ହାତୀ ମୃତ୍ୟୁ ଘଟଣାରେ ରିପୋର୍ଟ ତଲବ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡ଼ା ସେକ୍ସନ ଅଧିନସ୍ଥ ବାଂଶପାଣି ବେହେରା ହାଟିଂ ନିକଟରେ ଗୁରୁବାର ରାତିରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଦୁଇ ଛୁଆ ହାତୀ ସମେତ ତିନି ହାତୀର ମୃତ୍ୟୁ ଘଟଣାର ଯାଞ୍ଚ ପାଇଁ ପିସିସିଏଫ୍‌ (ବନ୍ୟପ୍ରାଣୀ) ଶଶୀ ପଲ ଚକ୍ରଧରପୁର ଡିଭିଜନର ଡିଭିଜନ ରେଲଓ୍ବେ ମ୍ୟାନେଜର ତଥା ଚମ୍ପୁଆ ରେଞ୍ଜରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ବନ ବିଭାଗ ପକ୍ଷରୁ ହାତୀମାନଙ୍କ ଅବସ୍ଥିତି ସମ୍ପର୍କରେ ସୂଚନା ଦିଆଯାଇଥିଲେ ହେଁ ରେଳ ଚାଳକ ତଦନୁଯାୟୀ ଟ୍ରେନର ବେଗ ନିୟନ୍ତ୍ରଣ କରିବା ସହ ଲମ୍ବା ହ୍ବିସିଲ ମାରିଛନ୍ତି କି ନାହିଁ ତାହାର ଯାଞ୍ଚ କରାଯିବ। ଏଣୁ ସେ ସମୟରେ ଟ୍ରେନ୍‌ ଗତି କେତେ ଥିଲା ତାହା ମଧ୍ୟ ମଗାଯାଇଛି ବୋଲି ପିସିସିଏଫ୍‌ କହିଛନ୍ତି। ଅନ୍ୟପକ୍ଷରେ ଯେହେତୁ ଉକ୍ତ ଅଞ୍ଚଳରେ ରେଳପଥ ଜଙ୍ଗଲାଞ୍ଚଳରେ ରହିଛି, ଏହା ହାତୀ ଚଳପ୍ରଚଳ ଅଞ୍ଚଳ ଭାବେ ପରିଗଣିତ ହେଉଛି। ଏଣୁ ବାରମ୍ବାର ଏଭଳି ଅଘଟଣ ଘଟୁଥିବାରୁ ହାଇଟେକ୍‌ ପ୍ରକ୍ରିୟାରେ ହାତୀମାନଙ୍କ ସୁରକ୍ଷା କରିବା ନେଇ ବନ ବିଭାଗ ପଦକ୍ଷେପ ନେବାକୁ ଯୋଜନା ପ୍ରସ୍ତୁତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri