ଏହି ସବୁ ରୋଗରେ ପୀଡିତ ଥିଲେ ହ୍ୟୁମାନ, ଶେଷରେ ହସ୍ପିଟାଲରେ ଆଖି ବୁଜିଲେ…

ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କର ‘ମଲ୍ଟି ଅର୍ଗାନ ଡିସଫଙ୍କସନ ସିଣ୍ଡ୍ରୋମ’ (MODS) ସହ ଏନସେଫାଲୋପାଥି (ମସ୍ତିଷ୍କ ସମସ୍ୟା), ଶ୍ୱାସକ୍ରିୟାରେ ବିଫଳତା, ତୀବ୍ର ବୃକକ ଆଘାତ, ଯକୃତ ରୋଗ, ଦ୍ୱିପାକ୍ଷିକ ନିମୋନିଆ ଏବଂ ହୃଦ୍‌ଘାତ ଭଳି ସମସ୍ୟା ଥିଲା।

ଓଲିଉଡରେ ଜଣାଶୁଣା କଣ୍ଠଶିଳ୍ପୀ ଥିଲେ ହ୍ୟୁମାନ ସାଗର। ଅନେକ ଆଲବମ ଓ ଫିଲ୍ମରେ ଗୀତ ଗାଇଥିଲେ ହ୍ୟୁମାନ। ତାଙ୍କ ମୃତ୍ୟୁ ଖବରରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି।

ଗତ କିଛି ସପ୍ତାହ ହେଲା ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଏବଂ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ଅଧିକ ଚିକିତ୍ସା ପାଇଁ ତାଙ୍କୁ ରାଜ୍ୟ ବାହାରକୁ ନେବାକୁ ଯୋଜନା ଥିଲା ଏବଂ ଏଥିପାଇଁ ତାଙ୍କ ମାଆ ଓ ସ୍ତ୍ରୀ ରାଜ୍ୟ ସରକାରଙ୍କୁ ସହାୟତା କରିବା ପାଇଁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଡାକ୍ତରଙ୍କ ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଆଲୋଚନା କରିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri