ବିଜୟ ପରେ ଜୟଙ୍କ ସ୍ତ୍ରୀ କହିଦେଲେ ଏମିତି, ଭାଜପାରେ…

ନୂଆପଡ଼ା,୧୫।୧୧(ମକାରୁ ବେମାଲ):ନୂଆପଡ଼ାରେ ଜୟଙ୍କ ଢୋଲକିଆଙ୍କ ବିଜୟ ପରେ ବେଶ୍‌ ଖୁସି ଅଛନ୍ତି ତାଙ୍କ ସ୍ତ୍ରୀ ସୁମାନ। ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ବିଜୟର ସବୁ ଶ୍ରେୟ ଭାଜପାର ପ୍ରତ୍ୟେକ ସଦସ୍ୟଙ୍କୁ ଦେବାକୁ ଚାହିଁବ। ଭୋଟର ମାନେ ସପୋର୍ଟ କଲେ ଓ ଆମକୁ ସେବା କରିବାକୁ ସୁଯୋଗ ଦେଲେ ବୋଲି ସୁମାନ କହିଛନ୍ତି। ଏହା ସହ ସେ ତାଙ୍କ ଶ୍ୱଶୁର ରାଜେନ୍ଦ୍ର ଢେଲକିଆଙ୍କ ଆଶିର୍ବାଦ ତାଙ୍କ ସହ ରହିଥିବା କହିଛନ୍ତି। ପରିଶ୍ରମର ଫଳ ଆମକୁ ମିଳିଛି। ଆଗକୁ ଅମେ ପରିବାର ଭାଜପା ସହିତ ଜୋଡି ହୋଇ ରହିବ ବୋଲି ସେ କହିଛନ୍ତି।

ଅନ୍ୟପକ୍ଷେ, ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଜୟ ଢୋଲକିଆଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଭାଜପା ରାାଜ୍ୟ ସଭାପତି ମନମୋହନ ସାମଲ ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଏହି ଅବସରରେ ମନମୋହନ କହିଛନ୍ତି,ନୂଆପଡ଼ାରେ ଇତିହାସ ସୃଷ୍ଟି ହୋଇଛି। ସମସ୍ତଙ୍କ ପରିଶ୍ରମରୁ ଏହି ବଡ଼ ସଫଳତା ମିଳିଛି।
ବିଜୟ ଉତ୍ସବରେ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜୟ ଢୋଲକିଆ। ଏହି ବିଜୟ ନୂଆପଡ଼ାବାସୀ ଓ ବିକାଶର ବିଜୟ ବୋଲି ସେ କହିଛନ୍ତି। ସେହିପରି ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ସ୍ମୃତିଚାରଣ ମୁଖ୍ୟମନ୍ତ୍ରୀ କହିଛନ୍ତି,ନୂଆପଡାର ବିକାଶର ଧାରାକୁ ଆହୁରି ଆଗକୁ ନିଆଯିବ।
ବିଜୟ ଉତ୍ସବରେ ନବୀନଙ୍କୁ ଟାର୍ଗେଟ କରି ଦଳ ପରିବର୍ତ୍ତନ କ’ଣ ବେଇମାନ ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି। ବେଇମାନ କହିଥିବାରୁ ଭୋଟ୍‌ରେ ନୂଆପଡ଼ାବାସୀ ଉଚିତ୍‌ ଜବାବ ଦେଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri