ସତ୍ୟପାଠରେ ମାମଲାରେ କେଉଁ ତଥ୍ୟ ଦେଇନାହାନ୍ତି ଘାସିରାମ

ଭୁବନେଶ୍ୱର,୨୨।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମରେ ଥିବା ୨ଟି ଅଭିଯୋଗର ତଥ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ନାହିଁ। ସେ ଉପନିର୍ବାଚନ ପାଇଁ ଦାଖଲ କରିଥିବା ସତ୍ୟପାଠରେ ୨ ମାମଲା ସମ୍ପର୍କରେ ଜାଣିଶୁଣି ଉଲ୍ଲେଖ କରିନାହାନ୍ତି। ଏହା ଜନପ୍ରତିନିଧି ଆଇନ-୧୯୫୧ର ଧାରା ୧୨୫-‘କ’ ଅନୁଯାୟୀ ଧର୍ତ୍ତବ୍ୟ ଅପରାଧ। ତେଣୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ ସହ ତାଙ୍କ ନାମାଙ୍କନପତ୍ର ନାକଚହେବା ଉଚିତ ବୋଲି ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଭାଜପା ପକ୍ଷରୁ ଦାବି କରାଯାଇଛି। ଭାଜପା ରାଜ୍ୟ ଉପସଭାପତି ଯତୀନ ମହାନ୍ତି କହିଛନ୍ତି, ଯେଉଁ କଂଗ୍ରେସରେ ଆଭ୍ୟନ୍ତରୀଣ ଗଣତନ୍ତ୍ର ନାହିଁ, ସେ ଦଳର ନେତାମାନେ ସମ୍ବିଧାନର ମୂଲ୍ୟ କେମିତି ବୁଝିବେ। ନିଜ ମୂଳ ବିଚାରଧାରାରୁ କଂଗ୍ରେସ ସମ୍ପୂର୍ଣ୍ଣ ଓହରିଯାଇଛି। କଂଗ୍ରେସ ଅପରାଧୀ ଏବଂ ଅସାମାଜିକ ତତ୍ତ୍ୱର ଆଡ୍ଡାସ୍ଥଳୀ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?