ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ ସଦର ବ୍ଲକ ପଦ୍ମପୁର ହାତୀ ଉଦ୍ଧାର କେନ୍ଦ୍ରରୁ ଚନ୍ଦକା ହାତୀ ଯତ୍ନ କେନ୍ଦ୍ର (ନନ୍ଦକାନନ)କୁ ସ୍ଥାନାନ୍ତର କରିଛି। ସାମାଜିକ ପାଳନ ଏବଂ ସ୍ବାସ୍ଥ୍ୟ ପରିଚାଳନା ପାଇଁ ନିର୍ଦ୍ଧାରିତ ପ୍ରୋଟୋକଲ ଅନୁସରଣ କରି, ଛୁଆହାତୀକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଡିଏଫଓ ଧନରାଜ ଏଚଡି ସୂଚନା ଦେଇଛନ୍ତି।

ହାତୀ ଛୁଆକୁ ଏକ ସ୍ବତନ୍ତ୍ର ପରିବହନ ଯାନ “କ୍ଲ କ୍ରୁଜର”ରେ ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅଧିକାରୀ ନାୟନ କାନ୍ତ ସାହୁଙ୍କ ନେତୃତ୍ୱରେ ପରିବହନ କରାଯାଇଛି। ତାଙ୍କ ସହିତ ପଶୁଚିକିତ୍ସକଙ୍କ ଏକ ଦଳ, ଏକ ଏସ୍କର୍ଟ ଯାନ “ରକ୍ଷକ” ଯାଇଥିବା ବେଳେ, ବିଭାଗୀୟ ପ୍ରୋଟୋକଲ ଅନୁସାରେ ପରିବହନ କରାଯାଇଛି ବୋଲି ସୂଚନା ଦିଆ ଯାଇଛି। ହାତୀ ଛୁଆସଟି ସୁସ୍ଥ ଅଛି। ଏବଂ EEHV ଭାଇରସ ପାଇଁ ପରୀକ୍ଷଣରେ ନେଗେଟିଭ ଆସିଛି। ହାତୀ ଛୁଆ ଟି ୧୨ ଦିନ ପୂର୍ବରୁ ଭୂୟାଁ ଜୁଆଙ୍ଗ ପିଢ ରେଞ୍ଜର ସୁଆକାଟି ସେକ୍ସନ ଅନ୍ତର୍ଗତ ସୁକାଡାଲା ଗ୍ରାମରୁ ଉଦ୍ଧାର କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା

ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍‌ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର…

ଅଧରାତିରେ ୯ ମହଲାରୁ ଡେଇଁଲେ ୩ ଭଉଣୀ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ତିନି ଜଣ ନାବାଳିକା ଭଉଣୀ ଏକ କୋଠାର ୯ମ ମହଲାରୁ ଡେଇଁ ପଡ଼ି ମୃତ୍ୟୁବରଣ…

ବସ୍ତାରେ ଗୋମାଂସ ଆଣୁଥିବା ସମୟରେ ମାଡ଼ିବସିଲା ପୋଲିସ

ମୋରଡ଼ା/ରାସଗୋବିନ୍ଦପୁର,୪ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଗୋ ମାଂସ ଚାଲାଣ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ମଙ୍ଗଳବାର ୨ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି। ଏନେଇ ଥାନାରେ…

ଫୁଲକୋବି ଗାଡିରେ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଏନସିବି, ଘଟଣାସ୍ଥଳରୁ…

ଉଦଳା,୪।୨(ସନ୍ତୋଷ କୁମାର ବାଚ୍ଛିନୀ): ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା…

ବସୁଛି ବୈଠକ, ଫଳପ୍ରଦ ହେଉନାହିଁ: ଅଟଳ ବସଷ୍ଟାଣ୍ଡ….

ଲୋଇସିଂହା,୪।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ଲୋଇସିଂହା ଅଟଳ ବସଷ୍ଟାଣ୍ଡର ଶୃଙ୍ଖଳିତ ପରିଚାଳନା ପାଇଁ ଏକ ସମୀକ୍ଷା ବୈଠକ ବିଡିଓ ଅକ୍ଷୟପାଣି ଉଦ୍ଦୁଙ୍କ ଅଧ୍ୟକ୍ଷତାରେ ସୋମବାର…

UPIକୁ ନେଇ ବଡ଼ ଅପଡେଟ୍‌: ଏଣିକି ମିଳିବ ଏହି ସୁବିଧା, ଲାଭବାନ ହେବେ…

ନୂଆଦିଲ୍ଲୀ,୪।୨: ଭାରତର ଡିଜିଟାଲ ପେମେଣ୍ଟ ସିଷ୍ଟମ ଖୁବଶୀଘ୍ର ଏକ ନୂତନ ବିଶ୍ୱସ୍ତରୀୟ ପରିଚୟ ହାସଲ କରିପାରେ। ସୂଚନା ଅନୁଯାୟୀ ସରକାର ଭାରତୀୟ ଉପଭୋକ୍ତାମାନଙ୍କୁ ଦେଶ ଭିତରେ ଯେପରି…

ଅନେକ ଜୀବନ ବଞ୍ଚାଇ ଚର୍ଚ୍ଚାରେ ଧବଳେଶ୍ୱର: ଦୁର୍ଗମ ଅଞ୍ଚଳର ପାଲଟିଛନ୍ତି ସାହା

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଅନେକ ଦୁର୍ଗମ ଓ ଅପହଞ୍ଚ ଅଞ୍ଚଳ ରହିଛି। ଅନେକ ସମୟରେ ଅପହଞ୍ଚ ଅଞ୍ଚଳରେ କୌଣସି ଅଘଟଣ ଘଟିଲେ ଲୋକଙ୍କୁ ସେବା ଯୋଗାଇବା…

୬୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ଶିଶୁ, ମହିଳା ସମେତ ୧୫ ମୃତ

ବ୍ରାଜିଲ,୪।୨: ବ୍ରାଜିଲରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛ। ଯେଉଁଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ଉତ୍ତର-ପୂର୍ବ ବ୍ରାଜିଲର ଆଲାଗୋଆସ ରାଜ୍ୟର ଏକ ଗ୍ରାମାଞ୍ଚଳରେ ଏହି ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri