ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ତାଲୁକ ଆଇନ ସହାୟତା କମିଟି ପାଳିଲା…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶୁକ୍ରବାର ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି। ସିଭିଲ ଜଜ୍‌ ସିନିୟର ଡିଭିଜନ କୋର୍ଟର ମୁଖ୍ୟ କିରାଣି ପ୍ରଦୀପ କୁମାର ଶତପଥୀଙ୍କ ସଂଯୋଜନାରେ ଅନୁଷ୍ଠିତ ସ୍ମୃତି ସଭାରେ ବରିଷ୍ଠ ଦଓ୍ବୋନୀ ବିଚାରପତି ତଥା ଆଇନ ସହାୟତା କମିଟିର ଅଧ୍ୟକ୍ଷା ମହାଶ୍ୱେତା ପରିଜା ମୁଖ୍ୟ ଅତିଥି ଏବଂ ଜେଏମ୍‌ଏଫ୍‌ସି କୋର୍ଟର ମାଜିଷ୍ଟ୍ରେଟ ନିଳିମା ଷଡ଼ଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ଦେଶ ମାତୃକାର ସେବା ଓ ସୁରକ୍ଷା ସମେତ ସ୍ବାଧୀନତା ସଂଗ୍ରାମ ସମୟରେ ଜୀବନକୁ ବଳିଦାନ ଦେଇ ଶହୀଦ ହୋଇଥିବା ଜାତିର ଜନକ ମହାତ୍ମା ଗାନ୍ଧୀ, ଭଗତ୍‌ ସିଂ, ଚନ୍ଦ୍ର ଶେଖର ଆଜାଦ, ସୁଖଦେବ ରାଜଗୁରୁଙ୍କ ସମେତ ଅନ୍ୟ ଶହୀଦମାନଙ୍କ ସ୍ମୃତି ଚାରଣ କରାଯିବା ସହ ସେହି ମହାନ ଆତ୍ମାମାନଙ୍କ ଉଦ୍ଦେଶ୍ୟରେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।

ସରକାରୀ ଓକିଲ ହେମନ୍ତ କୁମାର ପାଣିଗ୍ରାହୀ,ବିଜୟ କୁମାର ପ୍ରଧାନ, ଆଇନଜୀବୀ ହରପ୍ରସାଦ ରଥ, ମନୋରଞ୍ଜନ ପଣ୍ଡା, କୋର୍ଟ କର୍ମଚାରୀ ଶିବରାମ ସାହୁ, ସସ୍ମିତା ମହାରଣା, ଅଞ୍ଜଳି ମହାରଣା, ଅଶ୍ୱିନୀ କୁମାର ପଟ୍ଟନାୟକ,ସଂଗ୍ରାମ କୁମାର ପଣ୍ଡା, ପ୍ରଦୀପ କୁମାର ପୁରୋହିତ,ପପୁନ ମହାରଣା,ପିଲଚୁ ହେମ୍ବ୍ରମ, ରୁଦ୍ର ପ୍ରସାଦ ତାଣ୍ଡିଆ, ନିରଞ୍ଜନ ଶବର,କେ. ନୋକିଆ ଓ କୋର୍ଟ ଏଏସ୍‌ଆଇ ଦିଲ୍ଲୀପ କୁମାର ଗୋରଡ଼ା, କନଷ୍ଟେବଳ ପ୍ରଭାକର ସାହୁ, ସୁଦାମ ବେହେରାଙ୍କ ସମେତ ଅନ୍ୟାନ୍ୟ କୋର୍ଟ କର୍ମଚାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

ପୁରୁଷୋତ୍ତମପୁର ଏନ୍‌ଏସି ପ୍ରଭାରୀ ହେଲେ ରମେଶ

ପୁରୁଷୋତ୍ତମପୁର,୧୬ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ସରପଞ୍ଚଙ୍କ ପ୍ରତିନିଧି ଭାଜପାର ବରିଷ୍ଠ ଯୁବସଂଗଠକ ରମେଶ ଚନ୍ଦ୍ର ଦଳେଇଙ୍କୁ ଭାଜପା ପକ୍ଷରୁ ସାଙ୍ଗଠନିକ ଦାୟିତ୍ୱ ପ୍ରଦାନ…

ଗଜସାଥି ଛଟେଇ, ଆନ୍ଦୋଳନରେ ସ୍କ୍ବାର୍ଡ କର୍ମଚାରୀ: ଘାରିଲାଣି ବନ୍ୟପ୍ରାଣୀ ସୁରକ୍ଷା ଚିନ୍ତା

ଭଞ୍ଜନଗର,୧୬।୩(ବାବୁଲା ପ୍ରଧାନ): ହାତୀ ସହ ଲୋକଙ୍କ ଫସଲ ସୁରକ୍ଷା ପାଇଁ ଗଜସାଥି ରାଜ୍ୟରେ ନିଯୁକ୍ତି ହୋଇଛନ୍ତି। ସରକାର ସେମାନଙ୍କୁ ମାସିକ ୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ l କୂଅରେ ଜଣେ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri