ଏମ୍‌କେସିଜିରେ ବାରମ୍ବାର ସିଲିଂ ଖସିବା ଘଟଣା: ଏନ୍‌ଏଚ୍‌ଆରସିରେ ମାମଲା ରୁଜୁ

ବ୍ରହ୍ମପୁର ଅଫିସ,୨୩ା୯: ବ୍ରହ୍ମପୁରରେ ଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ ପରିସରରେ ନିର୍ମାଣ ହୋଇଥିବା ଅତ୍ୟାଧୁନିକ ସୁପରସ୍ପେଶାଲିଟି ବ୍ଲକରୁ ବାରମ୍ବାର ସିଲିଂ ଖସିବା ଘଟଣାକୁ ନେଇ ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆରସି)ରେ ଗୁରୁବାର ମାମଲା ରୁଜୁ ହୋଇଛି। ବ୍ରହ୍ମପୁର ସହରର ସାମାଜିକ କର୍ମୀ ରବୀନ୍ଦ୍ର କୁମାର ମିଶ୍ର ଏନ୍‌ଏଚ୍‌ଆରସିରେ ମାମଲା ରୁଜୁ କରିବା ସହିତ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି। ଏନ୍‌ଏଚ୍‌ଆରସି ଏହି ମାମଲାକୁ ଗ୍ରହଣ କରିଛନ୍ତି। ପ୍ରକାଶଯେ,ଏମ୍‌କେସିଜି ପରିସରରେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା(ପିଏମ୍‌ଏସ୍‌ଏସ୍‌ୱାଇ)ରେ ୧୫୦ କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ସୁପରସ୍ପେଶାଲିଟି ବ୍ଲକ୍‌ ତିଆରି କରାଯାଇଛି। ଗତ ମାସ ୨୬ ତାରିଖରେ ଉକ୍ତ କୋଠାର ୫ମ ମହଲାରେ ୟୁରୋଲୋଜି ବିଭାଗ ଓଟିରେ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟଥିବାବେଳେ ଗତ ୯ ତାରିଖରେ ପୁଣିଥରେ ଏଣ୍ଡୋକ୍ରାଇନୋଲୋଜି ବିଭାଗ ଇନ୍‌ଡୋର୍‌ ଛାତରୁ ସିଲିଂ ଖସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri