Posted inଜାତୀୟ

ମନଇଚ୍ଛା ଘରଭଡା ବଢାଇ ପାରିବେ ନାହିଁ ଘର ମାଲିକ

ଲକ୍ଷ୍ନୌ,୯ ।୧: ଉତ୍ତର ପ୍ରଦେଶରେ ଘର ଭଡା ନେଇ ରହୁଥିବା ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସରକାର କହିଛନ୍ତି ଏଣିକି ଘର ମାଲିକ ମନଇଚ୍ଛା ଘର ଭଡା ବଢାଇ ପାରିବେ ନାହିଁ କି ବିନା କଣ୍ଟ୍ରାକ୍ଟରେ ଘରଭଡା ଦେଇପାରିବେ ନାହିଁ । ଯୋଗୀ ସରକାର ଶୁକ୍ରବାର କ୍ୟାବିନେଟ ବାଇସର୍କୁଲେଶନ ଜରିଆରେ ଉତ୍ତରପ୍ରଦେଶ ସହରୀ ଭଡାଘର ନିୟମାବଳୀ-୨୦୨୧କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ନିୟମ ଆଧାରରେ ବର୍ଷକୁ କେବଳ ୫-୭ ପ୍ରତିଶତ ଘରଭଡା ବୃଦ୍ଧି କରାଯାଇପାରିବ । ସେହିପରି ମାଲିକ ଘରର ଦେଖାରଖା କରିବେ । ଦୁଇମାସ ଭଡା ନ ମିଳିଲେ ଘର ମାଲିକ ଭଡାଥିବା ଲୋକଙ୍କୁ କାଢିଦେଇ ପାରିବେ । ମାଲିକଙ୍କ ବିନା ଅନୁମତିରେ ଭଡା ରହିଥିବା ବ୍ୟକ୍ତି ଘରେ କୌଣସି ପ୍ରକାର ଭଙ୍ଗାରୁଜା ବା ନିର୍ମାଣ କରିପାରିବେ ନାହିଁ । ସିକ୍ୟୁରିଟି ମନି ଭାବେ ମାଲିକ ଦୁଇ ମାସରୁ ଅଧିକ ଘରଭଡା ନେଇପାରିବେ ନାହିଁ । ଠିକ୍ ସମୟରେ ଘରଭଡା ପଇଠ କରିବା ଜରୁରୀ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?