Posted inରାଜ୍ୟ

ନିଖୋଜ ପୂର୍ବତନ କାଉନସିଲରଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବୌଦ୍ଧ,୩ା୧: ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ କାଉନସିଲର ଅଗସ୍ତୀ ମହାକୁଡଙ୍କ ମୃତଦେହ ଏକ ବିଲରୁ ରବିବାର ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ମିଳିଥିବା, ଗତ ୩୦ ତାରିଖରୁ ପୂର୍ବତନ କାଉନସିଲର ଅଗସ୍ତୀ ନିଖୋଜ ଥିବା ନେଇ ବୌଦ୍ଧ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏକ ମାମଲା ରୂୁଜୁ କରି ତଦନ୍ତ ଚଳାଇଥିଲା । ରବିବାର ଜିଲାପାଳଙ୍କ ପୁରୁଣାକୋଠା ନିକଟ ଏକ ବିଲରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିବା ପୋଲିସକୁ ଖବର ମିଳିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିଖୋଜ ଅଗସ୍ତିଙ୍କ ମୃତଦେହ ବୋଲି ଚିହ୍ନଟ କରିଥିଲା। ମୁଣ୍ଡ ଓ ହାତରେ ମାଡ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି  । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବୌଦ୍ଧ ମେଡିକାଲକୁ ପଠାଇଛି । ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri