ରେନୋର ଓ୍ବେଲ୍‌କମ୍‌ ବ୍ୟାକ୍‌ ସର୍ଭିସ କ୍ୟାମ୍ପ; ମିଳୁଛି ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୧୫।୭: ପ୍ରମୁଖ କାର୍‌ ନିର୍ମାଣକାରୀ କମ୍ପାନୀ ରେନୋ ଇଣ୍ଡିଆ ପକ୍ଷରୁ ସାରା ଦେଶରେ ଓ୍ବେଲ୍‌କମ୍‌ ବ୍ୟାକ୍‌ ସର୍ଭିସ କ୍ୟାମ୍ପ ଶୁଭାରମ୍ଭ ଘୋଷଣା କରାଯାଇଛି। କମ୍ପାନୀର ଏହି ବିକ୍ରି ପରବର୍ତ୍ତୀ ସର୍ଭିସ ପଦକ୍ଷେପ ଚଳିତ ମାସ ୧୩ରୁ ୨୬ ତାରିଖ ଯାଏ ଅନୁଷ୍ଠିତ ହେବ। ଗ୍ରାହକମାନେ ରେନୋର ଡିଲର ଓ୍ବାର୍କଶପଗୁଡିକରେ ଏଭଳି ସେବା ଲାଭ କରିପାରିବେ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। କଷ୍ଟମର ସର୍ଭିସ ଅଭିଜ୍ଞତାକୁ ଧ୍ୟାନରେ ରଖି ରେନୋ ଏହାର ଟଚ୍‌ ପଏଣ୍ଟଗୁଡିକରେ ବିଭିନ୍ନ ସୁରକ୍ଷା ପଦକ୍ଷେପ ହାତକୁ ନେଇଛି। ଏହି ଅବସରରେ ଗ୍ରାହକ ବଛାବଛା ଆସେସୋରିଜ ଉପରେ ୫୦% ପର୍ଯ୍ୟନ୍ତ ରିହାତି, ସ୍ପେୟାର ପାର୍ଟସ ଉପରେ ୧୦% ରିହାତି, ଲେବର ଚାର୍ଜରେ ୧୫% ରିହାତି, ଇଞ୍ଜିନ ଅଏଲ ଉପରେ ୫% ରିହାତି ଏବଂ ଏମ୍‌ଓ୍ବାଇଆର୍‌ ପଞ୍ଜୀକୃତ କଷ୍ଟମରଙ୍କ ଲାଗି ଅତିରିକ୍ତ ୫% ରିହାତି ସୁବିଧା ଉପଲବ୍ଧ ହେବ। ବର୍ଦ୍ଧିତ ଓ୍ବାରେଣ୍ଟି ଏବଂ ରୋଡ୍‌ ଆସିଷ୍ଟାନ୍ସ କ୍ଷେତ୍ରରେ ରେନୋ ସିକ୍ୟୁର ଦ୍ୱାରା ଅତିରିକ୍ତ ୧୦% ସୁବିଧା ମିଳିବ। ଭାଲ୍ୟୁ ଆଡେଡ୍‌ କଷ୍ଟମରଙ୍କ ଲାଗି କମ୍ପାନୀ ୫୦% ରିହାତି ବ୍ୟବସ୍ଥା ଶୁଭାରମ୍ଭ କରିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri