ଲାଲ ରଙ୍ଗର ଅତି ଦୁର୍ଲଭ ସାପ ଉଦ୍ଧାର

ଡେରାଡୁନ, ୮।୮: ଉତ୍ତରାଖଣ୍ଡର ନୈନିତାଲ ଜିଲାରୁ ଜଙ୍ଗଲ ବିଭାଗ ପକ୍ଷରୁ ଏକ ଅତି ଦୁର୍ଲଭ ଲାଲ ରଙ୍ଗର କୋରାଲ୍‌ କୁକ୍‌ରି ସାପ ଉଦ୍ଧାର କରାଯାଇଛି। ନୈନିତାଲର ବିନ୍ଦୁଖଟ୍ଟା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରେ ଏହି ସାପଟିକୁ ପଶିଯାଇଥିଲା। ଏହାପରେ ଜଙ୍ଗଲ ବିଭାଗ କର୍ମଚାରୀଙ୍କ ସହାୟତାରେ ଏହାକୁ ଉଦ୍ଧାର କରାଯାଇଥିଲା। ଜଙ୍ଗଲ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଏହି ବିରଳ ପ୍ରଜାତିର ସାପ ପ୍ରଥମେ ୧୯୩୬ ମସିହା ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର କ୍ଷେରୀ ଅଞ୍ଚଳରେ ଦେଖାଯାଇଥିଲା। ଯେଉଁଠାରୁ ଏହା ସାଇଣ୍ଟିଫିକ୍‌ ନାମ ‘ଓଲିଗୋଡନ ଖେରିଏନ୍ସିସ’ ମିଳିଥିଲା। ଗୋରଖାମାନଙ୍କର ବକ୍ର ଛୁରୀ ‘କୁକରୀ’ ଭଳି ଏହି ସାପର ଦାନ୍ତ କୁକ୍‌ରୀ ଛୁରୀର ବ୍ଲେଡ୍‌ ପରି ବଙ୍କା ହୋଇଥିବାରୁ ନାମକରଣ ଏହିପରି ହୋଇଛି। ବନ୍ୟଜନ୍ତୁ ସୁରକ୍ଷା ଆଇନ୍‌-୧୯୭୨ ଅନୁଯାୟୀ ଏହି ସାପ ସେଡ୍ୟୁଲ୍‌-୪ ଶ୍ରେଣୀରେ ଅନ୍ତର୍ଭୁକ୍ତ। ଲାଲ୍‌ ବ୍ୟତୀତ ଉଜ୍ଜଳ କମଳା ରଙ୍ଗର ଏହି ପ୍ରଜାତିର ସାପ ମଧ୍ୟ ଦେଖିବାକୁ ମିଳନ୍ତି। ଏହି ସାପକୁ ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ି ଦିଆଯାଇଥିବା ଡିଭିଜନାଲ ବନ ଅଧିକାରୀ (ଡିଏଫ୍‌ଓ) ନୀତୀଶ ମଣି ତ୍ରିପାଠୀ ସୂଚନା ଦେଇଛନ୍ତି। ଏଥିପୂର୍ବରୁ ୨୦୧୪ ଓ ୨୦୧୫ରେ ଭାରତର ଭିନ୍ନ ଭିନ୍ନ ସ୍ଥାନରେ ଏହି ସାପ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଟକ୍କର ଦେବେ ତେଜ ବାହାଦୁର

ଚଣ୍ଡିଗଡ଼,୩୦।୯: ଖାଇବାର ଅଭିଯୋଗକୁ ନେଇ ଚର୍ଚ୍ଚାକୁ ଆସିଥିବା ନିଲମ୍ବିତ ବିଏସ୍‌ଏଫ୍‌ ଯବାନ ତେଜ ବାହଦୁର ଯାଦବ ଏବେ ହରିୟାଣା ରାଜନୀତିରେ ପାଦ ରଖିଛନ୍ତି। ଦୁଷ୍‌ୟନ୍ତ ଚୌଟାଲାଙ୍କ...

ଜାକିରଙ୍କୁ ସଂଗୀତ ନାଟକ ଏକାଡେମୀ ଫେଲୋଶିପ୍‌

ନୂଆଦିଲ୍ଲୀ,୧୭ା୭(ପି.ଟି.): ବିଶିଷ୍ଟ ତବଲା ବାଦକ ଜାକିର ହୁସେନ୍‌, ଅହମିୟା ନୃତ୍ୟଶିଳ୍ପୀ ତଥା ନିର୍ଦ୍ଦେଶକ ଯତୀନ ଗୋସ୍ବାମୀ(ସତ୍ରୀୟ) ଏବଂ କେ. କଲ୍ୟାଣସୁନ୍ଦରମ୍‌ ପିଲାଇ(ଭାରତନାଟ୍ୟମ୍‌)ଙ୍କୁ ସଂଗୀତ ନାଟକ ଏକାଡେମୀର...

ମୋଦିଙ୍କ ସହ ନିର୍ବାଚନକୁ ନେଇ ନୁହେଁ କରୋନାକୁ ନେଇ ହେଲା ଚର୍ଚ୍ଚା: ମମତା

ନୂଆଦିଲ୍ଲୀ,୨୭ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ୫ ଦିନିଆ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମରେ ସୋମବାର ସନ୍ଧ୍ୟାରେ ରାଜଧାନୀରେ ପହଞ୍ଚିଥିଲେ । ମଙ୍ଗଳବାର ସେ...

‘ଭଲ ଜୀବନସାଥୀଟିଏ ଖୋଜୁଛି’

ବିବାହ ପାଇଁ ମ୍ୟାଟ୍ରିମୋନି ସାଇଟ୍‌ସର ସହାୟତା ନିଆଯାଉଥିବା ଦେଖିଥିବେ ବା ଶୁଣିଥିବେ। ମାତ୍ର ଆମେରିକା ଟେକ୍ସାସର ଜଣେ ବ୍ୟକ୍ତି ଝିଅ ଖୋଜିବା ପାଇଁ ଏକ ଭିନ୍ନ...

ଶେଲ୍‌ କମ୍ପାନୀ ଦେଉଥିଲେ ଚିଦାମ୍ବରମଙ୍କ ଗସ୍ତ ଖର୍ଚ୍ଚ

ନୂଆଦିଲ୍ଲୀ,୨୫ା୮: ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କ ଗସ୍ତ ଖର୍ଚ୍ଚ କାର୍ତ୍ତି ଚିଦାମ୍ବରମଙ୍କ ନିୟନ୍ତ୍ରଣରେ ଥିବା ଶେଲ୍‌ କମ୍ପାନୀ ଭରଣା କରୁଥିଲେ। କାର୍ତ୍ତିଙ୍କ କମ୍ପାନୀର ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଭାସ୍କର...

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...

ଫାରୁକ୍‌ଙ୍କୁ ଭାଜପାର ସମାଲୋଚନା

ନୂଆଦିଲ୍ଲୀ, ୧୩ା୧୦:ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ମନ୍ତବ୍ୟକୁ ନେଇ ଭାଜପା ତୀବ୍ର ସମାଲୋଚନା କରିଛି। ଚାଇନା ୩୭୦ ଧାରା...

ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ନୂଆଦିଲ୍ଲୀ,୧୨ା୨ପି.ଟି.): ସାଧାରଣ ବଜେଟ ଓ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ପରେ ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି।...

Advertisement
Archives

Model This Week