ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ମହିଳା ଥାନାର ଦ୍ୱାରସ୍ଥ ହେଲେ ପତ୍ନୀ

କଟକ ଅଫିସ,୧୮।୧: ପୁଣି ବିବାଦରେ ଫସିଛନ୍ତି ଓଲିଉଡ ଗାୟକ ହ୍ୟୁମାନ ସାଗର। ହ୍ୟୁମାନ ଶାରିରୀକ ଏବଂ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ଆଣିଛନ୍ତି ପତ୍ନୀ। ସେ ଏଥିରେ ଅତିଷ୍ଠ ହୋଇ ମହିଳା ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛି।

ଗୁରୁବାର ପୂର୍ବାହ୍ନ ୧୧ଟାରେ କାଉନସେଲିଂ ପାଇଁ ଥାନାରେ ଉଭୟ ପକ୍ଷ ପହଞ୍ଚିବାକୁ ସମନ କରାଯାଇଛି। ଏହି ସମୟରେ ମହିଳା ଥାନା ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ। କାଉନସେଲର ଉଭୟ ପକ୍ଷଙ୍କ ଅଭିଯୋଗ ଶୁଣିବା ସହ ଏହାର ସତ୍ୟତା ପରଖିବେ। ଏହି ମାମଲାରେ ହ୍ୟୁମାନଙ୍କ ପ୍ରତିକ୍ରିୟା ମଧ୍ୟ ନିଆଯିବ। ଏହାପରେ ବିବାଦର ସମାଧାନ ନ ହେଲେ ପରବର୍ତ୍ତୀ ଏକ ତାରିଖରେ ପୁଣି ଥରେ କାଉନସେଲିଂ କରାଯିବ।

ହ୍ୟୁମାନଙ୍କ ନାଁରେ ହୋଇଥିବା ଅଭିଯୋଗ ପ୍ରସଙ୍ଗରେ କଟକ ଡିସିପି ପିନାକ ମିଶ୍ର କହିଛନ୍ତି, ଅଭିଯୋଗପତ୍ର ମହିଳା ଥାନାକୁ ପଠାଯାଇଛି । ମଙ୍ଗଳବାର ତାଙ୍କ ପତ୍ନୀ ପାରିବାରିକ ହିଂସା ଓ ଦାମ୍ପତ୍ୟ କଳହ ସଂପର୍କରେ ଥାନାରେ ଅଭିଯୋଗ କରିଥିଲେ। ନିୟମାନୁସାରେ ପ୍ରଥମେ ଉଭୟଙ୍କୁ ଥାନାକୁ ଡାକି ବୁଝାସୁଝା କରାଯିବ। ଏହାପରେ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଫେରାଇ ହିତାଧିକାରୀ ହତାଶ

ନିଶ୍ଚିନ୍ତକୋଇଲି, ୨୪।୧(ସ୍ବ.ପ୍ର.):ସରକାର ଆବାସ ଯୋଜନାରେ ଦିନକୁ ଦିନ ନୂଆ ନୂଆ ନିୟମ ପ୍ରଣୟନ କରୁଛନ୍ତି। ଏଥିସହ ହିତାଧିକାରୀ ଚୟନରେ ମାନଦଣ୍ଡ ମଧ୍ୟ ପରିବର୍ତ୍ତନ କରୁଛନ୍ତି। ଫଳରେ...

ମହିଳା ପୋଷ୍ଟ ମାଷ୍ଟରଙ୍କୁୁ ଆକ୍ରମଣ କରିଥିବା ଯୁବକଙ୍କୁ ବାନ୍ଧି ଛେଚିଲେ

ସାରସକଣା,୧୪।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ଥିବା ଏକ ଶାଖା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଜଣେ ମହିଳା ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ...

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ମକ୍‌ଡ୍ରିଲ

ବାଙ୍ଗିରିପୋଷି,୨୦ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ପରିସରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ସ୍ଥାନୀୟ ଅଗ୍ନିଶମ ବିଭାଗ ପକ୍ଷରୁ ଏକ ମକ୍‌ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ରଜରେ ମାତିଲେ ଦୁର୍ବୃତ୍ତ: ବେକରୁ ଝାମ୍ପିନେଲେ ସୁନା ଚେନ

ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ...

ସୁବ୍ରତଙ୍କୁ ବିଜୁ ପଟ୍ଟନାୟକ ପୁରସ୍କାର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୧୮ ଲାଗି ବିଜ୍ଞାନ ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ପାଇଁ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସୁବ୍ରତ କୁମାର ଆଚାର୍ଯ୍ୟଙ୍କୁ...

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଡେରାବିଶ,୧୦।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଧୀନ ବଳଭଦ୍ରପୁରପାଟରେ ସୋମବାର ସକାଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ...

ଦାଦାବଟି ଆଦାୟ ଅଭିଯୋଗ: ଯୁବ କଂଗ୍ରେସ ନେତା ଗିରଫ

କଟକ ଅଫିସ, ୯ା୧୨: ଖ୍ରୀଷ୍ଟ ମହାବିଦ୍ୟାଳୟ ଓ ବକ୍ସିବଜାର ଅଞ୍ଚଳରେ ଆତଙ୍କରାଜ ଚଳାଇବା ଏବଂ ଦାଦାବଟି ଆଦାୟ କରିବା ଅଭିଯୋଗରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଯୁବ...

୨୦କି.ମି. ଦୂର କେନ୍ଦ୍ରରେ ପରୀକ୍ଷା ଦେବେ ସଂସ୍କୃତ ବିଦ୍ୟାଳୟ ଛାତ୍ରୀଛାତ୍ର, ଧାରଣାରେ ବସିଲେ ଅଭିଭାବକ

ଖଇରା, ୧୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ଅନ୍ୟତମ ପୁରାତନ ଗଡପୋଖରୀ ହାଇସ୍କୁଲ ପୂର୍ବରୁ ବୋର୍ଡ ପରୀକ୍ଷା କେନ୍ଦ୍ର ହୋଇଆସୁଥିବା ବେଳେ ଚଳିତ ବର୍ଷ ଏହାକୁ ଇଛାକୃତ...

Advertisement
Archives

Model This Week