ବୁଲା କୁକୁର ମୁହଁରୁ ହରିଣ ଉଦ୍ଧାର

ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ବାଟବଣା ହୋଇ ବାରିପଦା ସହରରେ ଘୂରି ବୁଲୁଥିବା ଏକ ହରିଣକୁ ବୁଧବାର ସକାଳେ ବନବିଭାଗ ଉଦ୍ଧାର କରିଛି। ବାରିପଦା ମୁର୍ଗାବାଡ଼ିସ୍ଥିତ ୨୧ ନଂ ଓ୍ବାର୍ଡର ବ୍ୟୋମକେଶ ପାଣିଗ୍ରାହୀଙ୍କ ଘରବାଡ଼ିରେ ଆଶ୍ରୟ ନେଇଥିବା ହରିଣଟିକୁ କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଆଜି ଭୋର୍‌ରୁ ହରିଣଟି ମୁର୍ଗାବାଡ଼ି ଗୋଲାଇ ଓ ଆଖପାଖ ଅଞ୍ଚଳରେ ଘୂରି ବୁଲୁଥିବା ବେଳେ ବୁଲା କୁକୁରଙ୍କ ଆକ୍ରମଣର ଶିକାର ହୋଇଥିଲା ା ହରିଣଟିର ବୟସ ୭/୮ବର୍ଷର ହୋଇଥିବା ବେଳେ ମୁହଁରୁ ରକ୍ତସ୍ରାବ ହେଉଥିଲା। ସ୍ଥାନୀୟ ଲୋକେ ବନବିଭାଗକୁ ଖବର ଦେବା ପରେ କର୍ମଚାରୀମାନେ ପହଞ୍ଚି ତାକୁ ଉଦ୍ଧାର କରିଥିଲେ। ପ୍ରାଣୀ ଚିକତ୍ସକମାନେ ପ୍ରାଥମିକ ଚିକିତ୍ସା କରିବା ପରେ ଶିମିଳିପାଳ ଜଙ୍ଗଲରେ ଛାଡ଼ି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri