ଟିପିଡବ୍ଲ୍ୟୁଓଡିଏଲ୍‌ ପକ୍ଷରୁ ମରାମତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨।୬: ଟିପି ୱେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ପକ୍ଷରୁ ବିଦ୍ୟୁତ୍‌ ଯୋଗାଣକୁ ପ୍ରାଥମିକତା ଦେବା ଲାଗି ମରାମତି କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଇଛି। ଏପରିକି ୨୦୨୩ ମାର୍ଚ୍ଚ ପରଠାରୁ ରାଜ୍ୟରେ ବାରମ୍ବାର କାଳବୈଶାଖୀ ଝଡ଼ରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ୬୫୭ ବିଦ୍ୟୁତ୍‌ ଖୁଣ୍ଟକୁ ପୁନଃ ସ୍ଥାପନ କରାଯାଇଥିବା ବେଳେ ୨୫୮ ବିଦ୍ୟୁତ୍‌ ଟ୍ରାନ୍ସଫରର ମରାମତି କରାଯାଇଛି। ସେହିଭଳି ଟିପିଡବ୍ଲ୍ୟୁଓଡିଏଲ ଅଞ୍ଚଳର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୧୧୭ ଉତ୍ସର୍ଗୀକୃତ କର୍ମଚାରୀଙ୍କ ଟିମ୍‌ ୩୫.୦୮୫ ସର୍କିଟ୍‌ କି.ମି. କ୍ଷତିଗ୍ରସ୍ତ ତାରର ମରାମତି କରିଛନ୍ତି। ବିଶେଷକରି ଉକ୍ତ ଟିମ୍‌ର କର୍ମଚାରୀମାନେ ଏହି ସମୟ ମଧ୍ୟରେ ୬୩ ଦ୍ୱୈତ ପୋଲକୁ ବି ପୁନଃ ସ୍ଥାପନ କରିଛନ୍ତି। ଅପରପକ୍ଷରେ ଚଳିତ ବର୍ଷ ଟିପିଡବ୍ଲ୍ୟୁଓଡିଏଲ୍‌ ଅଞ୍ଚଳରେ କାଳବୈଶାଖୀ ସଂଖ୍ୟାରେ ବୃଦ୍ଧି ହୋଇଥିବାରୁ ବିଦ୍ୟୁତ୍‌ ନେଟ୍‌ୱର୍କ ଗୁରୁତର ଭାବେ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri