ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ASI) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସତ୍ୟପାଠ ଦାଖଲ କରାଯାଇଛି।

ରତ୍ନଭଣ୍ଡାରର ଆବଶ୍ୟକୀୟ ମରାମତି କାର୍ଯ୍ୟ ସଫଳତାର ସହ ଶେଷ ହୋଇଥିବା ASI ସତ୍ୟପାଠରେ ଉଲ୍ଲେଖ କରିଛି। ମରାମତି ପରେ ରତ୍ନଭଣ୍ଡାରକୁ ଶ୍ରୀମନ୍ଦିର ପ୍ରଶାସନକୁ ବିଧିବଦ୍ଧ ଭାବେ ହସ୍ତାନ୍ତର କରାଯାଇଛି।

ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ପାଇଁ ବର୍ତ୍ତମାନ ସ୍ୱତନ୍ତ୍ର କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ବା SOP ପ୍ରସ୍ତୁତ କରାଯାଉଛି। ଏହି ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି।

ରାଜ୍ୟର ଆଡ୍‌ଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଏହି ସମସ୍ତ ବିଷୟ ଏବଂ ଅଗ୍ରଗତି ସମ୍ପର୍କରେ ମାନ୍ୟବର ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ସରକାର ଏବଂ ASIର ମିଳିତ ସହଯୋଗରେ ସମସ୍ତ କାର୍ଯ୍ୟ ସ୍ୱଚ୍ଛତା ସହ ସମ୍ପାଦିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୁ ଝଟକା ଦେଲା ଭାରତର ‘ବନ୍ଧୁ’, ଭାରତକୁ ହେବ ଲାଭ!

ନୂଆଦିଲ୍ଲୀ/କାବୁଲ,୧୦।୨: ପାକିସ୍ତାନ ଆଉ ଏକ ବଡ଼ ଆର୍ଥିକ ଏବଂ କୂଟନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପଡ଼ୋଶୀ ଆଫଗାନିସ୍ତାନରେ କ୍ଷମତାସୀନ ତାଲିବାନ ପାକିସ୍ତାନରୁ ଔଷଧ ଆମଦାନୀକୁ ସମ୍ପୂର୍ଣ୍ଣ ନିଷିଦ୍ଧ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri