Odisha Elections 2024

ଗୁପ୍ତଚର ଅଭିଯୋଗରେ ଖବରଦାତା ଅଟକ

ମସ୍କୋ,୩୦ା୩: ଗୁପ୍ତଚର ସନ୍ଦେହରେ ଆମେରିକାର ଖବରକାଗଜ ଓ୍ବାଲ ଷ୍ଟ୍ରିଟ୍‌ ଜର୍ନାଲର ଜଣେ ଖବରଦାତାଙ୍କୁ ଗୁରୁବାର ଅଟକ ରଖାଯାଇଥିବା ରୁଷିଆର ସୁରକ୍ଷା ଏଜେନ୍ସି ଏଫ୍‌ଏସ୍‌ବି କହିଛି। ରୁଷିଆ-ୟୁକ୍ରେନ ଉପରେ ଆକ୍ରମଣ କରିବା ପରେ ଏହା ବିଦେଶୀ ଖବରଦାତାଙ୍କ ବିରୋଧରେ ଏକ ପ୍ରମୁଖ ପଦକ୍ଷେପ ବୋଲି କୁହାଯାଉଛି।

ଗୁପ୍ତଚର ଅଭିଯୋଗରେ ଆମେରିକାର ନାଗରିକ ଇଭାନ ଗେର୍ଶକୋଭିଚଙ୍କ ବିରୋଧରେ ଅପରାଧିକ ମାମଲା ହୋଇଥିବା ଏଫ୍‌ଏସ୍‌ବି ଏକ ବିବୃତ୍ତିରେ କହିଛି। ଇଭାନ ଏକ ସାମରିକ କାରଖାନା ବିଷୟରେ ତଥ୍ୟ ସଂଗ୍ରହ କରୁଥିବା ଅଭିଯୋଗ ହୋଇଛି। ଏଫ୍‌ଏସ୍‌ବି କାରଖାନାର ନାଁ କହିନାହିଁ। କିନ୍ତୁ ବର୍ଗୀକୃତ ତଥ୍ୟ ହାସଲ କରିବାକୁ ଚେଷ୍ଟା କରୁଥିବାରୁ ଖବରଦାତାଙ୍କୁ ଉରାଲ ସହରରେ ଅଟକ ରଖିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ପାକିସ୍ତାନୀ ଛାତ୍ରଙ୍କୁ ହତ୍ୟା, ଭାରତୀୟଙ୍କୁ ଘରୁ ନ ବାହାରିବାକୁ ଦିଆଗଲା ପରାମର୍ଶ

ବିଶେକ,୧୮।୫: ମଧ୍ୟ ଏସୀୟ ଦେଶ କିର୍ଗିସ୍ଥାନରେ ମେଡିକାଲ ପଢିବାକୁ ଯାଇଥିବା ଭାରତୀୟ ଏବଂ ପାକିସ୍ତାନୀ ଛାତ୍ରଙ୍କ ଜୀବନ ବିପଦରେ। କିର୍ଗଜସ୍ଥାନରୁ ଖବର ଆସିଛି ଯେ ସେଠାରେ...

ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି

ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ...

ସୋମବାର ଚତୁର୍ଥ ଥର ଆସ୍ଥା ଲୋଡ଼ିବେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୧୮ା୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି। ସହଯୋଗୀ ଜନତା...

ଶେଷରେ ବଦଳିଲା ଟୁଇଟରର ଡୋମେନ ନେମ, ଏବେ x.comରେ ଖୋଲିବ ସୋସିଆଲ ମିଡିଆ ପ୍ଲାଟଫର୍ମ

ଓ୍ବାଶିଂଟନ,୧୭।୫: ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଟୁଇଟର ଡଟ କମ ଖୋଲୁଥିଲା, କିନ୍ତୁ ଅପରାହ୍ନରେ ଏହା ସ୍ବୟଂଚାଳିତ ଭାବରେ x.com ହୋଇଗଲା। ଏହିପରି,୨୦୨୨ରେ ଏଲୋନ ମସ୍କଙ୍କ ଦ୍ୱାରା...

ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ

କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ...

ଭାରତୀୟ ମସଲା ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ, ଯାଞ୍ଚ ଆରମ୍ଭ

କାଠମାଣ୍ଡୁ,୧୭।୫: ନେପାଳ ଦୁଇଟି ଭାରତୀୟ ବ୍ରାଣ୍ଡର ମସଲା – ଏମଡିଏଚ ଏବଂ ଏଭରେଷ୍ଟର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ମସଲାରେ...

ରୁଷିଆ ଚାଇନା ସବୁବେଳେ ଏକାଠି ଅଛନ୍ତି, ବେଜିଂ ଗସ୍ତ ସମୟରେ ୭୫ ବର୍ଷ ପୁରୁଣା ଗୀତ ମନେପକାଇଲେ ପୁଟିନ

ବେଜିଂ,୧୭।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଗାଜା ଏବଂ ୟୁକ୍ରେନକୁ ନେଇ ତିକ୍ତତା ମଧ୍ୟରେ ଏକ ବର୍ଷ ମଧ୍ୟରେ ରୁଷିଆର ରାଷ୍ଟ୍ରପତି...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri