ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର

ଖମାର,୨୦ା୧- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ପଞ୍ଚାୟତ କୋଚିଆବେଡା ସଂରକ୍ଷିତ ଜଙ୍ଗଲରୁ ବୁଧବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ମହିଳାମାନେ ଜାଳେଣି ସଂଗ୍ରହ ପାଇଁ ଯାଇଥିବା ବେଳେ ଶିଶୁଟି କାନ୍ଦୁଥିବା ଶୁଣିବାକୁ ପାଇଥିଲେ। କୋଚିଆବେଡା ଗ୍ରାମର ଶାନ୍ତି ସିଂ ପିଲାଟିକୁ ଉଦ୍ଧାର କରିଥିଲେ। ପରେ ସ୍ଥାନୀୟ ଯୁବକ ପ୍ରଦୀପ ବେହେରାଙ୍କ ସହାୟତାରେ ଖମାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା। ଖବରପାଇ ପୋଲିସ ମେଡିକାଲରେ ପହଞ୍ଚି ତଦନ୍ତ ଜାରି ରଖିଛି। ପ୍ରାଥମିକ ଚିକିତ୍ସା ପରେ ଶିଶୁଟି ସୁସ୍ଥ ଥିବା ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ଚିକିତ୍ସା ଅଧିକାରୀ ଶଶିକାନ୍ତ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାମୁଗଣ୍ଡ ନାଳରେ ଦୌଡ଼ି ବାନ୍ଧି ଘରକୁ ଗଲେ ଛାତ୍ରୀଛାତ୍ର

ପାତ୍ରପୁର,୧୦।୭(ଡି.ଏନ.ଏ): ପାତ୍ରପୁର ବ୍ଲକ ବୁରାତାଲ ପଞ୍ଚାୟତରେ ବର୍ଷା ପାଣି ଯୋଗୁଁ ଜାମୁଗଣ୍ଡ ନାଳ ଭର୍ତ୍ତି ହୋଇଯିବାରୁ ଦଉଡ଼ି ବାନ୍ଧି ଛାତ୍ରୀଛାତ୍ର ଘରକୁ ଆସିଛନ୍ତି। ବୁରାତାଲ ପଞ୍ଚାୟତ କମଳାଖତ...

ମୋକିମଙ୍କ ପିଟିଶନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୨୧ା୬: ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲାର ଶୁଣାଣି କରି ବିଧାୟକ ମହମ୍ମଦ ମୋକିମଙ୍କ ପିଟିଶନକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ଏଥିସହ ବିଧାୟକ ମହମ୍ମଦ...

ଟ୍ରକ୍‌ ଚକ ତଳେ ଚାଲିଗଲା ବାପା-ଝିଅଙ୍କ ଜୀବନ

ତାଳଚେର, ୨୨ା୪ (ନି.ପ୍ର.): ପବିତ୍ର ରମଜାନ ମାସର ଶେଷ ଦିନ ତଥା ଇଦ୍‌-ଉଲ୍‌ ଫିତର ଥିବାରୁ ୩ ବର୍ଷର ପୁଅ ଏମ୍‌ଡି ସାହିଲ ଓ ଭଣଜା...

କିଆଗଛରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ଗୋପାଳପୁର,୧୨ା୮ (ଡି.ଏନ୍‌.ଏ.):ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଗୋଳନ୍ଥରା ଥାନା ଅଞ୍ଚଳରେ ପ୍ରେମୀଯୁଗଳଙ୍କ ମୃତଦେହ ପୋଲିସ ଜବତ କରିଛି। ସେମାନେ ହେଲେ ରାମେୟାପାଟଣା ଓଡିଆରପି କଲୋନୀର ଗୁରୁବାରି...

ବିବାହ, ବ୍ରତ, ଶୁଦ୍ଧିକ୍ରିୟାରେ ସର୍ବାଧିକ ୫୦ଜଣ

ଭୁବନେଶ୍ୱର, ୫। ୧୦(ବ୍ୟୁରୋ):  କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଟିକାକରଣକୁ ତ୍ୱରାନ୍ବିତ କରାଯାଇଛି। ଦୈନିକ ସଂକ୍ରମଣ ମଧ୍ୟ ଏବେ ହ୍ରାସ ପାଇଛି। ତେବେ...

ନାଁକୁ କଟକଣା ପାଳନ: କଣ୍ଟାପଡ଼ାରେ ଅସାଧୁ ବ୍ୟବସାୟୀଙ୍କ ଢାଲ ପାଲଟିଛି ପରିବା ଓ ଗ୍ରୋସରୀ, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କଣ୍ଟାପଡା, ୧୮।୪(ଡି.ଏନ୍‌.ଏ.): କରୋନାର ଗୋଷ୍ଠୀ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ କେନ୍ଦ୍ର ଓ ରାଜ୍ୟସରକାର ଲକ୍‌ଡାଉନ୍‌ କଟକଣା ଲଗାଇଛନ୍ତି। ଏହି ସମୟରେ କେବଳ କିଛି ନିର୍ଦ୍ଦିଷ୍ଟ...

ଅନେକଙ୍କୁ ଦେଇଛି ରୋଜଗାର: ଭୋଗରାଇ ଆଳୁଦମ୍‌

ଭୋଗରାଇ, ୩।୬(ପ୍ରଦୀପ ଦାସ)-ବାଲେଶ୍ୱର ଜିଲାରେ ଆଳୁଦମ୍‌ ଓ ଆଳୁକଷାର ପ୍ରସିଦ୍ଧି ରହିଛି। ସକାଳ ଓ ସନ୍ଧ୍ୟାରେ ଲୋକେ ମୁଢ଼ି ସହିତ ଆଳୁକଷା ବା ଆଳୁଦମ୍‌ ଖାଇବାକୁ...

ଆଦିବାସୀ ଛାତ୍ର ମନୋଜ ହେଲେ ଗଣିତ ଅଧ୍ୟାପକ

ପାଟଣା,୨୩।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ଗ୍ରାମର ଝାଟିଆଳି ସାହିର ମନୋଜ କୁମାର ଦଣ୍ଡପାଟ ଗଣିତ ଅଧ୍ୟାପକ ଭାବେ ନିଯୁକ୍ତି ପାଇଛନ୍ତି। ଓଡିଶା ଷ୍ଟେଟ...

Advertisement
Archives

Model This Week