ଆଇପିଏଲ୍‌ ସିଜିନ୍‌-୧୪ର ଅବଶିଷ୍ଟ ମ୍ୟାଚ୍‌ ୟୁଏଇରେ ହେବ: ବିସିସିଆଇର ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ଜାରି ରହିଥିବା ଆଇପିଏଲ୍‌ ସିଜିନ୍‌-୧୪ର ମ୍ୟାଚ୍‌କୁ ବନ୍ଦ କରାଯାଇଥିଲା। ତେବେ ଏବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ( ବିସିସିଆଇ) ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ସିଜିନ୍‌ର ଅବିଶିଷ୍ଟ ୩୧ ମ୍ୟାଚ୍‌ ୟୁଏଇରେ ଖେଳାଯିବ ବୋଲି ବିସିସିଆଇ କହିଛି। ନେଇ ଚାଇନା ଅନ୍ତର୍ଜାତୀୟସ୍ତରରେ ଧୀରେଧୀରେ ଅଡୁଆରେ ପଡ଼ିବାରେ ଲାଗିଛି। ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ପର୍ଯ୍ୟନ୍ତ ଅବଶିଷ୍ଟ ମ୍ୟାଚ୍‌ ଖେଳାଯିବାର ସମ୍ଭାବନା ରହିଛି। ତେବେ ଅନ୍ତିମ ନିଷ୍ପତ୍ତି ଲାଗି ଜୁଲାଇ ଶେଷ ସୁଦ୍ଧା ଆଇସିସିଠାରୁ ଅନୁମତି ଲୋଡ଼ାଯିବ। ଖେଳାଳିମାନଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଆଇପିଏଲ୍‌ ସିଜିନ୍‌-୧୪କୁ ମେ’୪ରେ ଅନିଶ୍ଚିତ ସମୟ ପାଇଁ ସ୍ଥଗିତ ରଖିବାକୁ ବିସିସିଆଇ ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ସୂଚନାଯୋଗ୍ୟ,୨୦୨୦ ଆଇପିଏଲ୍‌ ସିଜିନ୍‌ ମଧ୍ୟ କରୋନା ମହାମାରୀ ଯୋଗୁ ୟୁଏଇରେ ଖେଳାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri