ପାଣି ଘେରରେ ଫସିଥିବା ପ୍ରସୂତୀଙ୍କୁ ଉଦ୍ଧାର

ବୌଦ୍ଧ,୧୭।୮(ସ୍ବ.ପ୍ର.): ବୌଦ୍ଧ ଜିଲା ଭେଜିଗୋରା ଗ୍ରାମର ଜଣେ ପ୍ରସୂତୀ ଏବଂ ଅସୁସ୍ଥ ମହିଳା ମହାନଦୀ ବନ୍ୟାଜଳରେ ୪ ଦିନ ହେଲା ଫସି ରହିଥିଲେ । ପାଣି ଘେରରେ ଥିବା ଗର୍ଭବତୀ ମହିଳା ଏବଂ ଅନ୍ୟ ଜଣେ ଗୁରୁତର ଅସୁସ୍ଥ ଥିବା ମହିଳାଙ୍କୁ ବୁଧବାର ବୋଟ ଯୋଗେ ଚାରିଛକ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। ପରେ ପୁରୁଣାକଟକ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର କୋଭିଡ ହସ୍ପିଟାଲ, କେୟାର ସେଣ୍ଟରରେ ସମସ୍ୟା ନେଇ ଅଡିଓ ଭାଇରାଲ: ୨୪ ଘଣ୍ଟିଆ କଲ୍‌ ସେଣ୍ଟରକୁ ଆସିଲା ୨୪୯ଫୋନ୍‌

ଛତ୍ରପୁର,୧୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଶିତଳାପଲିସ୍ଥିତ ଟାଟା କୋଭିଡ ହସ୍ପିଟାଲ, ପାରଳା ମହାରାଜା ଓ ଅନ୍ୟ କୋଭିଡ କେୟାର ସେଣ୍ଟରରେ ଚିକିତ୍ସା, ପାଣି, ଖାଦ୍ୟ, ପରିମଳ...

ନଦୀକୁ ଡେଇଁଲେ ଦୁଇ ଭଉଣୀ

ଗୁଡଭେଲା,୧୫।୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ସହର ସ୍ଥିତ ତେଲ ନଦୀ ଗର୍ଭକୁ ଦୁଇ ଜଣ ଯୁବତୀ ଡେଇଁ ପଡିଥିବା ସୂଚନା ମିଳିଛି। ଉଭୟ ସମ୍ପର୍କରେ ଦୁଇ...

ଜଳିଗଲା ୧୫ ବଖରା

ବେଗୁନିଆପଡ଼ା,୧୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ମର୍ଦ୍ଦମେଖ ପଞ୍ଚାୟତର ଗୁଡ଼ିଆଳିରେ ଶନିବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ବେଳେ ଚାହୁଁଚାହୁଁ ୧୫ ବଖରା ଜଳିପୋଡ଼ି...

କୁଖ୍ୟାତ ଅପରାଧୀ ଶଙ୍କର ଗିରଫ

ଜଗନ୍ନାଥ ପ୍ରସାଦ,୨୬।୬(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପୋଲିସକୁ ବର୍ଷ ବର୍ଷ ଧରି ଚକ୍‌ମା ଦେଇ ଖସି ପଳାଉଥିବା କୁଖ୍ୟାତ ଅପରାଧୀ ଶଙ୍କର ନାଇକଙ୍କୁ ଶନିବାର ରାଉତି ଛକରୁ...

ଗଞ୍ଜାମର ୩୩. ୩୧ ଲକ୍ଷ ଜଣଙ୍କ ସ୍ବାସ୍ଥ୍ୟ ସର୍ଭେ ହେଲାଣି

ଛତ୍ରପୁର, ୧୮ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାର ପ୍ରତ୍ୟେକ ଘରକୁ ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟବସ୍ଥା ସର୍ଭେ କରିବାକୁ ଜିଲାପାଳ...

କର୍କଟ ପୀଡ଼ିତ ନାବାଳକଙ୍କ ଗୋଡ଼ରୁ ବାହାରିଲା ଟ୍ୟୁମର

କଟକ ଅଫିସ,୧୫ା୯: ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲର ଡାକ୍ତରୀ ଟିମ୍‌ ଅସ୍ଥି କର୍କଟରେ ଆକ୍ରାନ୍ତ ଜଣେ ୧୩ବର୍ଷର ନାବାଳକ ଗୋଡ଼ରୁ ସଫଳତାର ସହ ଏକ ଟ୍ୟୁମର...

ଜିଲା ପରିଷଦ ଅଧ୍ୟକ୍ଷାଙ୍କ ଘରୁ ଚୋରି

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲା ପରିଷଦ ଅଧ୍ୟକ୍ଷା ସୁଜାତା ମୁର୍ମୁଙ୍କ ଘରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବାରିପଦା ସହର ୱାର୍ଡ...

ରାମଚଣ୍ଡୀ ମନ୍ଦିର ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୯ା୭: କେନ୍ଦ୍ରାପଡ଼ା ଜିଲାର ଅନ୍ୟତମ ଶକ୍ତିପୀଠ ମହାକାଳପଡ଼ା ବ୍ଲକ ରାମନଗରସ୍ଥ ରାମଚଣ୍ଡୀ ମନ୍ଦିର ପରିସର ରାଜ୍ୟ ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚତ୍ତ ହୋଇଛି।...

Advertisement
Archives

Model This Week