ଉଦ୍ଧାର ହରିଣର ମୃତ୍ୟୁ

ବାରିପଦା ଅଫିସ,୨।୪: ଶିମିଳିପାଳ ଅଭୟାରଣ୍ୟରୁ ବାଟବଣା ହୋଇଥିବା ଏକ ହରିଣକୁ ବନ ବିଭାଗ ଉଦ୍ଧାର କରିବା ପରେ ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଛି। ବନ ବିଭାଗ ହରିଣ ମୃତଦେହ ବ୍ୟବଚ୍ଛେଦ କରାଇ ତଦନ୍ତ ଜାରି ରଖିଛି। ରବିବାର ବାରିପଦା ମଞ୍ଚାବନ୍ଧାସ୍ଥିତ ଲେଡି ହେମିଲଟନ ଆମ୍ବ ବାଗାନରେ ଏକ ହରିଣ ଗୁରୁତର ଆହତ ଅବସ୍ଥାରେ ପଡ଼ିଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ହରିଣକୁ ଉଦ୍ଧାର କରି ଚିକିତ୍ସା ଆରମ୍ଭ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ହରିଣର ମୃତ୍ୟୁ ଘଟିଛି। ଅନଭିଜ୍ଞ କର୍ମଚାରୀଙ୍କ ଦ୍ୱାରା ଉଦ୍ଧାର ହେଉଥିବା ବନ୍ୟଜନ୍ତୁଙ୍କର ହୃଦ୍‌ଘାତଜନିତ କାରଣରୁ ମୃତ୍ୟୁ ଘଟୁଥିବା ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି। ତେବେ ଶିକାରୀଙ୍କ ଦ୍ୱାରା ବାଟବଣା ହୋଇ ଜନବସତି ମୁହଁା ଜଙ୍ଗଲୀ ଜନ୍ତୁଙ୍କ ସୁରକ୍ଷା ନିମନ୍ତେ ବନ ବିଭାଗ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri