ନୂଆପଡ଼ାରେ ବାଜିମାରିବେ କି ଘାସିରାମ, ଭରିଲେ ନାମାଙ୍କ

ନୂଆପଡ଼ା,୧୮।୧୦(ମକାରୁ ବେମାଲ): ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ ଜୟ ଢୋଲକିଆ। ନୂଆପଡ଼ା ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପାର୍ଥୀପତ୍ର ଦାଖଲ କରିଛନ୍ତି। ପାର୍ଥୀପତ୍ର ଦାଖଲ ବେଳେ ଦଳର ହେଭିଓ୍ବେଟ୍‌ ଉପସ୍ଥିତ ଥିଲେ। ଜୟଙ୍କ ସହ ଘାସିରାମ ମଧ୍ୟ ପାର୍ଥୀପତ୍ର ଦାଖଲ କରିଛନ୍ତି।

ଅନ୍ୟପକ୍ଷେ, ନୂଆପଡ଼ା ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ମାହୋଲ ସେତିକି ସରଗରମ ହେଉଛି। ବିଜେଡି  ତାର ଷ୍ଟାର୍‌ ପ୍ରଚାରକ ତାଲିକା ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଷ୍ଟାର୍‌ ପ୍ରଚାରକ ତାଲିକା ଘୋଷଣା କରିଛି। ଏହି ୪୦ ଜଣିଆ ଷ୍ଟାର୍‌ ପ୍ରଚାରକ ତାଲିକାରେ ଅଜୟ ଲଲ୍ଲୁ, ଭକ୍ତ ଦାସ, ରାମଚନ୍ଦ୍ର କାଡ଼ାମ ଅଛନ୍ତି।

ଅନ୍ୟପକ୍ଷେ ଭୁପେଶ ବଘେଲ, ସଚିନ ପାଇଲଟ, ରେବନ୍ତ ରେଡ୍ଡୀ ପ୍ରଚାର କରିବେ। ଏହାସହ କହ୍ନେୟା କୁମାର, ଅଲକା ଲାମ୍ବା, ନିରଞ୍ଜନ ପଟ୍ଟନାୟକ ପ୍ରଚାର କରିବେ। ଅନ୍ୟପକ୍ଷେ ନରସିଂହ ମିଶ୍ର, ତାରା ବାହିନୀପତି, ମନୋଜ ମିଶ୍ରଙ୍କୁ ବି ପ୍ରଚାର ଦାୟିତ୍ୱ ଦିଆଯାଇଛି।

Dharitri – Odisha’s No.1, Most Trusted Odia Daily

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri