Posted inVideo

Remembering Kishore Kumar | ସ୍ମୁତିରେ କିଶୋର କୁମାର

Featured Video Play Icon

If versatility is the yardstick of measuring the virtuosity of an artist, then Kishore Kumar should rank among the greatest artists of all time. Not only he was among the greatest of playback singers, but also was a fine actor. Let’s take a look at the life and times of the actor who was born September 4, 1929.

ଭାରତୀୟ ସଙ୍ଗୀତ ଦୁନିଆରେ କିମ୍ବଦନ୍ତି କଳାକାର ହେଉଛନ୍ତି କିଶୋର କୁମାର। ସ୍ୱରର ମଧୁରତା ଓ ଭାବର ନିବିଡତା ତାଙ୍କର ସବୁ ଗୀତକୁ ଅମରତ୍ୱ ଦେଇଛି। କେବଳ ଗାୟକ ହିସାବରେ ନୁହଁ ଅଭିନେତା ହିସାବରେ ବି ତାଙ୍କର ଛାପ ସୁସ୍ପଷ୍ଟ। ୧୯୨୯ ମସିହା ସେପ୍ଟେମ୍ବର ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେହି ଚର୍ଚ୍ଚିତ ଗାୟକ ଓ ଅଭିନେତାଙ୍କୁ ଚାଲନ୍ତୁ ମନେପକାଇବା ଏହି ଭିଡିଓରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ପିଲା ସ୍କୁଲ ନ ଆସିଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ । ଘରକୁ ଯାଇ ବୁଝିବେ ସ୍କୁଲ ନ ଆସିବାର କାରଣ, ଡିଇଓ-ବିଇଓଙ୍କୁ ସ୍କୁଲ୍ ଓ ଗଣଶିକ୍ଷା…

Featured Video Play Icon

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଏକ ସେମିନାରରେ ଯୋଗ ଦେବାକୁ ବିମାନରେ ମଧ୍ୟରାତ୍ରରେ ରାୟପୁର ଯାତ୍ରା କରୁଥିଲେ କଟକ ଏସସିବି ମେଡିକାଲ ସର୍ଜରୀ ବିଭାଗର ଡ଼ାକ୍ତର ଜ୍ୟୋତିର୍ମୟ ନାୟକ । ସେହି ବିମାନରେ…

Featured Video Play Icon

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଗତକାଲି ସନ୍ଧ୍ୟାରେ କମିଶନରେଟ ପୋଲିସ ପକ୍ଷରୁ ପ୍ରସିଦ୍ଧ ଜଟଣୀ ଗଣେଶ ପୂଜାକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭୁବନେଶ୍ୱର ଏଡିସିପି ସଞ୍ଜୟ…

Featured Video Play Icon

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ଆଜିଠାରୁ ଖୋଲା ପେଟ୍ରୋଲ ଦେଲେ ହେବ କାର୍ଯ୍ୟାନୁଷ୍ଠାନ । ଓଡ଼ିଶାରେ ପେଟ୍ରୋଲ ପମ୍ପରୁ ବୋତଲ କିମ୍ବା ଅନ୍ୟ କୌଣସି ଜାରରେ ଗ୍ରାହକ ପେଟ୍ରୋଲ ଆଣିପାରିବେ ନାହିଁ ।

Featured Video Play Icon

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ଏମିତି ମନ୍ଦିର, ଯେଉଁଠି ଭକ୍ତ ଲେଖିଥିବା ଚିଠି ପଢନ୍ତି ମା ହସନମ୍ବା । ଚିଠିରେ ମନସ୍କାମନା ଲେଖିଲେ ପୂରଣ ହୁଏ ଇଚ୍ଛା ।

Featured Video Play Icon

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ଶେଷ ହେଲା ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଶୁଣନ୍ତୁ ଏନେଇ କ’ଣ କହୁଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

Featured Video Play Icon

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ | Suna Besha 2025

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri