ବିର୍ଲା ଟାୟାର୍ସକୁ କାର୍ଯ୍ୟକ୍ଷମ କରିବାକୁ ନିବେଦନ

ବାଲେଶ୍ୱର ଅଫିସ,  ୨୨।୧ ବାଲେଶ୍ୱର ଜିଲାର ସର୍ବପୁରାତନ ଏବଂ ବୃହତ କାରଖାନା ବିର୍ଲା ଟାୟାର୍ସ ଦୀର୍ଘଦିନ ଧରି ବନ୍ଦ ରହିଥିବାରୁ ଏହା ଉପରେ ପ୍ରତ୍ୟକ୍ଷ ବା ପରୋକ୍ଷରେ ନିର୍ଭର କରୁଥିବା ୨୦ରୁ ୨୫ହଜାର ପରିବାର ଭୋକ ଉପାସରେ ଜୀବନ ଅତିବାହିତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ବିର୍ଲା ଟାୟାର୍ସକୁ କାର୍ଯ୍ୟକ୍ଷମ କରିବା ପାଇଁ ଶୁକ୍ରବାର ମିଳିତ ସଙ୍ଗଠନ ପକ୍ଷରୁ ସହରସ୍ଥିତ ଏକ ଘରୋଇ କଲ୍ୟାଣ ମଣ୍ଡପଠାରେ ଆବାହକ ଶ୍ରମିଳ ନେତା ଅରୁଣ ସାଇଁଙ୍କ ଅଧ୍ୟକ୍ଷତାରେ ଏକ ଖବରଦାତା ସମ୍ମିଳନୀ କରାଯାଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରାଯାଇଛି।
ଧରି ବିର୍ଲା ଟାୟାର୍ସ କାର୍ଯ୍ୟକ୍ଷମ ନେଇ ବିଭିନ୍ନ ପର୍ଯ୍ୟାୟରେ ବାଲେଶ୍ୱର ଜିଲାପାଳଙ୍କଠାରୁ ଆରମ୍ଭ କରି ଶ୍ରମମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବହୁବାର ବୈଠକ ଅନୁଷ୍ଠିତ ହୋଇଛି। ଏହାର ସୁଫଳ ଏପର୍ଯ୍ୟନ୍ତ ମିଳିପାରିନାହିଁ। ବିର୍ଲା ଟାୟାର୍ସ ମିଳିତ ସଙ୍ଗଠନ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଗତ ନଭେମ୍ବର ୬ତାରିଖରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ହେଲେ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏହି ଖବରଦାତା ସମ୍ମିଳନୀରେ ସତ୍ୟନାରାୟଣ ଆଚାର୍ଯ୍ୟ, ଉପେନ୍ଦ୍ର ବେହେରା, ଶିବ ପ୍ରସାଦ ଦାସ, ଶେଖ ମୈଦିନ, ଯଶୋଧାରା ଦାସ, ଅଶୋକ ରାଉତ, କ୍ଷୀରୋଦ ବାରିକ, ପଞ୍ଚୁଗୋପାଳ କୋଲକା, ବିରଞ୍ଚ ପ୍ରଧାନ, ମନୋରଞ୍ଜନ ପ୍ରଧାନ, ଆର୍ଯ୍ୟ ମଇରିଆ, ବିତ୍ତରଞ୍ଜନ ସାହୁ, ପ୍ରଦୀପ ନାୟକ, ଅଜୟ ବିଶ୍ବାଳ, ପ୍ରଭାତ ବାରିକ, ରବି ନାରାୟଣ ଦାସ, ଦାମୋଦର ମାସନ୍ତ, ଧୀରେନ ମିଶ୍ର, ଶ୍ରମିକ ନେତା ଓ ସାଧାରଣ ଶ୍ରମିକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ…

ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା

ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ…

୪୦୦ଟଙ୍କା ପାଇଁ ପୁଅ ଭୁଲିଗଲା ରକ୍ତ ସମ୍ପର୍କ, ବାପାକୁ ପିଟିପିଟି ହତ୍ୟା

ମୋରଡା,୨୬।୩(ସ୍ମାରକ ମାଜୀ): ମାତ୍ର ୪୦୦ଟଙ୍କା ପାଇଁ ନିଜ ବାପାଙ୍କୁ ହତ୍ୟା କରିଲେ ପୁଅ । ଏଭଳି ଲୋମହର୍ଷକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri