ରାସ୍ତାପାର୍ଶ୍ୱରେ ପଡ଼ିଥିବା ପେଟିଭିତରୁ ନବଜାତକର ମୃତଦେହ ଉଦ୍ଧାର

ବସ୍ତା,୧୮ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବାଲିଆପାଳ ରାସ୍ତାର ପେଜଗଳl ପୋଲ ନିକଟ ରାସ୍ତାପାର୍ଶ୍ୱରେ ରବିବାର ସକାଳେ ଏକ ପେଟି ଭିତରେ ନବଜାତକର ମୃତଦେହ ପଡ଼ିଥିବା ଲୋକେ ଦେଖିବାକୁ ପାଇଥିଲେ l
ପରେ ପୋଲିସକୁ ଖବର ଦେବାରୁ ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ଡାକ୍ତରଖାନା ପଠାଇ ଅଧିକ ତଦନ୍ତ କରୁଛି। ତେବେ କିଏ କାହିଁକି ଏମିତି ଅବସ୍ଥାରେ ପିଲାଟିକୁ ପକାଇଛି ସେ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ବରଗଡ଼ ଜିଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ଏବଂ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri