ସାମ୍ବାଦିକଙ୍କ ଗାଡି ନେଇଗଲେ ଚୋର, ଟେର୍ ପାଉନି ପୋଲିସ

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଞ୍ଚଳରେ ଏବେ ଚୋରି ସଂଖ୍ୟା ବୃଦ୍ଧି ପାଉଛି । ଏପରିକି ଦୃବର୍ତମାନେ ସାମ୍ବାଦିକକୁ ମଧ୍ୟ ଛାଡି ନାହାନ୍ତି। ଏକ ଦୈନିକ ଖବର କାଗଜର ପ୍ରତିନିଧି ସୂଜୟ ସୁପ୍ରକାଶ ଧଳଙ୍କ ବାଇକ ଚୋରି ହୋଇଥିବା ନେଇ ଛତ୍ରପୁର ଥାନାରେ ଅଭିଯୋଗ ହୋଇଛି ।

ସୂଚନା ଅନୁସାରେ ସବୁଦିନେ ସୂଜୟ ତାଙ୍କ ଗାଡିକୁ ବସଷ୍ଟାଣ୍ଡ ନିକଟରେ ଥିବା ନିଜ ଦୋକାନ ପାଖରେ ରଖୁଥିଲେ । ଗୁରୁବାର ମଧ୍ୟ ସେ ଉକ୍ତ ସ୍ଥାନରେ ରଖି ଘରକୁ ଫେରିଥିଲେ । ଶୁକ୍ରବାର ସକାଳୁ ସେ ଦୋକାନ ଗଲାପରେ ତାଙ୍କ ଗାଡି ଚୋରି ହୋଇଥିବା ଦେଖିଥିଲେ । ଏନେଇ ତୁରନ୍ତ ସେ ଛତ୍ରପୁର ପୁଲିସ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ ।

ଘଟଣାର ଖବର ପାଇଁ ଛତ୍ରପୁର ପୁଲିସ ପହଞ୍ଚି ତଦନ୍ତ କରିଥିଲେ ସୁଦ୍ଧା ଚୋରଙ୍କ କୈାଣସି ଟେର୍ ପାଇନଥିଲେ । ବିଗତ କିଛି ଦିନ ମଧ୍ୟରେ ଛତ୍ରପୁର ଅଚଂଳରେ ଏବେ ବହୁ ସ୍ଥାନରୁ ଚୋରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ ବି ପୁଲିସ ସେମାନଙ୍କ ଟେର ପାଇବାରେ ବିଳମ୍ବ ହେଉଛି। ତେଣୁ ପୋଲିସ ପେଟ୍ରୋଲିଂ କଡାକଡି କରିବାରୁ ବିଭିନ୍ନ ମହଲରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି...

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ...

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…

ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା...

ବ୍ୟବସାୟୀଙ୍କୁ ଜିଏସ୍‌ଟି ଅଧିକାରୀଙ୍କ ଦୁର୍ବ୍ୟବହାର ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ଦାବିକଲା ସିଏଆଇଟି

ବରଗଡ଼,୧୭।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହରର ବ୍ୟବସାୟୀଙ୍କ ସଞ୍ଜୟ ଅଗ୍ରୱାଲଙ୍କ ବାସଭବନରେ ସିଜିଏସ୍‌ଟି ଏବଂ ଏସ୍‌ଜିଏସ୍‌ଟିର ଏକ ଟିମ୍‌ ଅତର୍କିତ ଚଢ଼ାଉ କରି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ...

୧୦୧ ଅଭିଯୋଗ ଶୁଣିଲେ ଏଡିଏମ୍‌

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲାପାଳ ପ୍ରମୋଦ ପୃଷ୍ଟି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ ଦେ, ଉପଜିଲାପାଳ ଉମାଶଙ୍କର ବେହେରା ସୋମବାର ଭଞ୍ଜନଗର ଠାରେ...

ଜିଲାପାଳଙ୍କ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ

ନୂଆପଡ଼ା,୧୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ବିଜ୍ଞାପିତ ଅଞ୍ଚଳ ପରିଷଦ ଖରିଆର ରୋଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କରିଛନ୍ତି।...

ଜାଣନ୍ତୁ କିଏ ହେଲେ ପ୍ରାଥମିକ ଶିକ୍ଷକ ସଂଘର ବ୍ଲକ ସଭାପତି

କର୍ଲାମୁଣ୍ଡା,୧୭ା୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସଦର ରତନ ଭୋଇ ହାଇସ୍କୁଲଠାରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, ହରିପୁର ରୋଡ୍‌ କଟକ...

ଦୁର୍ଗମ ଅଞ୍ଚଳରେ ବାଧକ ସାଜୁଛି ନେଟୱାର୍କ: ଅନଲାଇନ ସର୍ଭେ ପାଇଁ ପାହାଡ ଉପରେ ପ୍ରବଳ ଭିଡ଼

ଲାଞ୍ଜିଗଡ, ୧୭।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟ୍ୟଷିତ ଦୁର୍ଗମ ଅଞ୍ଚଳରେ ଆବାସ ଗୃହ ସର୍ଭେ ପାଇଁ ନେଟୱାର୍କ ବାଧକ ସାଜିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri