ଜୀବନ୍ତ ବୋମା ଉଦ୍ଧାର

ଚିତ୍ରକୋଣ୍ଡା, ୧୮ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଯନ୍ତ୍ରୀ ପଞ୍ଚାୟତର ତୋଟାଗୁଡା ନିକଟସ୍ଥ ଜଙ୍ଗଲରୁ ମାଟି ତଳେ ଖଞ୍ଜା ଯାଇଥିବା ଏକ ଜୀବନ୍ତ ବୋମାକୁ ଶନିବାର ବିଏସ୍‌ଏଫ୍‌ ଯବାନମାନେ ଜବତ କରିଛନ୍ତି। ଯନ୍ତ୍ରୀ ପଞ୍ଚାୟତ ଓ ଏହାର ଆଖପାଖ ଅଞ୍ଚଳରେ ବିଏସ୍‌ଏଫ୍‌ ପକ୍ଷରୁ ତଲାସୀ ବେଳେ ଏହି ବୋମା ମିଳିଛି। ଏହି ବୋମା ବିଏସ୍‌ଏଫ୍‌ ଯବାନଙ୍କୁ ଟାର୍ଗେଟ କରି ଖଞ୍ଜାଯାଇଥିବା ଅନୁମାନ କରାଯାଉଛି। ପରେ ଏହାକୁ ନଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ମାର୍ଚ୍ଚ ୩୧ରେ ଯନ୍ତ୍ରୀ ପଞ୍ଚାୟତରେ ନବମ ବିଏସ୍‌ଏଫ୍‌ର ନବମ ବାଟାଲିୟନ ପ୍ରତିଷ୍ଠା ହୋଇଥିଲା। ଏହା ପରଠାରୁ ଉକ୍ତ ଅଞ୍ଚଳରେ ତଲାସୀ ଅଭିଯାନକୁ ଜୋରଦାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ଆକାଶେ ପବ୍‌ଜି, ପୋକେମନ୍‌

କଟକ ଅଫିସ,୧୪ା୧:ବୁଧବାର ମକରସଂକ୍ରାନ୍ତି। ଏହା ହେଉଛି ଗୁଡ଼ି ଉଡାର ପ୍ରମୁଖ ପର୍ବ। ପୂର୍ବଦିନ ଅପେକ୍ଷା ମକରସଂକ୍ରାନ୍ତିରେ କଟକ ସହରର ଆକାଶରେ ବେଶି ମାତ୍ରାରେ ଗୁଡି ଉଡିବା...

ସବୁଜ ବନାନୀ କାଟି ମୋରମ ଚାଲାଣ

ଚଣ୍ଡିଖୋଲ,୬ା୧(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଅସିଆ ପର୍ବତମାଳାର ଅଂଶବିଶେଷ ଧାଉଡିଆପଦା ପାହାଡ଼। ଏହି ପାହାଡ଼ର କୌଣସି ଅଂଶ ଲିଜ୍‌ ଦିଆଯାଇ ନ ଥିବା...

ଖୋଲିଲା ଘଟଗାଁ ତାରିଣୀ ପୀଠ

ଘଟଗାଁ/କେନ୍ଦୁଝର,୧୮।୧: ଦୀର୍ଘ ୧୦ମାସ ପରେ ଖୋଲିଲା ଘଟଗାଁ ମା’ତାରିଣୀ ପୀଠ। ସୋମବାର ସକାଳେ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ପରେ ସାଧାରଣ ଦର୍ଶନ ପାଇଁ ମନ୍ଦିର...

ଜି.ଉଦୟଗିରି ଥାନାରେ ନୂଆ ଆଇଆଇସି

ଜି.ଉଦୟଗିରି,୩୦।୮(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଏସ୍‌ଆଇ ସ୍ବାଗତିକା ବେହେରା ଆତ୍ମହତ୍ୟା ଘଟଣାରେ ଛନ୍ଦି ହୋଇଥିବା ଆଇଆଇସି ରେବତୀ ଶବରଙ୍କୁ ରବିବାର ଜିଲା ପୋଲିସ ମୁଖ୍ୟାଳୟକୁ...

ମା’ ସମଲେଶ୍ୱରୀ ପୀଠରେ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ବରଗଡ଼ ଅଫିସ,୧୫ା୮ : ବରଗଡ଼ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠରେ ଶନିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ଧାର୍ଯ୍ୟ ଲଗ୍ନ ଅନୁଯାୟୀ, ଆସନ୍ତା ୨୨...

ଚର୍ଚ୍ଚରେ ପ୍ରାର୍ଥନା ଚାଲିଥିବା ବେଳେ ପହଞ୍ଚିଲା ପୋଲିସ

କଟକ ଅଫିସ,୨୫।୧୨: ଆଜି ବଡ଼ ଦିନ। ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରିଥାନ୍ତି। ତେବେ ଗତବର୍ଷ ଭଳି ଏବର୍ଷ କରୋନା ସଂକ୍ରମଣକୁ...

ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧

ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ...

ବଟନଦୀରେ ମାଛ ମରିବା ଘଟଣା: ନଦୀପଥ ଅବରୋଧ, ପ୍ରଦୂଷଣ ଯୋଗୁ ଏପରି ଘଟୁଛି

ପାରାଦୀପ,୨ା୨(ସ୍ବ.ପ୍ର.): ପାରାଦୀପର ବାଲିଝରା ବସ୍ତି ନିକଟସ୍ଥ ବଟନଦୀରେ ୨୦୨୨ ଡିସେମ୍ବର ୩୧ରେ ବହୁ ମାଛ ମରି ଭାସିଥିଲେ। ଶୀତ ଋତୁରେ ଏପରି ମାଛ ମଡ଼କ ପ୍ରଥମ...

Advertisement
Archives

Model This Week