Posted inଫୁରସତ

ଏହି ପରିବାର ଉପରେ ରିସର୍ଚ୍ଚ କରୁଛନ୍ତି ଗବେଷକ…

ବେଙ୍ଗାଲୁରୁ: ପରିବାରରେ ଭାଇଭାଇ ମଧ୍ୟରେ ସମ୍ପତ୍ତି ଭାଗବଣ୍ଟା ହେବା ସ୍ବାଭାବିକ କଥା। ତେବେ କର୍ନାଟକର ଧାରଓ୍ବାଡ୍‌ରେ ବାସ କରୁଥିବା ନରସିଂଓ୍ବର ପରିବାରରେ ଭିନ୍ନ ପରମ୍ପରା ଗତ ୭ ପିଢ଼ି ଧରି ପ୍ରଚଳିତ ହେଉଛି। ଏହି ପରିବାରର ସମ୍ପତ୍ତି କେବେ ମଧ୍ୟ ଭାଗବଣ୍ଟା ହୋଇ ନାହିଁ। ଏବେ ଏହି ପରିବାରର ସଦସ୍ୟ ସଂଖ୍ୟା ୧୪୦ ରହିଛି। ସେଥି ମଧ୍ୟରେ ୮୦ ଜଣ ପୁରୁଷ ଥିବାବେଳେ ୬୦ ଜଣ ମହିଳା ରହିଛନ୍ତି। ପରିବାରରେ ସମସ୍ତ ସଦସ୍ୟ ଖୁସିରେ ରହିଥାନ୍ତି। ପରିବାର ସଦସ୍ୟଙ୍କ ଖୁସିର ରହସ୍ୟ ଜାଣିବା ପାଇଁ ପ୍ରତିବର୍ଷ ମୁମ୍ବାଇ, ବେଙ୍ଗାଲୁରୁ, ହୁବଲୀ ଆଦି ଅଞ୍ଚଳର ୧୫ରୁ ୨୦ ଶିକ୍ଷାର୍ଥୀ ରିସର୍ଚ୍ଚ କରିଥାନ୍ତି। ପରିବାରରେ ୧୮ ବର୍ଷ ବୟସ୍କ ୩୦ ଜଣ ଯୁବକ ରହିଛନ୍ତି। ପରିବାର ପାଖରେ ୨ ଶହ ଏକର ଜମି ଏବଂ ୪୦ଟି ଗାଈ ରହିଛି। ଗାଈ ପ୍ରତିଦିନ ୧୫୦ ଲିଟର କ୍ଷୀର ଦେଇଥାନ୍ତି। ୬୦ ଲିଟର କ୍ଷୀର ଘରେ ବ୍ୟବହୃତ ହୋଇଥାଏ। ଅବଶିଷ୍ଟ କ୍ଷୀର ବିକ୍ରି ହୋଇଥାଏ। ପ୍ରତିଦିନ ଖାଇବା ପାଇଁ ପରିବାରରେ ୩ଶହ ରୁଟି ପ୍ରସ୍ତୁତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri