Posted inଫୁରସତ

ଲାଇଭ୍‌ ରିପୋଟିଂ ସମୟରେ ଖବରଦାତାଙ୍କ ସହ ଏମିତି କଲା କୁକୁର: ଭିଡିଓ ଦେଖିଲେ..

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟି ଲାଇଭ୍‌ ରିପୋଟିଂ ସମୟର। ଏଥିରେ ଜଣେ ମହିଳା ଖବରଦାତାଙ୍କୁ ଏକ କୁକୁର ଆକ୍ରମଣ କରି ତାଙ୍କଠାରୁ ମାଇକ୍‌ ଛଡ଼ାଇ ନେଇ ପଳାଇଯାଉଥିବା ଦେଖିବାକୁ ମିଳୁଛି।
ଏହି ଭିଡିଓ ଏମ୍‌ଏନ୍‌ପି ୨୪ ୟୁଟ୍ୟୁବ୍‌ ଚ୍ୟାନେଲ ଦ୍ୱାରା ଶେୟାର କରାଯାଇଛି । ୧ ମିନିଟ ୩୬ ସେକେଣ୍ଡର ଏହି ଭିଡିଓରେ ଦେଖିବାକୁ ମିଳୁଛି ଯେ, ଜଣେ ଆଙ୍କର୍‌ ଲାଇଭ୍‌ ଖବର ପଢ଼ୁଛନ୍ତି। ଏହି ସମୟରେ ଏକ କୁକୁର ଆସି ହଠାତ୍‌ ତାଙ୍କୁ ଆକ୍ରମଣ କରୁଛି। ଏଥିସହ କୁକୁରଟି ଖବରଦାତାଙ୍କ ମାଇକ୍‌କୁ ଛଡ଼ାଇ ନେଇ ପାଟିରେ କାମୁଡି ଦ୍ରୁତ ଗତିରେ ପଳାଇଯାଉଛି। ଖବରଦାତା ମଧ୍ୟ ତାଙ୍କ ପଛରେ ଦୌଡିବାକୁ ଲାଗୁଛନ୍ତି। ଏହାର କିଛି ସମୟ ପରେ ଖବରଦାତା ଏବଂ କୁକୁର ପରସ୍ପରକୁ ଆଶ୍ଚର୍ଯ୍ୟରେ ଦେଖୁଛନ୍ତି। ଏହା ପରେ ପୁଣିଥରେ ସେ ଖବର ପଢ଼ିବା ଆରମ୍ଭ କରୁଛନ୍ତି। ପରେ ସେ କୁକୁରଠାରୁ ମାଇକ୍‌ଟିକୁ ନେଇଯିବା ସହ ହାତ ମଧ୍ୟ ମିଳାଉଛନ୍ତି। ଏହି ଭିଡିଓକୁ ଖୁବ୍‌ ପସନ୍ଦ ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ OUSSSCକୁ ଚିଠି। ୪୨୧୯ ସିଭିଲ କନେଷ୍ଟବଳ ପଦବୀ , ୨୨୧୨…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri