ଖବରକାଗଜ ବିତରଣ ସଂଘ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଖୋର୍ଦ୍ଧା ଅଫିସ,୨୬।୧ : ମା’ ବରୁଣେଇ ଖବରକାଗଜ ବିତରଣ ସଂଘ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ଖୋର୍ଦ୍ଧା କ୍ଲବ ନିକଟ ପେପର ପଏଣ୍ଟ ଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରିଷ୍ଠ ବିତରକ ଘନଶ୍ୟାମ ମୁଦୁଲି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଅଭିବାଦନ ଦେଇ ସେ କହିଲେ, ଭାରତ ବିଶ୍ବର ଏକ ବୃହତ ଗଣତାନ୍ତ୍ରିକ ରାଷ୍ଟ୍ର। ବିଭିନ୍ନତା ମଧ୍ୟରେ ଏକତା ହେଉଛି ଆମ ପରିଚୟ। ପରସ୍ପର ମଧ୍ୟରେ ସ୍ନେହ, ସମ୍ପର୍କ ଓ ଶ୍ରଦ୍ଧାଭାବ ରଖିବାକୁ ସେ ପରାମର୍ଶ ଦେଇଥିଲେ। ସଭାପତିତ୍ୱ ଭାଷଣରେ ସଂଘ ସଭାପତି ଜିତେନ୍ଦ୍ର ବେହେରା ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇବା ସହ କହିଲେ, ୧୯୫୦ର ଏହି ଦିବସରେ ଭାରତବର୍ଷ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା। ଖବରକାଗଜ ବିତରଣ ମାନଙ୍କ କାର୍ଯ୍ୟ ପ୍ରଂଶସନୀୟ। ସରକାର ଏବଂ ଜନତାଙ୍କ ମଧ୍ୟରେ ସେତୁବନ୍ଧୁ ଭାବେ କାର୍ଯ୍ୟ କରିଥାନ୍ତି ବୋଲି କହିଥିଲେ। ଏହା ସହ ସଂଘର ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହରଭଜନଙ୍କୁ ଡବଲ୍‌ ଝଟ୍‌କା: ଘର ବାହାରେ ଲେଖାଗଲା ‘ଗଦ୍ଦାର’, ପଞ୍ଜାବ ସରକାର ହଟାଇଲେ… 

ଚଣ୍ଡିଗଡ଼,୨୬।୪: ପଞ୍ଜାବର ରାଜନୈତିକ ପାଣିପାଗ ଏବେ ବେଶ ସରଗରମ ରହିଛି। ଆମ ଆଦମୀ ପାର୍ଟି (AAP) ଛାଡ଼ି ଭାଜପାରେ ସାମିଲ ହେବାର କିଛି ଦିନ ପରେ, ପୂର୍ବତନ…

ଗୁଳିକାଣ୍ଡ ଘଟଣାକୁ ନେଇ ବିଶ୍ୱର ଶକ୍ତିଶାଳୀ ରାଷ୍ଟ୍ରପତିଙ୍କ ବଡ଼ ବୟାନ, କହିଲେ ଯିଏ ଅଧିକ କାମ କରେ…

ଓ୍ବାଶିଂଟନ,୨୬।୪: ଆମେରିକାର ରାଜଧାନୀ ୱାଶିଂଟନର ହିଲଟନ ହୋଟେଲରେ ‘ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଟ୍ରମ୍ପ ଏକ ବିବୃତ୍ତି ଜାରି…

ଟଳିଲା ବଡ଼ ବିପଦ, ଅଳ୍ପକେ ବର୍ତ୍ତିଲେ ୨୩୨ ଯାତ୍ରୀ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀରୁ ଜୁରିଚ ଅଭିମୁଖେ ଯାଉଥିବା ସ୍ବିସ ଏୟାରର ବିମାନ SWR146 ହଠାତ ଉଡ଼ାଣ ସମୟରେ ଏକ ଯାନ୍ତ୍ରିକ ତ୍ରୁଟି ସୃଷ୍ଟି ହେବାରୁ ଦିଲ୍ଲୀ ବିମାନବନ୍ଦରରେ ଏକ…

କୁମ୍ଭୀର ନେଇ ଯାଇଥିବା ଗୁଜବ,ସକାଳୁ ଜଣାପଡ଼ିଲା ଅସଲି ସତ…

ପାରାଦୀପ,୨୬।୪(ଶରତ ରାଉତ): ପାରାଦୀପ ଲକଥାନା ଅନ୍ତର୍ଗତ ଚଉମୁହାଣି ନିକଟ ମହାନଦୀରେ ରବିବାର ଭୋରୁ ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହକୁ କୁଜଙ୍ଗ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ମୃତକ…

ଟ୍ରେନ୍‌ ଯାତ୍ରାରେ ଶିଶୁ ଅଧିକାର

ଚଳିତ ମାସ ୨ ତାରିଖରେ ମୁଁ ରାଜଧାନୀ ଭୁବନେଶ୍ୱରରୁ ମୋ ଘର ଢେଙ୍କାନାଳକୁ ଟ୍ରେନରେ ଫେରୁଥିଲି। ସମୟ ପ୍ରାୟ ୫ଟା ୧୦ରୁ ୬ଟା ୫୦ ମିନିଟ୍‌ ସମୟ…

ବିଶ୍ୱର ୧୦୦ ଉତ୍ତପ୍ତ ସହର ମଧ୍ୟରୁ ଭାରତର ୯୫

ନୂଆଦିଲ୍ଲୀ,୨୬ା୪: ସାରା ବିଶ୍ୱରେ ଗ୍ରୀଷ୍ମଜନିତ ଉତ୍ତାପକୁ ନେଇ ଭାରତ ଏବେ କେନ୍ଦ୍ରସ୍ଥଳ ପାଲଟିଛି। କାରଣ ଭାରତର ଅଧିକାଂଶ ସହରରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇଚାଲିଥିବାବେଳେ ବହୁ…

କିରୋସିନ ଢ଼ାଳି ନୂଆବୋହୁ ଦେହରେ ଲଗାଇଦେଲେ ନିଆଁ

ମହାକାଳପଡ଼ା,୨୬।୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ବେଣାକନ୍ଧା ମୌଜାର ଜଣେ ନବବଧୂଙ୍କ ଦେହରେ କିରୋସିନ…

ବନ୍ଧ ଖୋଳିବାକୁ ନେଇ ଉତ୍ତେଜନା: ଥାନାରେ ଏତଲା

ନନ୍ଦପୁର,୨୬ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତରେ ଚାଷ ଜମିରେ ଏକ ବନ୍ଧ ଖୋଳାକୁ ନେଇ କଦମଗୁଡା ଓ ଖତପୁଟ ଗ୍ରାମବାସୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri