ଟାଇଟନ୍‌ ବୁଡାଜାହାଜକୁ ସନ୍ଧାନ କରୁଥିବା ଉଦ୍ଧାରକାରୀଙ୍କ ଦାବି, ପାଣି ଭିତରୁ ଚିହ୍ନଟ ହୋଇଛି ଶଦ୍ଦ

ଓ୍ବାଶିଂଟନ୍‌,୨୧।୬: ବ୍ରିଟିଶ୍‌ ଜାହାଜ ଖୋଜିବାକୁ ଯାଇ ଟାଇଟନ୍‌ ନାମକୁ ବୁଡାଜାହାଜ ମଙ୍ଗଜବାର ନିଖୋଜ ହୋଇଯାଇଥିଲା। ତେବେ ଏହାକୁ ସନ୍ଧାନ କରୁଥିବା ଉଦ୍ଧାରକାରୀମାନେ ଖୋଜାଖୋଜି ସମୟରେ ପାଣି ଭିତରୁ ଶଦ୍ଦ ଶୁଣିବାକୁ ପାଇଛନ୍ତି। ଏନେଇ ବୁଧବାର ଆମେରିକାର ତଟରକ୍ଷୀ ବାହିନୀ ସ୍ପଷ୍ଟ କରିଛନ୍ତି। ତେବେ ଗତକାଲି ତଲାସି ସତ୍ତ୍ୱେ ଗଭୀର ସମୁଦ୍ରରେ ବୁଡାଜାହାଜର ଚିହ୍ନବର୍ଣ୍ଣ ମିଳି ନ ଥିବା ଆମେରିକାର ତଟରକ୍ଷୀ ବାହିନୀ ସୂଚନା ଦେଇଥିଲେ।

ଆମେରିକାର ତଟରକ୍ଷୀର ଫାଷ୍ଟ ଡିଷ୍ଟଟିକ୍ର ଏହାର ଅଫିସିଆଲ ଟ୍ବିଟରରେ ଏନେଇ ସୂଚନା ଦେଇଛନ୍ତି। ଟ୍ବିଟ୍‌ କରି କୁହାଯାଇଛି, କାନାଡାର ପି-୩ ବିମାନ ଯାଞ୍ଚ ସମୟରେ ଟାଇଟନ୍‌ ବୁଡିଥିବା ଅଞ୍ଚଳରେ ପାଣି ଭିତରେ ଶବ୍ଦ ଚିହ୍ନଟ କରିଛି। ଶବ୍ଦର ଉତ୍ପତ୍ତି ଖୋଜିବା ପାଇଁ ଆର୍‌ଓଭି(ଦୂରରୁ ପରିଚାଳିତ ଯାନ)କୁ ସେଠାକୁ ପଠାଯାଇଛି। ଆର୍‌ଓଭି ଦ୍ୱାରା ଏପର୍ଯ୍ୟନ୍ତ କୌଣସି ସୂଚନା ମିଳି ପାରିନାହିଁ। କିନ୍ତୁ ଆମର ସନ୍ଧାନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri