ବାହାରୁଛନ୍ତି ଗୋଟିଏ ପରେ ଗୋଟି ଅଜଗର: ଗାଁ ଲୋକେ…

କର୍ଲାମୁଣ୍ଡା:୧୨।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲଠାରେ ବନ ବିଭାଗ ପକ୍ଷରୁ  ଆଉ  ଏକ ଅଜଗର ସାପ ଉଦ୍ଧାର ହୋଇଥିବା ଜଣାପଡ଼ିଛି ।
ସୂଚନାକ୍ରମେ, ଅବୁଜବାହାଲ ଗ୍ରାମରେ ଗତ ଗୁରୁବାର ଅଜଗର ଉଦ୍ଧାର ହୋଇଥିବା ବେଳେ ଶନିବାର ମଧ୍ୟ ଏକ  ଦୁଇ ଫୁଟ ଲମ୍ବର ଛୋଟ ଅଜଗର ସାପକୁ ବନ ବିଭାଗ ଉଦ୍ଧାର କରିଛନ୍ତି। ଏକ ଜମି ରେ ଏହି ସାପଟି ଥିବା ଦେଖିବାକୁ ପାଇ  ଗାଁ ଲୋକେ ବନ ବିଭାଗକୁ ସୂଚନା ଦେଇଥିଲେ। ତେବେ ଖବର ପାଇ ମଦନପୁର ବନପାଳ ସମ୍ପଦ କୁମାର, ମ. ରାମପୁର ବନାଞ୍ଚଳ ସହକାରୀ ବନ ସରକ୍ଷକ  ଅସିତ କୁମାର ଦାସ, ବନ ରକ୍ଷୀ ସତ୍ୟ ଭାମା ନାଗ, ସତ୍ୟମ ମାଝୀ, ପ୍ରତାପ ବାଗ  ପହଞ୍ଚି ସାପଟିକୁ ଉଦ୍ଧାର କରିବା ସହ  ସୁନାମୁଖୀ ଜଙ୍ଗଲରେ ଛାଡି ଥିବା ମଦନପୁର ବନପାଳ ସମ୍ପଦ କୁମାର ସୂଚନା ଦେଇଛନ୍ତି। ଏଭଳି ଅଜଗର ବାହରୁଥିବାରୁ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ମମତାଙ୍କୁ ବଡ଼ ଝଟକା: ୨୮ ବର୍ଷର ଇତିହାସରେ ଯାହା ଘଟିନଥିଲା ତାହା ଘଟିଲା…

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ, ତୃଣମୂଳ କଂଗ୍ରେସ (TMC) ଏବଂ ମମତା ବାନାର୍ଜୀ ପାଇଁ ଏକ ବଡ଼ ରାଜନୈତିକ ସଙ୍କଟ ଦେଖାଦେଇଛି। ୨୮ ବର୍ଷର ଇତିହାସରେ…

ଖୋଲିଲା କେନ୍ଦ୍ରର ପାଣ୍ଠି: ଓଡ଼ିଶା ସମେତ ୫ ରାଜ୍ୟ ପାଇଁ ବଡ଼ ଘୋଷଣା କଲେ ମୋଦି ସରକାର

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ-ଏନସିଆର ଅଞ୍ଚଳରେ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ପୁରୁଣା…

ବିଲରେ କାମ କରୁଥିବାବେଳେ ହେଲା ବଜ୍ରପାତ, ଟଳିପଡ଼ିଲେ ଚାଷୀ

ଗଜପତି,୪ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚୟତ ଆମ୍ବାଜେରି ଗ୍ରାମରେ ବଜ୍ରପାତରେ ଜଣେ ଚାଷୀଙ୍କ ଜୀବନ ଯାଇଛି। ମୃତ ଚାଷୀ ଜଣକ ହେଲେ ନାରାୟଣ…

ମୌସୁମୀ ଛୁଇଁବା ପରେ ଓଡ଼ିଶାକୁ ଜାରି ହେଲା ଆଲର୍ଟ, ୪ ଦିନ ଯାଏ…

ଭୁବନେଶ୍ୱର,୪।୬: କେରଳ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମେ’୨୬ ମୌସୁମୀ କେରଳମ ଛୁଇଁବା ନେଇ…

ମାଗଣା ଚାର୍ଜିଂ କରିବା କର୍ମଚାରୀଙ୍କ ନିତିଦିନିଆ ଅଭ୍ୟାସ, ବିଭାଗକୁ ବିଲ୍‌ ବାବଦରେ ଲକ୍ଷାଧିକ ଟଙ୍କା ପୈଠ

ହାଟଡ଼ିହୀ,୪l୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ରେ କାର୍ଯ୍ୟରତ କର୍ମଚାରୀମାନେ ମାଗଣାରେ ନିଜ ନିଜର ୨ ଏବଂ ୪ ଚକିଆ ବିଦ୍ୟୁତ୍‌ଚାଳିତ ଗାଡ଼ିର ବ୍ୟାଟେରି ଚାର୍ଜିଂ କରୁଛନ୍ତି।…

ବରିଷ୍ଠ ଚଳଚ୍ଚିତ୍ର ନିର୍ମାତାଙ୍କ ପରଲୋକ, ଗଢ଼ିଥିଲେ ଅକ୍ଷୟ କୁମାର-ଗୋବିନ୍ଦାଙ୍କ କ୍ୟାରିୟର

ନୂଆଦିଲ୍ଲୀ,୪ା୬: ବଲିଉଡରୁ ଦୁଃଖଦ ଖରାପ ଖବର ଆସିଛି । ଚଳଚ୍ଚିତ୍ର ଶିଳ୍ପ ଆଉ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ହରାଇଛି । ଚଳଚ୍ଚିତ୍ର ପ୍ରଯୋଜକ ଏବଂ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ…

ଏସଆଇ-ଏଏସଆଇଙ୍କ ଅନ୍ୟତ୍ର ବଦଳି: ଭଞ୍ଜନଗରରେ ଆଇନଶୃଙ୍ଖଳାକୁ ନିୟନ୍ତ୍ରଣ କରିବାରେ ନିଭାଇଥିଲେ ପ୍ରମୁଖ ଭୂମିକା

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ଲିପିନା ବିଶ୍ୱାଳ, ଏଏସଆଇ ସୁଶାନ୍ତ କୁମାର ପଟ୍ଟନାୟକଙ୍କ ଇତିମଧ୍ୟରେ ଅନ୍ୟତ୍ର ବଦଳି ହୋଇଯାଇଛନ୍ତି । ତେଣୁ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri