ଶାରୀରିକ ସମ୍ପର୍କ ସମୟରେ ଅଢ଼େଇ ମିଟର ଦୂରତା ବଜାୟ ରଖିବା ପାଇଁ ଅନୁରୋଧ !

ନ୍ୟୁ ସାଉଥ୍‌ ଓ୍ବେଲସ୍‌,୧୩।୧: କରୋନା ମହାମାରୀ ବିରୋଧରେ ପୃଥିବୀର ପ୍ରତି ଦେଶରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ଅଷ୍ଟ୍ରେଲିଆର ନ୍ୟୁ ସାଉଥ୍‌ ଓ୍ବେଲସ୍‌ରେ ଏକ ଓ୍ବେବସାଇଟ୍‌ରେ କରୋନାର ସଂକ୍ରମଣରୁ ଦୂରେଇ ରହିବା ଲାଗି ଅଜବ ଅନୁରୋଧ କରାଯାଇଛି। ଏଥିରେ କୁହାଯାଇଛି ଯେ, ଶାରୀରିକ ସମ୍ପର୍କ ସମୟରେ ଅଢ଼େଇ ମିଟର ଦୂରତା ବଜାୟ ରଖିବା ଉଚିତ। ଏବେ ଓ୍ବେବସାଇଟ୍‌ର ଏଭଳି ଅଜବ ଅନୁରୋଧ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଶୟନ କକ୍ଷରେ ସାଥୀଙ୍କଠାରୁ ଅଢ଼େଇ ମିଟର ଶାରୀରିକ ଦୂରତା ବଜାୟ ରଖିବା ପାଇଁ ଏଥିରେ କୁହାଯାଇଛି। ସେହିପରି କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ଶାରୀରିକ ସମ୍ପର୍କ ସ୍ଥାପନ କରିବାକୁ ଓ୍ବେବସାଇଟ୍‌ ପକ୍ଷରୁ ବାରଣ କରାଯାଇଛି। ଦୂରତା ବଜାୟ ରଖି ଶାରୀରିକ ସମ୍ପର୍କ ସ୍ଥାପନ କରିବା ସହିତ ସୋଲୋ ସେକ୍ସ୍‌ ଉପରେ ଓ୍ବେବସାଇଟ୍‌ ଗୁରୁତ୍ୱାରୋପ କରିଛି। ଏବେ ଏହାକୁ ନେଇ ସମାଜର ବିଭିନ୍ନ ବର୍ଗଙ୍କ ମଧ୍ୟରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି କ୍ଷୀର ବିକିବା ମନା

କ୍ଷୀର ସ୍ବାସ୍ଥ୍ୟ ପାଇଁ କେତେ ଜରୁରୀ ଏହା ସମସ୍ତଙ୍କୁ ଜଣା। ପ୍ରତ୍ୟେକ ଘରେ ରାତି ପାହିବା ମାତ୍ରକେ କ୍ଷୀର ଆବଶ୍ୟକତା ପଡ଼ିଥାଏ। ଯଦି ସକାଳୁ କ୍ଷୀରବାଲା...

ବିଶେଷଜ୍ଞଙ୍କ ଚେତାବନୀ: ବର୍ଷାରେ ବଢିବ କରୋନାର ପ୍ରକୋପ !

ନ୍ୟୁୟର୍କ,୧୭।୮: କରୋନା ମହାମାରୀ ସଂକ୍ରମଣ ଏପର୍ଯ୍ୟନ୍ତ କମିବାର ନାଁ ନେଉନାହିଁ। ଏମିତିକି ନ୍ୟୁଜିଲାଣ୍ଡରେ ଏବେ ପୁଣିଥରେ ଏହା ଫେରୁଥିବା କୁହାଯାଉଛି। ଏହି ସମୟରେ ବିଶେଷଜ୍ଞମାନେ ଚେତବାନୀ...

ସ୍ମାର୍ଟ ଡଷ୍ଟବିନ୍‌ ତିିଆରି କଲେ ୧୨ ବର୍ଷର ବାଳକ, ଆବର୍ଜନା ପୂରଣ ହେଲେ ଖାଲି କରିବାକୁ ପଠାଇବ ସନ୍ଦେଶ

ହାଇଦ୍ରାବାଦର ମହମ୍ମଦ ହସନ ନାମକ ଜଣେ ୧୨ ବର୍ଷୀୟ ବାଳକ ଏକ ସ୍ମାର୍ଟ ଡଷ୍ଟବିନ୍‌ ତିଆରି କରିଛନ୍ତି। ଏହି ଡଷ୍ଟବିନ୍‌ର ଖାସ୍‌ କଥା ହେଲା ଆବର୍ଜନା...

ଜାତିସଂଘରେ ଗାନ୍ଧିଜୀଙ୍କ ହଲୋଗ୍ରାମ

ଜାତିସଂଘ, ୨ା୧୦: ଅହିଂସା ଓ ଶାନ୍ତିର ପ୍ରତୀକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ଅବସରରେ ଜାତିସଂଘରେ ଗାନ୍ଧିଜୀଙ୍କୁ ସ୍ବତନ୍ତ୍ର ଭାବେ ଉପସ୍ଥାପନ କରାଯାଇଛି। ଅକ୍ଟୋବର ୨କୁ...

ବାଂଲାଦେଶରେ ପୁଣି ହିନ୍ଦୁଙ୍କ ଉପରେ ଆକ୍ରମଣ, ମନ୍ଦିରରେ ଭଙ୍ଗାରୁଜା, ଫେସବୁକ୍‌ ପୋଷ୍ଟକୁ ନେଇ ଉତ୍ତେଜନା…

ଢାକା,୧୭।୭ : ବାଂଲାଦେଶରେ ପୁଣିଥରେ ହିନ୍ଦୁମାନଙ୍କୁ ଟାର୍ଗେଟ କରାଯାଇଛି। ଏଠାରେ ନରାଇଲର ଲୋହାଗରା ଅଞ୍ଚଳରେ ହିନ୍ଦୁଙ୍କ ଘର ଉପରେ ଆକ୍ରମଣ ହୋଇଥିବାବେଳେ ଗୋଟିଏ ଘରେ ମଧ୍ୟ...

ଭାରତର ଦାବିକୁ ପାକ୍‌ର ପ୍ରତ୍ୟାଖ୍ୟାନ

ଇସ୍‌ଲାମାବାଦ୍‌, ୫ା୮(ପି.ଟି.): ଭାରତୀୟ ସୀମାପଟେ ମରି ପଡ଼ିଥିବା ଯବାନଙ୍କୁ ନେବା ଲାଗି ଭାରତ କହିଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପାକିସ୍ତାନ ପଟୁ କୌଣସି...

ବ୍ରୁକ୍‌ଲିନ୍‌ ମେଟ୍ରୋ ଷ୍ଟେଶନରେ ଆଖିବୁଜା ଗୁଳି ଚଳାଇଲେ ଅଜଣା ଆକ୍ରମଣକାରୀ …

ନ୍ୟୁୟର୍କ, ୧୨।୪ : ନ୍ୟୁୟର୍କର ବ୍ରୁକ୍‌ଲିନ୍‌ର ୩୬ ଷ୍ଟ୍ରିଟ ମେଟ୍ରୋ ଷ୍ଟେଶନରେ ଜଣେ ଆକ୍ରମଣକାରୀ ମଙ୍ଗଳବାର ସକାଳେ ଲୋକଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଛନ୍ତି। ଏହି...

୧୮ମହଲାରୁ ତଳକୁ ଖସିପଡ଼ିଲା ଶିଶୁ, ତା’ପରେ…

ବେଜିଂ,୨୦।୮: ରଖେ ହରି ମାରେ କିଏ। ଅର୍ଥାତ୍‌ ଯାହାକୁ ଭଗବାନ ରକ୍ଷା କରିବାକୁ ଚାହାନ୍ତି ତା’କୁ କୌଣସି ଶକ୍ତି କ୍ଷତି ପହଞ୍ଚାଇପାରେ ନାହିଁ। ଏଭଳି କିଛି...

Advertisement
Archives

Model This Week