Posted inଜାତୀୟ

କୃଷକ ଆନ୍ଦୋଳନରେ ହିଂସା ପାଇଁ ପାକିସ୍ତାନର ଷଡଯନ୍ତ୍ର

ନୂଆଦିଲ୍ଲୀ,୨୫ ।୧: ସାଧାରଣତନ୍ତ୍ର ଦିବସରେ କୃଷକମାନେ ଟ୍ରାକ୍ଟର ରାଲି କରିବାକୁ ଦିଲ୍ଲୀ ପୋଲିସ ରବିବାର ୩ଟି ମାର୍ଗରେ ଅଧିକାରୀ ସ୍ତରରେ ମଞ୍ଜୁରୀ ପ୍ରଦାନ କରିଛନ୍ତି । ରାଜପଥରେ ମୁଖ୍ୟ ପରେଡ ଶେଷ ହେବା ପରେ ଟିକରି, ସିନ୍ଧୁ ଓ ଗାଜିପୁର ସୀମାରେ ଟ୍ରାକ୍ଟର ରାଲିକୁ ଦିଲ୍ଲୀରେ ପ୍ରବେଶ କରି ଦିଆଯିବ । ଇତିମଧ୍ୟରେ ପୋଲିସ ଦାବି କରିଛି କି କୃଷକ ରାଲିରେ ହିଂସା ପରିସ୍ଥିତି ସୃଷ୍ଟି କରିବାକୁ ପାକିସ୍ତାନ ଷଡଯନ୍ତ୍ର କରୁଛି । ଏଥିପାଇଁ ପାକିସ୍ତାନରେ ୧୩ରୁ ୧୮ ଜାନୁୟାରୀ ମଧ୍ୟରେ ପାଖାପାଖି ୩୦୮ ଟ୍ୱିଇଟର ହ୍ୟାଣ୍ଡେଲ ଖୋଲିଥିବା ଜଣାପଡିଛି । ଦିଲ୍ଲୀ ପୋଲିସର ସ୍ପେଶାଲ କମିଶନର ଇଣ୍ଟଲିଜେନ୍ସ ଦିପେନ୍ଦ୍ର ପାଠକ ରବିବାର କୃଷକଙ୍କ ସହ ମିଶି ରାଲିର ରୁଟ୍ ମ୍ୟାପ ପ୍ରସ୍ତୁତ କରିଛନ୍ତି । ସେ କହିଛନ୍ତି ରାଲିକୁ ଶାନ୍ତିପୂର୍ଣ୍ଣ ଭାବେ ଶେଷ କରିବା ଏବେ ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ହୋଇଯାଇଛି । ଏଥିପାଇଁ ଦିଲ୍ଲୀ ପୋଳିସ ସହ ଉତ୍ତରପ୍ରଦେଶ ଓ ହରିୟାଣା ପୋଲିସ ସହଯୋଗ କରିବ । ଏହାସହ କୃଷକ ସଙ୍ଗଠନକୁ ବି ସୁରକ୍ଷା ଅଧିକାର ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?