ମନେରହିବେ ପ୍ରଫୁଲ୍ଲ: ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକରେ ଖେଳିଗଲା ଶୋକର ଛାୟା

ପାଟଣା,୨୧।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମର ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ ପ୍ରଫୁଲ୍ଲ କୁମାର ମିଶ୍ରଙ୍କ ମଙ୍ଗଳବାର ସକାଳେ କେନ୍ଦୁଝରର ହସ୍ପିଟାଲରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା। ସେ ମଧୁମେହ ରୋଗରେ ପୀଡ଼ିତ ଥିଲେ। ସେ ଜଣେ ଅତ୍ୟନ୍ତ ଅମାୟିକ, ବନ୍ଧୁବତ୍ସଳ ବ୍ୟକ୍ତି ଥିଲେ। ପୁଅ ରଜନୀକାନ୍ତ, ସୀତାକାନ୍ତ, ଶ୍ରୀକାନ୍ତ, ଝିଅ ଶ୍ରଦ୍ଧାଞ୍ଜଳି, ସ୍ନେହାଞ୍ଜଳି ଉପସ୍ଥିତ ଥିଲେ।
ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ , ଶିକ୍ଷାବିତ ଅକ୍ଷୟ ନାରାୟଣ ମିଶ୍ର, ଧରଣୀ ଧର ଦାସ, ଅବସର ପ୍ରାପ୍ତ ରେଞ୍ଜର ରଞ୍ଜନ କୁମାର ପାଣି, ପ୍ରତାପ ଚନ୍ଦ୍ର ରଣା, ଦିଲ୍ଲୀପସିଂ, ବିଜେଡି ନେତା ଶତୃଘ୍ନ ସିଂ, ସାମାଜିକ କର୍ମୀ ବିଜୟ କୁମାର ଦୀକ୍ଷିତ,ଜିତେନ୍ଦ୍ର ସିଂ,ପ୍ରଫୁଲ୍ଲ ରାଉତ, ପ୍ରମୁଖ ଶେଷ ଦର୍ଶନ କରିବା ସହ ଗଭୀର ଶୋକ ପ୍ରକାଶ କୁକରିଛନ୍ତି। ଅନ୍ତ୍ୟେଷ୍ଟି କ୍ରିୟା ରାଜ ନଗର ବୈତରଣୀ ନଦୀକୂଳରେ ଅପରାହ୍ନରେ ଅନୁଷ୍ଠିତ ହେବ। ବଡ ପୁଅ ରଜନୀକାନ୍ତ ମିଶ୍ର ମୁଖାଗ୍ନି ଦେବେ ବୋଲି ପରିବାର ସୂତ୍ରରୁ ପ୍ରକାଶ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri