ରେଙ୍ଗାଳି ବାମ ମୁଖ୍ୟ କେନାଲରେ ଘଳିଆ

କାମାକ୍ଷାନଗର,୧୧ା୯(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଦେଇ ଯାଇଥିବା ରେଙ୍ଗାଳି ମୁଖ୍ୟ କେନାଲର କାମାକ୍ଷାନଗର ବ୍ଲକ ବାଉଁଶପାଳ ପଞ୍ଚାୟତ ଶିବୁଳାପସି ଗ୍ରାମ ନିକଟରେ ରବିବାର ଏକ ୧୫ ଫୁଟର ଘଳିଆ ହୋଇଛି। ଫଳରେ ସେହି ଅଞ୍ଚଳରେ ଥିବା ଚାଷ ଜମି ଜଳମଗ୍ନ ହୋଇଯାଇଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଖବରପାଇ ରେଙ୍ଗାଳି ବିଭାଗର ଯନ୍ତ୍ରୀ ଓ କର୍ମଚାରୀ ଘଟଣାସ୍ଥଳକୁ ଯାଇଥିଲେ ବି ଉତ୍ତ୍ୟକ୍ତ ଚାଷୀଙ୍କୁ ଦେଖି କର୍ମଚାରୀମାନେ ସେଠାରୁ ପଳାଇ ଯାଇଥିଲେ। ଗତବର୍ଷ ମଧ୍ୟ ଉକ୍ତ ଅଞ୍ଚଳ ନିକଟ କେନାଲରେ ଘାଇ ସୃଷ୍ଟି ହୋଇଥିଲା। ତେଣୁ ବିଭାଗର ଅବହେଳା ପାଇଁ ଚଳିତ ବର୍ଷ ଘଳିଆ ପଡ଼ି ଚାଷ ଜମି ଜଳମଗ୍ନ ହୋଇଯାଇଥିବା ସ୍ଥାନୀୟ ଚାଷୀ ଅଭିଯୋଗ କରିଛନ୍ତି। ତୁରନ୍ତ ଘଳିଆ ମରାମତି କରିବାକୁ ଚାଷୀମାନେ ଦାବି କରିଥିବା ବେଳେ ଏ ନେଇ ବିଭାଗୀୟ ଅଧିକାରୀଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

କୋଣ ଅନୁକୋଣରେ ପହଞ୍ଚିବ କୃମି ନାଶକ ବଟିକା: ଲୋକଙ୍କୁ କରାଯିବ ସଚେତନ

ମହାକାଳପଡ଼ା,୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବାୟାବାବା କଲେଜ ସଭାଗୃହଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜାତୀୟ କୃମି ନାଶକ ଦିବସ ସୋମବାର ପାଳିତ ହୋଇଯାଇଛି। ଏହି…

ବାଲିଘାଟରୁ ଶ୍ରମିକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା : ଚାଳକଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ

ଦେବଗଡ,୧୧ା୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସିଂହଶାଳ ଗ୍ରାମ ପଂଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର ଘଟଣାରେ ବାରକୋଟ ଥାନା ପୋଲିସ ଏକ ହତ୍ୟା ମାମଲା…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri