Posted inଜାତୀୟ

ସଂଖ୍ୟାଲଘୁଙ୍କ ପାଇଁ ସବୁଠାରୁ ଭଲ ଦେଶ ଭାରତ, ମୁସଲିମ କଣ୍ଟ୍ରି ୟୁଏଇ ବି ପଛରେ

ନୂଆଦିଲ୍ଲୀ,୭ ।୨: ଭାରତରେ ସଂଖ୍ୟାଲଘୁଙ୍କ ଅଧିକାର ପାଇଁ ଅନେକ ସାମ୍ବିଧାନି ପ୍ରୟାସ କରାଯାଉଛି । ସଂଖ୍ୟାଲଘୁଙ୍କ ଜୀବନରେ ସୁଧାର ଆଣିବାକୁ ଭାରତ ପକ୍ଷରୁ ପ୍ରଣିତ ନୀତିଯୋଗୁ ଏମାନଙ୍କ ସ୍ଥିତିରେ ସୁଧାର ଆସୁଛି । ଅଷ୍ଟେଲିଆ ଟୁଡେର ଏକ ରିପୋର୍ଟରେ ଏହା ପ୍ରକାଶ ପାଇଛି । ବିଶ୍ୱ ସ୍ତରରେ ସଂଖ୍ୟାଲଘୁଙ୍କ ଅଧିକାର ଉପରେ ଗବେଷଣା କରୁଥିବା ସଂସ୍ଥା ସେଣ୍ଟର ଫର ପଲିସି ଆନାଲିସିସ ଭାରତକୁ ସଂଖ୍ୟାଲଘୁଙ୍କ ପାଇଁ ଏକ ଭଲ ଦେଶ ବୋଲି କହିଛି ।

୧୧୦ ଦେଶକୁ ନେଇ କରାଯାଇଥିବା ଏହି ଅଧ୍ୟୟନରେ ଭାରତ ଏକ ନମ୍ବରରେ ନିଜର ସ୍ଥାନ ବଜାୟ ରଖିଛି । ଏହି ରିପୋର୍ଟ ଅନୁଯାୟୀ, ଭାରତରେ ଧାର୍ମିକ ସଂଖ୍ୟାଲଘୁଙ୍କର ସର୍ବୋଚ୍ଚ ମାନ୍ୟତା ରହିଛି । ଏହି ତାଲିକାରେ କୋରିଆ, ଜାପାନ, ପାନାମା ମଧ୍ୟ ଅନ୍ତର୍ଭୁକ୍ତ । ଭାରତ ଏହି ତାଲିକାର ଶୀର୍ଷରେ ଥିବା ବେଳେ ଆମେରିକା, ବ୍ରିଟେନ ଓ ମୁସଲମାନ ଦେଶ ୟୁଏଇକୁ ବି ପଛରେ ପକାଇ ଦେଇଛି ।
ସେଣ୍ଟର ଫର ପଲିସି ଆନାଲିସିସ(ସିପିଏ) ହେଉଛି ଏକ ଗବେଷଣା ପ୍ରତିଷ୍ଠାନ ଯାହା ପାଟନାରେ ଅବସ୍ଥିତ । ଏହାର ରିପୋର୍ଟରେ ଆମେରିକା, ମାଲଦ୍ୱୀପ, ଆଫଗାନିସ୍ତାନ ଏବଂ ସୋମାଲିଆରେ ସଂଖ୍ୟାଲଘୁଙ୍କ ଅବସ୍ଥା ଅତ୍ୟନ୍ତ ଖରାପ ବୋଲି ଦର୍ଶାଯାଇଛି । ଏହି ତାଲିକାରେ ବ୍ରିଟେନ ୫୪ତମ ସ୍ଥାନରେ ରହିଛି । ଏଥିସହ ଗଲ୍ଫ ଦେଶ ୟୁଏଇ ୬୧ ନମ୍ବରରେ ରହିଛି । ଏସବୁ ଦେଶକୁ ପରାସ୍ତ କରି ଏହି ତାଲିକାରେ ଭାରତ ନମ୍ବର ୱାନରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri