Posted inଜାତୀୟ

ତପୋବନ ସୁଡ଼ଙ୍ଗ ଖୋଲିବାରେ ଉଦ୍ଧାରକାରୀ ଦଳ ଅସଫଳ: ଅନ୍ୟ ରାସ୍ତାର ସନ୍ଧାନ ଜାରି

ଡେରାଡୁନ୍‌,୯।୨: ଉତ୍ତରାଖଣ୍ଡ ଚାମୋଲିରେ ଘଟିଥିବା ହିମସ୍ଖଳନ ବିତ୍ପାତ ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି। ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିିରେ ଜାରି ରହିଛି। ତେବେ ତପୋବନ ଟନେଲରେ ଅଟକିଥିବା ଲୋକଙ୍କ ପାଖରେ ପହଞ୍ଚିବାରେ ଉଦ୍ଧାରକାରୀ ଦଳ ଅସଫଳ ହୋଇଛନ୍ତି। ଏଠାରେ ମାଟି କାଦୁଅ ଏବଂ ପାଣି ଜମି ରହିଥିବାରୁ ଟନେଲରେ ପ୍ରବେଶ କରିବା ସମ୍ଭବ ହୋଇ ନାହିଁ। ଏବେ ଅନ୍ୟ ପାର୍ଶ୍ୱରେ ଥିବା ରାସ୍ତାର ସନ୍ଧାନ କରାଯାଉଛି। ଟନେଲରେ ୩୫ ଜଣ ଲୋକ ଅଟକି ରହିଥିବା ଆଶଙ୍କା କରାଯାଉଛି। ସେହିପରି ୧୭୧ ଜଣ ନିଖୋଜଙ୍କର କୌଣସି ଖୋଜ ଖବର ମଧ୍ୟ ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ କେହି ବିସ୍ଫୋରକ ଥିବା ସପୁରି ଖାଇବାକୁ ଦେଇ ନାହାଁନ୍ତି: ପରିବେଶ ମନ୍ତ୍ରଣାଳୟ

ପାଟନା,୮।୬: କେରଳରେ ବିସ୍ଫୋରକ ଥିବା ସପୁରି ଖାଇ ଏକ ଗର୍ଭିଣୀ ହାତୀର ମୃତ୍ୟୁ ଘଟିଥିଲା। ଏନେଇ ତଦନ୍ତ କରିବା ପରେ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ସୋମବାର...

ମାଟ୍ରିକ୍‌ ପରୀକ୍ଷା ବାତିଲ: ରାସ୍ତାରେ ଭଙ୍ଗାରୁଜା କଲେ ଶିକ୍ଷାର୍ଥୀ

ପାଟନା,୨୦।୨: ବିହାର ବିଦ୍ୟାଳୟ ପରୀକ୍ଷା ସମିତି ପକ୍ଷରୁ ସାମାଜିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହେବା ପରେ ଏହାକୁ ବାତିଲ କରାଯାଇଛି। ଏହି ପରୀକ୍ଷା ୨୦୨୧ ମାର୍ଚ୍ଚ...

ବିହାରରେ ଲାଗୁ ହେବ ନାହିଁ ଏନ୍‌ଆରସି

ପାଟନା,୨୫।୨: ବିହାର ବିଧାନସଭାରେ ଏନ୍‌ପିଆର ଓ ଏନ୍‌ଆରସିକୁ ନେଇ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାସ୍‌ ହୋଇଛି। ମଙ୍ଗଳବାର ଗୃହରେ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆରସି)କୁ ଲାଗୁ ନ...

ଖୁସି ଖବର: ଏପ୍ରିଲ ୩ ପରେ ଗୋଆରେ ଚିହ୍ନଟ ହୋଇନାହାନ୍ତି ଜଣେ ବି କରୋନା ସଂକ୍ରମିତ

ପଣଜୀ,୨।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗୋଆରୁ କିନ୍ତୁ ଆସିଛି ଖୁସି ଖବର। ଏଠାରେ ଏପ୍ରିଲ ୩ ପରେ...

ହିଜାବ ବିବାଦ: ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୩: କର୍ନାଟକରେ ହିଜାବ ବିବାଦ ଉପରେ ଦାଖଲ ହୋଇଥିବା ଆବେଦନକୁ ତୁରନ୍ତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏହି ମାମଲାର ଶୀଘ୍ର ଶୁଣାଣି...

ବାପାଙ୍କ ପରେ କଂଗ୍ରେସ ନେତାଙ୍କ ଝିଅଙ୍କୁ ଇଡିର ନୋଟିସ୍‌

ନୂଆଦିଲ୍ଲୀ,୧୦।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ବରିଷ୍ଠ କଂଗ୍ରେସ ନେତା ଡି.କେ. ଶିବକୁମାରଙ୍କ ଝିଅଙ୍କୁ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି।...

ହାଇକୋର୍ଟରେ ଓକିଲ-ପୋଲିସ ସଂଘର୍ଷ ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪ା୧୧(ପି.ଟି.): ଦିଲ୍ଲୀର ତିସ୍‌ ହଜାରୀ ଜେଲ୍‌ ପରିସରରେ ଶନିବାର ଘଟିଥିବା ଓକିଲ-ପୋଲିସ ସଂଘର୍ଷ ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ରବିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।...

ରାଜଧାନୀରେ ୟେଲୋ ଓ୍ବାର୍ନିଂ

ନୂଆଦିଲ୍ଲୀ,୨୮।୧୨: ଦେଶରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ମାମଲା ଦିନକୁ ଦିନ ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଦେଶର ରାଜଧାନୀ ଦିଲ୍ଲୀରେ ୟେଲୋ ଆଲର୍ଟ...

Advertisement
Archives

Model This Week