Posted inଜାତୀୟ

ଅର୍ଣ୍ଣବଙ୍କୁ ଉଠାଇ ନେଲା ମୁମ୍ବାଇ ପୋଲିସ

ମୁମ୍ବାଇ, ୪।୧୧: ରିପବ୍ଲିକ ଟିଭି ମୁଖ୍ୟ ଅର୍ଣ୍ଣବ ଗୋସ୍ବାମୀଙ୍କୁ ବୁଧବାର ସକାଳେ ଜୋରଜବରଦସ୍ତ ମୁମ୍ବାଇ ପୋଲିସ ଉଠାଇ ନେଇଛି। ଅର୍ଣ୍ଣବଙ୍କ ମୁମ୍ବାଇସ୍ଥିତ ବାସଭବନରେ ପଶି ପୋଲିସ ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ଛି। ଏଥିସହ ପୋଲିସ ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ଅର୍ଣ୍ଣବ। ୨୦୧୮ର ଏକ ମାମଲାରେ ଅର୍ଣ୍ଣବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

ଅର୍ଣ୍ଣବଙ୍କ ବ୍ୟତୀତ ରିପବ୍ଲିକ ଟିଭିର ଡେପୁଟି ନ୍ୟୁଜ୍‌ ଏଡିଟର ସାଗରିକା ମିତ୍ର, ସିନିୟର ଆସୋସିଏଟ ଏଡିଟର ଓ ଆଙ୍କର ଶିବାନୀ ଗୁପ୍ତା, ଡେପୁଟି ଏଡିଟର ଶାୱନ ସେନ ଏବଂ ଏକ୍‌ଜ୍ୟୁକେଟିଭ ଏଡିଟର ନିରଞ୍ଜନ ନାରାୟଣସ୍ବାମୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି। ରିପବ୍ଲିକ ଟିଭିର ଏହି ସମସ୍ତ ଏଡିଟୋରିଆଲ ଷ୍ଟାଫ ମହାରାଷ୍ଟ୍ର ସରକାର ଓ ପୋଲିସର ଭାବମୂର୍ତ୍ତି ଖରାପ କରିବାକୁ ଚେଷ୍ଟା ଚଳାଉଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri