କଳାଦାଗ ଦୂର କରନ୍ତୁ

ମୁହଁରେ ବ୍ଲାକ୍‌ ହେଡ୍‌ସ ବା କଳା ଦାଗ ହେବା ଫଳରେ ସୌନ୍ଦର୍ଯ୍ୟ ନଷ୍ଟ ହେବା ସହ ତ୍ୱଚାର ମଧ୍ୟ କ୍ଷତି ହୋଇଥାଏ। ସାଧାରଣତଃ ଧୂଳି, ମାଟି ଓ ପ୍ରଦୂଷଣ ତଥା ନିଦ କମ୍‌ ହେବା ଫଳରେ ତ୍ୱଚାରେ ଏଭଳି ଦେଖା ଦେଇଥାଏ। ଏହି ସମସ୍ୟାରୁ ମୁକ୍ତି ପାଇଁ କିଛି ଘରୋଇ ଉପାୟ ସମ୍ପର୍କରେ…

– ବ୍ଲାକ୍‌ ହେଡ୍‌ସ ବା କଳା ଦାଗ ଦୂର କରିବା ପାଇଁ ମହୁ ବହୁତ ଭଲ। ମହୁକୁ ଅଳ୍ପ ଗରମ କରି ମୁହଁରେ ଲଗାନ୍ତୁ। ୧୫ ମିନିଟ୍‌ ପରେ ମୁହଁକୁ ଘଷି ଘଷି ପାଣିରେ ଧୋଇ ଦିଅନ୍ତୁ। ପ୍ରାୟ ସପ୍ତାହେ ପର୍ଯ୍ୟନ୍ତ ଏପରି କରିବା ଫଳରେ ଏହି ସମସ୍ୟାରୁ ମୁକ୍ତି ମିଳିବ।
– କଳାଦାଗ ଥିବା ସ୍ଥାନରେ ଦିନକୁ ତିନି ଥର ଲେମ୍ବୁ ରସ ଲଗାନ୍ତୁ। ଲଗାତର ଏପରି କରିବା ଫଳରେ କଳାଦାଗ ଦୂର ହୋଇଥାଏ। ଆପଣ ଚାହିଁଲେ ଲେମ୍ବୁ ସହିତ ବେସନ ମିଶାଇ ଲଗାଇ ପାରିବେ।
– କଞ୍ଚା ଆଳୁକୁ ପତଳା ପତଳା କାଟି କଳାଦାଗ ହୋଇଥିବା ସ୍ଥାନରେ ଘଷନ୍ତୁ। କଳାଦାଗ ଦୂର ହେବା ସହିତ ତ୍ୱଚା ଅଧିକ ଉଜ୍ଜ୍ୱଳ ହେବ।
– ଓଟ୍‌ସ ଓ ଗୋଲାପ ଜଳ ମିଶାଇ ପେଷ୍ଟ ତିଆରି କରନ୍ତୁ। ଏହି ପେଷ୍ଟକୁ ମୁହଁରେ ଲଗାଇ ୧୫ ମିନିଟ୍‌ ପରେ ଧୋଇ ଦିଅନ୍ତୁ।
– ରାତିରେ ଶୋଇବା ପୂର୍ବରୁ ମୁହଁକୁ ଭଲଭାବେ ସଫା କରି ଶୁଅନ୍ତୁ।
କଳାଦାଗ ଦୂର କରିବା ପାଇଁ ପାଚିଲା କଦଳୀକୁ ମଧ୍ୟ ବ୍ୟବହାର କରିପାରିବେ। ପାଚିଲା କଦଳୀକୁ ପେଷ୍ଟ କରି ମୁହଁରେ ଲଗାନ୍ତୁ। କଦଳୀ ନ ଥିଲେ କଦଳୀ ଚୋପାକୁ ମଧ୍ୟ ତ୍ୱଚାରେ ଭଲଭାବେ ଘଷିଲେ କଳାଦାଗ ଦୂର ହୋଇଥାଏ।
– ସପ୍ତାହକୁ ଥରେ ଫେସ୍‌ ସ୍କ୍ରବ କରନ୍ତୁ। ଏହାଦ୍ୱାରା ତ୍ୱଚାରେ ଥିବା ମଇଳା ସଫା ହୋଇଥାଏ ଓ କଳାଦାଗ ଦୂର ହୋଇଥାଏ।
– ବେକିଂ ସୋଡ଼ାକୁ ମଧ୍ୟ ଏଥିପାଇଁ ବ୍ୟବହାର କରିପାରିବେ। ଏକ ଚାମଚ ପାଣିରେ ତିନି ଚାମଚ ବେକିଂ ସୋଡା ମିଶାଇ ତ୍ୱଚାରେ ଲଗାଇ କିଛି ସମୟ ଛାଡ଼ି ଦିଅନ୍ତୁ। କିଛି ସମୟ ପରେ ଉଷୁମ ପାଣିରେ ମୁହଁକୁ ଭଲଭାବେ ସଫା କରି ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri