ଶାରୀରିକ ସମ୍ପର୍କ ସମୟରେ ଅଢ଼େଇ ମିଟର ଦୂରତା ବଜାୟ ରଖିବା ପାଇଁ ଅନୁରୋଧ !

ନ୍ୟୁ ସାଉଥ୍‌ ଓ୍ବେଲସ୍‌,୧୩।୧: କରୋନା ମହାମାରୀ ବିରୋଧରେ ପୃଥିବୀର ପ୍ରତି ଦେଶରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ଅଷ୍ଟ୍ରେଲିଆର ନ୍ୟୁ ସାଉଥ୍‌ ଓ୍ବେଲସ୍‌ରେ ଏକ ଓ୍ବେବସାଇଟ୍‌ରେ କରୋନାର ସଂକ୍ରମଣରୁ ଦୂରେଇ ରହିବା ଲାଗି ଅଜବ ଅନୁରୋଧ କରାଯାଇଛି। ଏଥିରେ କୁହାଯାଇଛି ଯେ, ଶାରୀରିକ ସମ୍ପର୍କ ସମୟରେ ଅଢ଼େଇ ମିଟର ଦୂରତା ବଜାୟ ରଖିବା ଉଚିତ। ଏବେ ଓ୍ବେବସାଇଟ୍‌ର ଏଭଳି ଅଜବ ଅନୁରୋଧ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଶୟନ କକ୍ଷରେ ସାଥୀଙ୍କଠାରୁ ଅଢ଼େଇ ମିଟର ଶାରୀରିକ ଦୂରତା ବଜାୟ ରଖିବା ପାଇଁ ଏଥିରେ କୁହାଯାଇଛି। ସେହିପରି କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ଶାରୀରିକ ସମ୍ପର୍କ ସ୍ଥାପନ କରିବାକୁ ଓ୍ବେବସାଇଟ୍‌ ପକ୍ଷରୁ ବାରଣ କରାଯାଇଛି। ଦୂରତା ବଜାୟ ରଖି ଶାରୀରିକ ସମ୍ପର୍କ ସ୍ଥାପନ କରିବା ସହିତ ସୋଲୋ ସେକ୍ସ୍‌ ଉପରେ ଓ୍ବେବସାଇଟ୍‌ ଗୁରୁତ୍ୱାରୋପ କରିଛି। ଏବେ ଏହାକୁ ନେଇ ସମାଜର ବିଭିନ୍ନ ବର୍ଗଙ୍କ ମଧ୍ୟରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ୍‌ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା

ମୁମ୍ବାଇ,୨୪।୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଏକପ୍ରକାର ସବୁ ଠପ୍‌ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ...

ଧନତେରସରେ ଏହି ୫ଟି ଜିନିଷ କରନ୍ତୁ ଦାନ 

କାର୍ତ୍ତିକ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀରେ ଧନତେରସ ପାଳନ କରାଯାଏ। ଏହି ଦିନ ମୃତ୍ୟୁ ଦେବତା ଯମରାଜ ଓ ଭଗବାନ ଧନ୍ବନ୍ତରୀଙ୍କ ପୂଜା କରାଯାଏ। ହିନ୍ଦୁ...

ଗାଳିରୁ ବର୍ତ୍ତିବା ପାଇଁ ଘର ଲୋକଙ୍କୁ ଗଣବଳାତ୍କାର ବାହାନା ଦେଖାଇଲେ ନାବାଳିକା, ଆଉ ତାପରେ…

ହାଇଦ୍ରାବାଦ,୨୬।୧: ଦେଶରେ ପ୍ରତିଦିନ ବଳାତ୍କାର ଘଟଣା ସାମ୍ନାକୁ ଆସୁଛି। ପୋଲିସ ବି ଏହାକୁ ନେଇ ସତର୍କ ହୋଇପଡିଛି। ହାଇଦ୍ରାବାଦରେ ଗଣବଳାତ୍କାର ମନରୁ ନ ଲିଭୁଣୁ ଏବେ...

ଏପରି ପଥର ଯାହା କ୍ଷୀରକୁ କରେ ଦହି…

ରାଜସ୍ଥାନ ଜୈସଲମେର ଠାରୁ ୫୦ କିଲୋମିଟର ଦୂର ହାବୁର ଗାଁରେ ଏକ ପ୍ରକାର ପଥର ମିଳିଥାଏ। ପଥରକୁ କ୍ଷୀରରେ ପକାଇଲେ କିଛି ସମୟ ମଧ୍ୟରେ ଏହା...

ଶାନ୍ତି, ଏକତା, ଭାଇଚାରା ମୂଳ ଲକ୍ଷ୍ୟ

ପ୍ରତିବର୍ଷ ଅଗଷ୍ଟ ୨୦ରେ ଦେଶବ୍ୟାପୀ ସଦ୍‌ଭାବନା ଦିବସ ପାଳନ କରାଯାଇଥାଏ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ଦିବସକୁ ୨୦୦୮ଠାରୁ ସଦ୍‌ଭାବନା ଦିବସ ଭାବେ ପାଳନ...

ନୀରବ ମୋଦିଙ୍କ ଭାଇଙ୍କ ନାଁରେ ସାଂଘାତିକ ଅଭିଯୋଗ

ନ୍ୟୁୟର୍କ,୨୦।୧୨: ଭାରତର ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାଇ ନେହାଲ ମୋଦିଙ୍କ ନାଁରେ ଠକେଇ ଅଭିଯୋଗ ହୋଇଛି। ବିଶ୍ୱର ଅନ୍ୟତମ ବୃହତ୍ତମ ହୀରା କମ୍ପାନୀ...

୭୯ ବର୍ଷରେ ମାଟ୍ରିକ୍‌ ପାସ୍‌

ଉଦ୍ଧମ ସିଂ ନଗର(ଉତ୍ତରାଖଣ୍ଡ): ଦୃଢ ଇଚ୍ଛାଶକ୍ତି ପାଖରେ ବୟସ ବି ହାର୍‌ ମାନିଥାଏ। ଏହାର ପ୍ରମାଣ ଦେଇଛନ୍ତି ୭୯ ବର୍ଷୀୟ ଅବସରପ୍ରାପ୍ତ ସିଆର୍‌ପିଏଫ୍‌ ସୁବେଦାର-ମେଜର। ପାଠ...

ଅଜବ ଡ୍ରାଇଭିଂ ରୁଲ୍ସ: କାର୍‌ ମଇଳା ଥିଲେ ଜରିମାନା; ଟ୍ରାଫିକ୍‌ ପୋଲିସ୍‌କୁ ରାଗିକି ଅନାଇଲେ ବି ଦଣ୍ଡ

ପୃଥିବୀରେ ଅଛି ଅନେକ ଦେଶ। ସବୁ ଦେଶର ଚଳଣି, ନୀତି ନିୟମ ଭିନ୍ନ ଭିନ୍ନ ହୋଇଥାଏ। ସେଥିପାଇଁ ଯେଉଁଠିକୁ ଗଲେ ସେଠାକାର ନିୟମ ମାନିବାକୁ ହୁଏ।...

Play 250+ Trending Games
Archives

Model This Week

Why Dharitri