ସ୍ବାଭିମାନ ଅଞ୍ଚଳରେ ଗଣତନ୍ତ୍ର ଦିବସ ପାଳନ କଲେ ପୋଲିସ ଉଚ୍ଚ ପଦାଧିକାରୀ

ମାଲକାନଗିରି,୨୬।୧(ଡି.ଏନ.ଏ.): ମାଲାକନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଜଡାମ୍ବ ଥାନାରେ ପୋଲିସ ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ରହି ଗୁରୁବାର ୭୪ତମ ଗଣତନ୍ତ୍ର ଦିବସ ପାଳନ କରିଛନ୍ତି। ଏଥିସହ ୨୦୨୦ ଜାନୁୟାରୀ ୨୫ରେ ଏହି ଅଞ୍ଚଳବାସୀ ମାଓ କବଳରୁ ମୁକ୍ତ ପାଇଥିବା ଯୋଗୁ ଏହି ଦିନକୁ ବିଜୟ ଦିବସ ଭାବେ ପାଳନ କରି ଆସୁଛନ୍ତି। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର, ଗ୍ରାମବାସୀଙ୍କ ଉପସ୍ଥିତିରେ ଗୁଇନ୍ଦା ନିର୍ଦେଶକ ସଞ୍ଜୀବ କୁମାର ପଣ୍ଡା, ଅତିରିକ୍ତ ନିର୍ଦେଶକ ଅପରେସନ ଅମିତାଭ ଠାକୁର, ଡିଆଇଜି ସ୍ବତନ୍ତ୍ର ଗୁଇନ୍ଦା ସଂସ୍ଥା ଅନିରଧ ସିଂ, କୋରାପୁଟ ଡିଆଇଜି ରାଜେଶ ପଣ୍ଡିତ, ମାଲକାନଗିରି ଏସ୍‌ପି ନିତିଶ୍‌ ବାଧ୍ୱାନୀଙ୍କ ଉପସ୍ଥିତିରେ ପତାକା ଉତ୍ତୋଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚାଳୟ ଯାଇଥିବା ବେଳେ ତାଲା ପକାଇ କର୍ତ୍ତୃପକ୍ଷ ଛୁ’, ଘଣ୍ଟାଏ ପରେ ଛାତ୍ର ଉଦ୍ଧାର

ବାଲେଶ୍ୱର ଅଫିସ,୧୨।୯: ବାଲେଶ୍ୱର ସହରର ମଠସାହି ମହାବୀର ନୋଡାଲ ସ୍କୁଲରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ଶୌଚାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ର...

୩ ରଥର ପ୍ରଥମ ଭୂଇଁ ନିର୍ମାଣ ଶେଷ

ପୁରୀ ଅଫିସ ୧୫।୬: ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ ଚାଲିଥିବାବେଳେ ୪୪ଟି ଯୋଖା ତିନିରଥର ଚାରିପାଶର୍‌ବ କୋଣରେ ଫିଟିଙ୍ଗ ସମ୍ପୂର୍ଣ୍ଣ ହେବାପରେ ମଙ୍ଗଳାବାର ପ୍ରଥମ ଭୂଇଁ...

ଠିକାଦାର ହତ୍ୟା ମାମଲା: ରେଳଷ୍ଟେଶନରୁ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

ବ୍ରହ୍ମପୁର ଅଫିସ,୧୮।୯: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ରିଷିପୁର ଗାଁର ଠିକାଦାର ପୂର୍ଣ୍ଣଚନ୍ଦ୍ର ନାହାକ ହତ୍ୟା ଘଟଣାରେ ଫେରାର ଥିବା ଅନ୍ୟତମ ହତ୍ୟାକାରୀଙ୍କୁ ପୋଲିସ...

ରେକର୍ଡ ଡ୍ୟାନ୍ସରେ ଯୁବକଙ୍କୁ ହାଣିଲେ

କୋକସରା,୧୮।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମାଝିଗୁଡା ଗ୍ରାମରେ ଚାଳିଥିବା ରେକର୍ଡ ଡ୍ୟାନ୍ସ ଦେଖିବାକୁ ଯାଇଥିବା କୋକସରା ଗ୍ରାମର ମୁରଲୀ ଖମାରି(୨୨)ଙ୍କୁ ସୋମବାର କିଛି ଯୁବକ...

ମାସ୍କ ପିନ୍ଧି ନ ଥିବାରୁ ଉଠ୍‌ବସ୍‌ ଘଟଣା: ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୮ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ କଲେଜ ଛକରେ ଶନିବାର ପ୍ରଶାସନ ପକ୍ଷରୁ ଯାଞ୍ଚ ବେଳେ ମାସ୍କ ପିନ୍ଧି ନ ଥିବା ଦୁଇଜଣ ବ୍ୟକ୍ତି...

କେନାଲ ନିର୍ମାଣ ପାଇଁ ପଡ଼ିଆ ପଡୁଛି ଚାଷଜମି

ଆନନ୍ଦପୁର, ୯।୫(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା ପଞ୍ଚାୟତର ମାଠିଆନେଣ୍ଡି ଗ୍ରାମର ବହୁ ଚାଷୀଙ୍କର ଏକର ଏକର ଚାଷ ଜମି ପଡିଆ ପଡୁଛି। ବୈତରଣୀ ନଦୀର...

ପଶ୍ଚିମ ଓଡ଼ିଶାରେ ଥମୁନି କରୋନା ପଜିଟିଭ୍‌ ସଂଖ୍ୟା, କଳାହାଣ୍ଡିରେ ଗୋଟିଏ ଦିନରେ ୮୦

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଅତି ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାସହ ପଜିଟିଭ୍‌ ସଂଖ୍ୟା ଦୁଇ ହଜାର ଅତିକ୍ରମ କରିଛି। ଗତ ୧୨...

ରାଜ୍ୟରେ ଖୋଲିବ ୬୫ ସିଭିଲ୍‌ ଜଜ୍‌ କୋର୍ଟ

କଟକ ଅଫିସ,୮ା୮ -ରାଜ୍ୟରେ ଆଉ ୬୫ଟି ସିଭିଲ୍‌ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ୍‌) ତଥା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ଜେଏମ୍‌ଏଫ୍‌ସି) କୋର୍ଟ ଖୋଲାଯିବ। ଏନେଇ...

Advertisement
Archives

Model This Week