ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ

ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନାରେ ପାଳିତ ହୋଇଛି ୭୩ତମ ସାଧାରଣତନ୍ତ୍ର ଦିବସ। ଓଡିଶା ପୋଲିସ ଓ ସୀମା ସୁରକ୍ଷା ବାହିନୀ ମିଳିତ ଆନୁକୂଲ୍ୟରେ ଯୋଡ଼ାମ୍ବ ଥାନାଧିକାରୀ ଅନିଲ କୁମାର ପରିଡ଼ାଙ୍କ ନେତୃତ୍ୱରେ ପାଳନ କରାଯାଇଛି l ସେହିପରି ସ୍ବାଭିମାନ ଅଞ୍ଚଳ ପାପରମେଟେଲା ଥାନା ଆନୁକୂଲ୍ୟରେ ଥାନାଧିକାରୀ ଚନ୍ଦ୍ରକାନ୍ତି ତାଣ୍ଡିଙ୍କ ନେତୃତ୍ୱରେ ଗୁରୁପ୍ରିୟା ସେତୁ ଉପରେ ୭୩ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଥିବା ବେଳେ ସ୍ବାଭିମାନ ଅଞ୍ଚଳର ଗୋରାସେତୁ, ଘନବେଢା ଓ ହାଟଗୁଡ଼ା ବିଏସ୍‌ଏସ୍‌ କ୍ୟାମ୍ପରେ ସାଧାରଣତନ୍ତ୍ର ଦିବସ ପାଳନ କରାଯିବା ସହିତ ଚିତ୍ରକୋଣ୍ଡା ଖେଳ ପଡ଼ିଆଠାରେ ତହସିଲଦାର ଟି. ପଦ୍ମନାଭ ଦୋରାଙ୍କ ଦାରା ପାଳିତ ହୋଇଛି। ଚିତ୍ରକୋଣ୍ଡା ବ୍ଲକ କାର୍ଯ୍ୟାଳୟ, ଥାନା, ବନାଞ୍ଚଳ, ଚିତ୍ରକୋଣ୍ଡା ମାଟିବନ୍ଧ ପ୍ରକଳ୍ପ, କୋଷାଗାର, ଉପଖଣ୍ଡ ଚିକିତ୍ସାଳୟ, ସାମ୍ବାଦିକ ସଂଘ କାର୍ଯ୍ୟାଳୟ, ବ୍ୟାଙ୍କ ଓ ସମସ୍ତ ଛୋଟବଡ଼ ଶିକ୍ଷାନୁଷ୍ଠାନ ତଥା ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନରେ କରୋନା କଟକଣା ମଧ୍ୟରେ ପାଳିତ ହୋଇଛି ସାଧାରଣତନ୍ତ୍ର ଦିବସ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ହେଲାନି ଧାନ, ମଣ୍ଡିରେ ବିଷ ପିଇଲେ ଚାଷୀ

ଭଦ୍ରକ ଅଫିସ,୨୭।୨: ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଜଣକ ନିରାଶ ହୋଇ ବିଷ ପିଇ ଦେଇଥିଲେ। ଏହି ଘଟଣା ଘଟିଛି ଭଦ୍ରକ ଜିଲାରେ।...

ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ: ଜିଲାପାଳଙ୍କ ଅଚାନକ ପରିଦର୍ଶନ

କୋରୁକୋଣ୍ଡା,୬।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର ଯୋଜନାରେ ସ୍ବାଦିଷ୍ଟ ଖାଦ୍ୟ ଦିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।...

ଖୋର୍ଦ୍ଧାରେ ଖୋଲିବ ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୬।୮: ଆସନ୍ତା ୯ତାରିଖରୁ ଖୋର୍ଦ୍ଧା ଜିଲାରେ (ବିଏମ୍‌ସିକୁ ବାଦ୍‌ ଦେଇ) ସମସ୍ତ ଧାର୍ମିକ ଅନୁଷ୍ଠାନ, ମଠ, ମନ୍ଦିର ଖୋଲିବ। କୋଭିଡ୍‌ କଟକଣା କୋହଳ ପରେ...

୫-ଟି ଅନୁଦାନ ବାଟମାରଣା

ଢେଙ୍କାନାଳ ଅଫିସ,୨୧।୪: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଣ୍ଡବିନ୍ଧା ପଞ୍ଚାୟତର ରଘୁନାଥଜୀଉ ବିଦ୍ୟାମନ୍ଦିରରେ ‘୫-ଟି’ ଅନୁଦାନରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟରେ ଅର୍ଥ ବାରମାରଣା କରାଯାଉଥିବା ଅଭିଯୋଗ...

ଆରମ୍ଭରୁ ଅବ୍ୟବସ୍ଥା, ଅଭାବୀ ବିକ୍ରି ଆଶଙ୍କା

ପଦ୍ମପୁର,୨୪।୧୧(ଡି.ଏନ.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ରାଜନୈତିକ ତାତି ଯେପରି ବୃଦ୍ଧି ପାଉଛି ଚାଷୀଙ୍କ ଅସନ୍ତୋଷ ତାତି ମଧ୍ୟ ସମପରିମାଣରେ ବୃଦ୍ଧି ପାଉଛି। ଡିସେମ୍ବର...

କାଳବୈଶାଖୀର ତାଣ୍ଡବ: ଘର ଭାଙ୍ଗିଲା, ଧାନ, ପନିପରିବା ଫସଲ ନଷ୍ଟ

ତଳଗାଁ,୨୮ା୪(ଡି.ଏନ୍‌.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତରେ କାଳ ବୈଶାଖୀ ଯୋଗୁ ବହୁ ଘର ଛପର ଉଡିଯାଇଛି ା ଏଥିସହିତ ବ୍ୟାପକ ଫସଲ ସବୁ ନଷ୍ଟ...

ପିଏମ୍‌ଇଜିପି ଅଗ୍ରଗତି ନୈରାଶ୍ୟଜନକ: ଜିଲାସ୍ତରୀୟ କମିଟିର ନିଷ୍ପତ୍ତି ମାନୁନାହାନ୍ତି ବ୍ୟାଙ୍କ, ନିଯୁକ୍ତି ସୁଯୋଗ ସୃଷ୍ଟି ସଙ୍କୁଚିତ

ଯାଜପୁର ଅଫିସ,୧୬ା୬- ପ୍ରଧାନମନ୍ତ୍ରୀ କର୍ମନିଯୁକ୍ତି ସୃଷ୍ଟି କାର୍ଯ୍ୟକ୍ରମ(ପିଏମ୍‌ଇଜିପି) ଏକ ଗୁରୁତ୍ୱପୂର୍ଣ୍ଣ ଜାତୀୟ ଯୋଜନା। ସ୍ଥାନୀୟ ସମ୍ବଳକୁ ବ୍ୟବହାର କରି ଆମତ୍ନିଯୁକ୍ତି ଓ ନିଯୁକ୍ତି ସୁଯୋଗ ସୃଷ୍ଟି...

ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ

ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ...

Advertisement
Archives

Model This Week