Posted inରାଜ୍ୟ

ନୌବାଣିଜ୍ୟ ପରମ୍ପରାର ସ୍ମୃତିକୁ ମନେ ପକାଇଲେ ଓଡ଼ିଶାବାସୀ, ସବୁଠି ଭିଡ଼

ଭୁବନେଶ୍ୱର/କଟକ,୧୫ା୧୧: ଆଜି ହେଉଛି କାର୍ତ୍ତିକ ପୂର୍ଣ୍ଣିମା। ଓଡ଼ିଶା ନୌବାଣିଜ୍ୟ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ, ପୋଖରୀ, ମହୋଦଧିରେ ମଧ୍ୟ ଡଙ୍ଗା ଭସାଇଛନ୍ତି। ସବୁଠି ଆ-କା-ମା-ବୈ’ର ସ୍ବର ଶୁଭିଛି। ଭୁବନେଶ୍ବରର ପବିତ୍ର ବିନ୍ଦୁ ସାଗର, କୂଆଖାଇ, ପୁରୀ ମହୋଦଧି, କଟକର ମହାନଦୀ, କାଠଯୋଡ଼ି ଭଳି ଅନେକ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହୋଇଛି।

କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଓଡ଼ିଶାର ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri