ଚୁଟକିରେ ହଟାନ୍ତୁ ସ୍କିନ୍‌ ଟ୍ୟାନ୍‌

ଖରାଦିନରେ ସ୍କିନ୍‌ଟ୍ୟାନ୍‌ରୁ ରକ୍ଷାପାଇବାକୁ ହେଲେ ସନ୍‌ସ୍କ୍ରିନ୍‌ ଲୋଶନ ଲଗାନ୍ତୁ, ଢିଲା ପୋଷାକ ପିନ୍ଧନ୍ତୁ। ଅଧିକ ପରିମାଣରେ ପାଣି ପିଅନ୍ତୁ। କିଛି ଘରୋଇ ଉପାୟ ଆପଣାନ୍ତୁ । ଟମାଟୋ ଜୁସ୍‌, ବେସନ, ଦହି, କାକୁଡ଼ି ନଡ଼ିଆ ପାଣି ଆଦିକୁ ବ୍ୟବହାର କରିପାରିବେ। ଜାଣନ୍ତୁ ଏ ସମ୍ପର୍କରେ…

ସନ୍‌ ଟ୍ୟାନ୍‌, ସନ୍‌ବର୍ଣ୍ଣ ଆଦି ସମସ୍ୟା ଦେଖାଯାଇଥାଏ। ଏମିତିରେ ଘରୁ ବାହାରିବା ପୂର୍ବରୁ ଭଲ କ୍ୱାଲିଟିର ସନ୍‌ସ୍କ୍ରିନ୍‌ ଆପ୍ଲାଏ କରନ୍ତୁ। ସନ୍‌ସ୍କ୍ରିନ୍‌ ୩୦ପ୍ରତିଶତ ଏସିପିଏଫ୍‌ ଯୁକ୍ତ ନିଅନ୍ତୁ କିମ୍ବା ତା ’ଠାରୁ ଅଧିକ। ଦିନ ମଧ୍ୟରେ ଦୁଇଥର ସକାଳ ଏବଂ ସନ୍ଧ୍ୟାରେ ସନ୍‌ସ୍କ୍ରିନ୍‌ ଲଗାନ୍ତୁ।
ବାହାରକୁ ଯିବା ପୂର୍ବରୁ ଶରୀରକୁ ସମ୍ପୂର୍ଣ୍ଣ ଢାଙ୍କି ରଖନ୍ତୁ। ଭୀଷଣ ଖରାରେ ସ୍କିନ୍‌ ଡଲ୍‌ ହୋଇଯାଏ। ବେକ, ହାତ,ପାଦରେ ସନ୍‌ ଟ୍ୟାନ୍‌ ଆଦି ହେବାର ଦେଖାଯାଏ। ଏମିତିରେ କଟନ୍‌ର ଢିଲା କପଡ଼ା ପିନ୍ଧନ୍ତୁ,ହାଲ୍‌କା ରଙ୍ଗ କପଡ଼ା ପିନ୍ଧନ୍ତୁ ଫଳରେ ଖରା ଅଧିକ ଆପଣଙ୍କୁ କାଟିବ ନାହିଁ।
ଟ୍ୟାନ୍‌ରୁ ରକ୍ଷା ପାଇବାକୁ ହେଲେ ପାଣି ଏବଂ ତରଳ ପଦାର୍ଥ ପିଅନ୍ତୁ। ଟ୍ୟାନିଂ ଦୂର କରିବାକୁ ହେଲେ ଥଣ୍ଡାପାଣିରେ ହିଁ ଗାଧାନ୍ତୁ।
ଯେଉଁ ଭାଗ ଖରା ସଂସ୍ପର୍ଶରେ ଆସୁଛି ସେ ସ୍ଥାନରେ ଆଲୋଭେରା ଜେଲ ଲଗାନ୍ତୁ। ଏହା ଲଗାଇବା ଦ୍ୱାରା ସନ୍‌ ଟ୍ୟାନ୍‌ ସମସ୍ୟା କମ୍‌ ହେବ।
ଚାହିଁଲେ ନିଜ ସାଙ୍ଗରେ ସନ୍‌ ଟ୍ୟାନ୍‌ ରିମୁଭାଲ କ୍ରିମ୍‌ ରଖନ୍ତୁ। ଯଦି ନାହିଁ ତେବେ କିଣିନିଅନ୍ତୁ। ଏହା ସହ ଘରୋଇ ଉପଚାର ଆପଣାଇପାରିବେ। ଆପଣ ପ୍ରଭାବିତ ଭାଗରେ ଲାଇକୋପୀନ୍‌ରେ ଭରପୂର ଟମାଟୋ ଜୁସ୍‌ ଲଗାନ୍ତୁ। ଏହାକୁ ଲଗାଇବା ଦ୍ୱାରା ଅଲ୍‌ଟ୍ରାଭାଓଲେଟ୍‌ କିରଣ ଯୋଗୁ ପ୍ରଭାବିତ ହେଉଥିବା କ୍ଷତିରୁ ରକ୍ଷା ପାଇପାରିବେ। ବେସନ ଦହି, କାକଡ଼ି ରସ,ନଡ଼ିଆପାଣି ଟ୍ୟାନିଂ ସମସ୍ୟାକୁ ଦୂର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Video: ପ୍ରଶଂସକଙ୍କ ନିଜର ଲାମ୍ବୋର୍ଗିନୀ ଦେଇଦେଲେ ରୋହିତ ଶର୍ମା, ଜାଣନ୍ତୁ କାରଣ

