାମିଲନାଡୁରେ ବୁଧବାର ସକାଳେ ଏକ ବଡ଼ ଅଘଟଣ ଘଟିଛି। ତଞ୍ଜାଭୁର ଜିଲାର କାଲିମେଡୁ ନିକଟସ୍ଥ ଅପ୍ପର ମନ୍ଦିରରେ ୯୪ତମ ଗୁରୁପୂଜା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ...

ଭାରତ-ବାଂଲାଦେଶ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି: ହସିନାଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୫।୧୦: ଭାରତ-ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପୁଣି ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍‌ ହସିନାଙ୍କ ସହିତ ଶନିବାର ସାକ୍ଷାତ୍‌...

ବଢ଼ିଲା କ୍ୱାରାଣ୍ଟାଇନ୍‌ ଅବଧି: ଏଣିକି ୧୪ ଦିନ ପରିବର୍ତ୍ତେ ୨୮ ଦିନ ରହିବେ ଲୋକେ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାହାରୁ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ୍‌ ସଂଖ୍ୟା ଆହୁରୀ ବଢ଼ିବା...

ଦେଶର ପ୍ରଥମ ଟ୍ରାନ୍ସଜେଣ୍ଡର ପାଇଲଟଙ୍କ ପ୍ରଶିକ୍ଷଣ ଖର୍ଚ୍ଚ ବହନ କରିବେ କେରଳ ସରକାର

ଥିରୁଭାନନ୍ତପୁରମ,୧୩।୧୦: କେରଳର ୨୦ ବର୍ଷୀୟ ଆଦମ ହ୍ୟାରୀ ଜଣେ ତୃତୀୟ ଲିଙ୍ଗ ବ୍ୟକ୍ତି ବା ଟ୍ରାନ୍ସଜେଣ୍ଡର। ସେ ଏବେ ଦେଶର ପ୍ରଥମ ଟ୍ରାନ୍ସଜେଣ୍ଡର ପାଇଲଟ ହେବାକୁ...

ପୁଣି ଲକ୍‌ଡାଉନ୍‌ ମୁହାଁ ଦେଶ, ୧୦ ରାଜ୍ୟର ୨୭ ଜିଲାରେ କରୋନା ବେକାବୁ…

ନୂଆଦିଲ୍ଲୀ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ପୁଣି ଆତଙ୍କ ସୃଷ୍ଟି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ୧୦ ରାଜ୍ୟର ୨୭...

ପିକ୍‌ନିକ ହେଲା କାଳ: ପାଣିରେ ବୁଡି ଗଲା ୪ ଜୀବନ, ୨ ନିଖୋଜ

ରାୟପୁର,୨୮।୮: ଛତିଶଗଡର କୋରିଆ ଜିଲାରେ ଅବସ୍ଥିତ ରାମଦା ଜଳପ୍ରପାତରେ ଏକ ବଡ଼ ଦୁର୍ଘଟଣା ଘଟିଛି। ପିକନିକ ପାଇଁ ଏଠାକୁ ଆସିଥିବା ୭ ଜଣ ଲୋକ ପାଣିରେ...

Advertisement
Archives

Model This Week