ମୁମ୍ବାଇ,୧୯ା୫: ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ଖେଳାଳି ରୋହିତ ଶର୍ମା ଏକ ହୃଦୟସ୍ପର୍ଶୀ ଅଙ୍ଗଭଙ୍ଗୀରେ ସମସ୍ତଙ୍କ ମନ ଜିଣିଛନ୍ତି। ସେ...

୧୦୨୧ ଦିନ ପରେ ଟିମ୍ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ, କେଏଲ ରାହୁଲଙ୍କ ହେବ ମେଗା ରିଟର୍ଣ୍ଣ! ଆଇପିଏଲ ୨୦୨୫ ମଝିରେ ଆସିଲା ବଡ଼ ଅପଡେଟ

ମୁମ୍ବାଇ,୧୯ା୫: ଆଇପିଏଲ ୨୦୨୫ ଶେଷ ହେବା ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତ କରିବାକୁ ଅଛି। ଏହାପରେ ଅଗଷ୍ଟ ମାସରେ ଟିମ୍ ଇଣ୍ଡିଆ ହ୍ୱାଇଟ ବଲ...

୭୦ ବର୍ଷ ବୟସ୍କ ଅଭିନେତାଙ୍କ ସହ ଅଭିନେତ୍ରୀଙ୍କ ଅନ୍ତରଙ୍ଗ ଦୃଶ୍ୟ ଭାଇରାଲ୍, ରାଗିଗଲେ ଲୋକେ

ମୁମ୍ବାଇ: ତାମିଲ ସିନେମାର ଦିଗଜ ଅଭିନେତା ତଥା ନିର୍ମାତା କମଲ ହାସନଙ୍କ ଆଗାମୀ ଚଳଚ୍ଚିତ୍ର ଥଗ୍ ଲାଇଫରେ ଅଭିନୟ କରୁଥିବା ଅନ୍ତରଙ୍ଗ ଦୃଶ୍ୟଗୁଡ଼ିକ ସୋସିଆଲ ମିଡ଼ିଆରେ...

କାର୍‌-ବାଇକ୍‌ ଧକ୍କା: ୨ ଯୁବକଙ୍କ ମୃତ୍ୟୁ

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଚିଚୈଗୁଡା ଛକଠାରେ ସୋମବାର ସାରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ନର୍ସିଂହୋମରେ ପ୍ରସୂତି, ନବ ଜାତକଙ୍କ ମୃତ୍ୟୁଘଟଣା: ଅଭିଯୁକ୍ତା ମହିଳା ସ୍ବାସ୍ଥ୍ୟକର୍ମୀ ଗଲେ ଜେଲ୍‌

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ...

ପାକିସ୍ତାନ ପରେ ଏବେ ବାଂଲାଦେଶକୁ ଲୁଟୁଛି ଚାଇନା! ଡ୍ରାଗନ ଆଗରେ ଅସହାୟ ଯୁନୁସ ସରକାର

ନୂଆଦିଲ୍ଲୀ,୧୯ା୫: ଏକପଟେ ଚାଇନା ବାଂଲାଦେଶର ଅର୍ଥନୀତିରେ ଗଭୀର ଭାବେ ପ୍ରବେଶ କରୁଛି, ଅନ୍ୟପଟେ ବାଂଲାଦେଶର ଘରୋଇ ବଜାର ଚାଇନା ସାମଗ୍ରୀରେ ପରିପୂର୍ଣ୍ଣ ହୋଇପଡ଼ିଛି। ସାମ୍ପ୍ରତିକ ତଥ୍ୟ...

ଗ୍ରିଲ ଭାଙ୍ଗି ନେଇଥିଲେ ୧୪ ଭରି ସୁନା, ଏବେ..

ଦିଗପହଣ୍ଡି,୧୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘର ମଧ୍ୟରୁ ପ୍ରାୟ ୧୪...

ଘରେ ଛାଡ଼ିଦେବେ କହି ଯୁବତୀଙ୍କୁ ଅଟୋରେ ନେଇଗଲେ: ୭ ଦିନ ଭଡ଼ାଘରେ ରଖି କଲେ ଗଣ ବଳାତ୍କାର, ପରେ…

ବାଲିଗୁଡ଼ା,୧୯ା୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଛି। ଯୁବତୀଙ୍କୁ ଅଟୋରେ ଘରକୁ ଛାଡ଼ି ଦେବାକୁ କହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri